ଓଡ଼ିଶା: ଆଜିର ଫଟୋ ( ଜୁଲାଇ ୨୯, ୨୦୨୩ )

ଭୁବନେଶ୍ୱର ଭଞ୍ଜକଳା ମଣ୍ଡପରେ, ଭାରତ ଅନ୍ତର୍ଜାତୀୟ ନୃତ୍ୟ ପର୍ବ

 

 

ଭୁବନେଶ୍ୱର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ଦ୍ୱାରା ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ ପାଳନ

 

 

କଟକ ତୁଳସୀପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଅନୁଷ୍ଠିତ ବାର୍ଷିକ ବିଜ୍ଞାନ ମେଳାରେ ଭାଗ ନେଇଥିବା ଛାତ୍ରୀଛାତ୍ର

 

 

କଟକ ଅନ୍ନପୂର୍ଣ୍ଣା ଥିଏଟରରେ ବି ଗ୍ରୁପ କଳାକାରଙ୍କ ଦ୍ୱାରା ପରିବେଷିତ ନାଟକ, ‘ପ୍ରଜାପତିର ଡେଣା’