ଓଡ଼ିଶା: ଆଜିର ଫଟୋ ( ସେପ୍ଟେମ୍ବର ୨, ୨୦୨୩ )

ଭୁବନେଶ୍ୱର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ରରେ ଭାରତର ପ୍ରଥମ ସୌର ମିଶନ୍ ଆଦିତ୍ୟ ଏଲ୍ – ୧ ର ଲଞ୍ଚ ଦେଖୁଛନ୍ତି ସ୍କୁଲ ପିଲାମାନେ

 

ନୀଳାଦ୍ରି ବିହାର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଶିକ୍ଷା ବିକାଶ ସମିତି ପକ୍ଷରୁ ଗଣିତ ମେଳାକୁ ଅତିଥି ଓ ପିଲାମାନେ ବୁଲି ଦେଖୁଛନ୍ତି

 

 

ଭୁବନେଶ୍ୱର ଜଗନ୍ନାଥ ନଗରରେ ମଶାଙ୍କୁ ନିୟନ୍ତ୍ରଣ କରିବା ପାଇଁ ଜଣେ ବିଏମସି କର୍ମୀ ମଶା ମରା ଧୂଆଁ ପ୍ରୟୋଗ କରୁଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୪ )

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଉତ୍କଳ ସଂଗୀତ ମହାବିଦ୍ୟାଳୟର ଛାତ୍ରୀ ଛାତ୍ର ମାନଙ୍କ ଦ୍ୱାରା ନାଟକ ପରିବେଷଣ     ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ...

ଓଡ଼ିଶା: ଆଜିର ଫଟୋ (୨୨ ସେପ୍ଟେମ୍ବର, ୨୦୨୪)

ପିତୃପକ୍ଷରେ ବିନ୍ଦୁସାଗରରେ ଲୋକମାନେ ପିତୃପୁରୁଷଙ୍କୁ ପିଣ୍ଡଦାନ କରୁଛନ୍ତି

ଓଡ଼ିଶା: ଆଜିର ଫଟୋ ( ୨୧ ସେପ୍ଟେମ୍ବର, ୨୦୨୪ )

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଆର୍ଟ ଭିଜନ ଅନୁଷ୍ଠାନ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ, ‘ସଙ୍ଗମ’       କଟକ ଖ୍ରୀଷ୍ଟିଆନ ପଡିଆରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ବିକାଶ...

ଓଡ଼ିଶା: ଆଜିର ଫଟୋ (୧୯ ସେପ୍ଟେମ୍ବର, ୨୦୨୪)

 ଶରଧାବାଲି ଠାରେ ସରକାର ଙ୍କ ୧୦୦ ଦିନ ପୂର୍ତ୍ତି ଅବସର ରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ 

ଓଡ଼ିଶା: ଆଜିର ଫଟୋ ( ୧୮ ସେପ୍ଟେମ୍ବର, ୨୦୨୪ )

କଟକ ଚାଉଳିଆଗଞ୍ଜରେ ଅନୁଷ୍ଠିତ ଖୁଦୁରୁକୁଣୀ ଭସାଣି ଶୋଭାଯାତ୍ରା     ଭୁବନେଶ୍ୱର ଭଞ୍ଜକଳା ମଣ୍ଡପରେ ଭାରତୀୟ ଶାସ୍ତ୍ରୀୟ ସଂଗୀତ କାର୍ଯ୍ୟକ୍ରମ ‘ସାୱନ୍’ ପରିବେଷଣ

ଓଡ଼ିଶା: ଆଜିର ଫଟୋ ( ୧୭ ସେପ୍ଟେମ୍ବର, ୨୦୨୪ )

ଭୁବନେଶ୍ୱର ଜନତା ମଇଦାନଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ      କଟକ ରାଣୀହାଟ କେନାଲ ରୋଡରେ ତେଲଗୁ ସମ୍ପ୍ରଦାୟ ପକ୍ଷରୁ...

ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୪ )

କଟକ ଦେବୀଗଡା କାଠଯୋଡ଼ି ନଦୀ ତଟଠାରେ ପ୍ରଥମ ପର୍ଯ୍ୟାୟ ଗଣେଶ ମୁର୍ମୟୀ ପ୍ରତିମା ବିସର୍ଜନ ଶୋଭାଯାତ୍ରା     ରାଜଧାନୀରେ ବର୍ଷା     ରବୀନ୍ଦ୍ର...

ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୪ )

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ରାଜ୍ୟସ୍ତରୀୟ ଗୀତିନାଟ୍ୟ ଉତ୍ସବ       ଆଗକୁ ବିଶ୍ୱକର୍ମା ପୂଜା ୟୁନିଟ-୯ରେ ଜଣେ ଶିଳ୍ପୀ ମୂର୍ତ୍ତିରେ ଶେଷ ସ୍ପର୍ଶ ଦଉଛନ୍ତି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri