ଓଡ଼ିଶା: ଆଜିର ଫଟୋ ( ଜାନୁଆରୀ ୨୩, ୨୦୨୪)

 

ଭୁବନେଶ୍ୱର ରସୁଲଗଡ ଛକରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୭ତମ ପୁଣ୍ୟ ଜୟନ୍ତୀରେ ଅଲ୍ ଇଣ୍ଡିଆ ଫରୱାର୍ଡ଼ ବ୍ଳକ୍ ପକ୍ଷରୁ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି

 

 

 

କଟକରେ ଭାସ୍କର୍ଯ୍ୟ କଳା ପ୍ରଦର୍ଶନୀକୁ ଛାତ୍ରୀଛାତ୍ରମାନେ ବୁଲି ଦେଖୁଛନ୍ତି

 

 

କଟକ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟରେ ନେତାଜୀଙ୍କ ଜୟନ୍ତୀ ଅବସରରେ ଗହଳି

 

 

କଟକ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟରେ ସ୍କୁଲ ଛାତ୍ରୀଛାତ୍ରମାନେ ଆର୍ଟ କରୁଛନ୍ତି