ଓଡ଼ିଶା: ଆଜିର ଫଟୋ (ଅକ୍ଟୋବର ୩୦, ୨୦୨୧)

ଭୁବନେଶ୍ୱର ଚନ୍ଦ୍ରଶେଖରପୁରରେ ଇଷ୍ଟକୋଷ୍ଟ ରେଲୱେ ପକ୍ଷରୁ ‘କଳିଙ୍ଗ ରେଳ ଐତିହ୍ୟ ସଂଗ୍ରହାଳୟ’ ଉଦଘାଟିତ

 

କଟକ ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ୨୭ତମ ଓଡିଶା ରାଜ୍ୟ ଟେବୁଲ ଟେନିସ ପ୍ରତିଯୋଗିତା (ବାଳିକା ବର୍ଗ)ର ୨ୟ ଦିନରେ କଟକ – କିସ ମଧ୍ୟରେ ଅନୁଷ୍ଠିତ ମ୍ୟାଚ