

ଭୁବନେଶ୍ୱର ଭଞ୍ଜ କଳାମଣ୍ଡପରେ ନାଟକ ‘ଭଗବାନ ଜଗନ୍ନାଥ କଥା’ ପରିବେଷଣ

ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ପକ୍ଷରୁ ଭୁବନେଶ୍ୱରରେ ଆୟୋଜିତ ରାଜ୍ୟସ୍ତରୀୟ ଖଦି ଓ ଗ୍ରାମୋଦ୍ୟୋଗ ପ୍ରଦର୍ଶନୀ ଉଦଘାଟନୀ ଉତ୍ସବରେ ବିଧାୟକ ଅନନ୍ତ ନାରାୟଣ ଜେନା, ଖଦି ବୋର୍ଡ ସଭାପତି ସଂଗ୍ରାମ କେଶରୀ ପାଇକରାୟ ଏବଂ ଭୁବନେଶ୍ୱର ମେୟର ସୁଲୋଚନା ଦାସ ପ୍ରମୁଖ ଅତିଥି ଉପସ୍ଥିତ