Type your search query and hit enter:
Homepage
ଆଜିର ଫଟୋ
Categories:
ଆଜିର ଫଟୋ
ଓଡ଼ିଶା: ଆଜିର ଫଟୋ ( ଜୁଲାଇ ୨୧, ୨୦୨୩ )
2 years ago
ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବେଣ୍ଟପୁରରେ ବିଲରେ ମହିଳା ଧାନ ତଳି ରୋଉଛନ୍ତି
ସିଭିଲ ଜେଇ ପରୀକ୍ଷାକୁ ଦୁର୍ନୀତି ମୁକ୍ତ କରିବା ଦାବି ନେଇ ଓଡ଼ିଶା ଅନଏମ୍ପ୍ଲୟଡ ଡିପ୍ଲୋମା ଇଞ୍ଜିନିଅର ଆସୋସିଏସନ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଷ୍ଟାଫ ସିଲେକସନ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ
ବିଭିନ୍ନ ଦାବି ନେଇ ଅଲ ଓଡିଶା ପ୍ରାଇଭେଟ ସ୍କୁଲ ଆସୋସିଏସନ ପକ୍ଷରୁ ଭୁବନେଶ୍ୱର ସ୍ଥିତ ପିଏମଜିରେ ବିକ୍ଷୋଭ ପ୍ରଦର୍ଶନ
ମଣିପୁରରେ ଘଟିଥିବା ଲଜ୍ଜ୍ୟାଜନକ ଘଟଣା ପ୍ରତିବାଦରେ ବିଭିନ୍ନ ସଂଗଠନ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଲୋୟର ପିଏମଜିରେ ବିକ୍ଷୋଭ ପ୍ରଦର୍ଶନ
ଓଡିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ସଙ୍ଗଠନ ପକ୍ଷରୁ ବିଭିନ୍ନ ଦାବି ନେଇ କଟକ ସ୍ଥିତ ଜୁଡ଼ିସିଆଲ ଆକାଡେ଼ମୀ ନିକଟରୁ ଆରଡିସି(ସିଡି) ଅଫିସକୁ ବାହାରିଥିବା ବିକ୍ଷୋଭ ଶୋଭାଯାତ୍ରା
Subscribe to updates
Unsubscribe from updates
Share
2 years ago
Related Post
ଓଡ଼ିଶା: ଆଜିର ଫଟୋ ( ୩୧ ମାର୍ଚ୍ଚ , ୨୦୨୫ )
ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୫ )
ଓଡ଼ିଶା: ଆଜିର ଫଟୋ ( ୨୮ ମାର୍ଚ୍ଚ, ୨୦୨୫ )
ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ , ୨୦୨୫ )
ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ , ୨୦୨୫ )
ଓଡ଼ିଶା: ଆଜିର ଫଟୋ ( ୨୫ ମାର୍ଚ୍ଚ, ୨୦୨୫ )
ଓଡ଼ିଶା: ଆଜିର ଫଟୋ ( ୨୩ ମାର୍ଚ୍ଚ, ୨୦୨୫ )
ଓଡ଼ିଶା: ଆଜିର ଫଟୋ ( ୨୨ ମାର୍ଚ୍ଚ, ୨୦୨୫ )
ଓଡ଼ିଶା: ଆଜିର ଫଟୋ (୨୦ ମାର୍ଚ୍ଚ , ୨୦୨୫ )
ଓଡ଼ିଶା: ଆଜିର ଫଟୋ ( ୧୯ ମାର୍ଚ୍ଚ, ୨୦୨୫ )
L