Type your search query and hit enter:
Homepage
ଫଟୋରେ ଖବର
Categories:
ଆଜିର ଫଟୋ
ଫଟୋରେ ଖବର
ଓଡ଼ିଶା: ଆଜିର ଫଟୋ (ଜୁଲାଇ ୧୩, ୨୦୨୨)
3 years ago
କର୍ମବୀର ଗୌରୀ ଶଙ୍କର ରାୟଙ୍କ ୧୮୪ତମ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ କଟକ ଗୌରୀଶଙ୍କର ପାର୍କ ପରିସରରେ ଥିବା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
ମହାନଦୀ ଅବବାହିକାକୁ ପୋତାଯିବା ନେଇ ନାଶନାଲ ଗ୍ରୀନ ଟ୍ରିବୁନାଲର ଏକ୍ସପର୍ଟ ଟିମ କଟକ ବାଲିଯାତ୍ରା ତଳ ପଡ଼ିଆ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରୁଛନ୍ତି
କଟକ ସହରର ସୌନ୍ଦର୍ଯ୍ୟକରଣ ଲାଗି ତିନିକୋଣିଆ ବଗିଚା ଛକରେ ଥିବା ନିର୍ଝର ରକ୍ଷଣାବେକ୍ଷଣ ଅଭାବରୁ ପରିତ୍ୟକ୍ତ ଅବସ୍ଥାରେ ରହିଛି
ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ ତ୍ୱରିତ ନ୍ୟାୟ ଦାବୀରେ ଛାତ୍ରୀଛାତ୍ରଙ୍କ ସମେତ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଭୁବନେଶ୍ୱର ଲୋୟର ପିଏମଜିରେ ବିକ୍ଷୋଭ ଏବଂ ଧାରଣା
Subscribe to updates
Unsubscribe from updates
Share
3 years ago
Related Post
ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ , ୨୦୨୫ )
ଓଡ଼ିଶା: ଆଜିର ଫଟୋ ( ୨୫ ମାର୍ଚ୍ଚ, ୨୦୨୫ )
ଓଡ଼ିଶା: ଆଜିର ଫଟୋ ( ୨୩ ମାର୍ଚ୍ଚ, ୨୦୨୫ )
ଓଡ଼ିଶା: ଆଜିର ଫଟୋ ( ୨୨ ମାର୍ଚ୍ଚ, ୨୦୨୫ )
ଓଡ଼ିଶା: ଆଜିର ଫଟୋ (୨୦ ମାର୍ଚ୍ଚ , ୨୦୨୫ )
ଓଡ଼ିଶା: ଆଜିର ଫଟୋ ( ୧୯ ମାର୍ଚ୍ଚ, ୨୦୨୫ )
ଓଡ଼ିଶା: ଆଜିର ଫଟୋ ( ୧୮ ମାର୍ଚ୍ଚ, ୨୦୨୫ )
ଓଡ଼ିଶା: ଆଜିର ଫଟୋ ( ୧୭ ମାର୍ଚ୍ଚ , ୨୦୨୫ )
ଓଡ଼ିଶା: ଆଜିର ଫଟୋ ( ୧୬ ମାର୍ଚ୍ଚ, ୨୦୨୫ )
ଓଡ଼ିଶା: ଆଜିର ଫଟୋ ( ୧୫ ମାର୍ଚ୍ଚ, ୨୦୨୫ )
L