ଓଡ଼ିଶା: ଆଜିର ଫଟୋ (ଜୁଲାଇ ୨୬, ୨୦୨୨)

ଓଡିଶା ହାଇକୋର୍ଟର ପ୍ରତିଷ୍ଠା ଦିବସ ଓ ଓଡିଶା ହାଇକୋର୍ଟର ପ୍ରଥମ ମୁଖ୍ୟ ବିଚାରପତି ଜଷ୍ଟିସ ବୀର କିଶୋର ରାୟଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ହାଇକୋର୍ଟ ପରିସରରେ ଥିବା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି ମୁଖ୍ୟ ବିଚାରପତି ଜଷ୍ଟିସ ଏସ.ମୁରଲୀଧର ଏବଂ ଅନ୍ୟମାନେ

 

ରାହୁଲ ଗାନ୍ଧୀଙ୍କୁ ଦିଲ୍ଲୀ ପୋଲିସ ଅଟକ ରଖିଥିବା ପ୍ରତିବାଦରେ ଛାତ୍ର କଂଗ୍ରେସ ପକ୍ଷରୁ ଭୁବନେଶ୍ୱର ବାଣୀବିହାରରେ ବିକ୍ଷୋଭ ପ୍ରଦର୍ଶନ

 

ସୋନିଆ ଗାନ୍ଧୀଙ୍କୁ ଇଡିର ସମନ ବିରୋଧରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭୁବନେଶ୍ୱର ସ୍ଥିତ କଂଗ୍ରେସ ଭବନ ସମ୍ମୁଖରେ ସତ୍ୟାଗ୍ରହ