ଓଡ଼ିଶା: ଆଜିର ଫଟୋ ( ଡିସେମ୍ବର ୨୬, ୨୦୨୩ )

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଅନ୍ତର୍ଜାତିକ ଓଡିଶୀ ନୃତ୍ୟ ମହୋତ୍ସବରେ ଶିଳ୍ପୀ ଆଶୁତୋଷ ପରିଡା ଓ ଚିନ୍ମୟ ସାହୁ ଓଡିଶୀ ନୃତ୍ୟ ପରିବେଷଣ କରୁଛନ୍ତି

 

 

ପୁରୀ ଜଗନ୍ନାଥ ମନ୍ଦିର ସେବାୟତମାନେ ଶ୍ରୀମନ୍ଦିର ହେରିଟେଜ୍ କରିଡର ପ୍ରକଳ୍ପର ଉଦଘାଟନ ପାଇଁ ଭଗବାନ ଲିଙ୍ଗରାଜଙ୍କୁ ନିମନ୍ତ୍ରଣ କରିବା ପାଇଁ ଭୁବନେଶ୍ୱର ଆସିଛନ୍ତି