ଖୁବ୍‌ଶୀଘ୍ର ସେଞ୍ଚୁରୀ ମାରିପାରେ ଟମାଟୋ

ଲକ୍ଷ୍ନୌ,୨।୭: ୧୦ ଦିନରେ ୩ ଗୁଣା ବଢିଲାଣି ଟମାଟୋ। ଦୁଇ ସପ୍ତାହ ପୂବରୁ ଟମାଟୋ କିଲୋ ପିଛା ୧୫-୨୦ ଟଙ୍କା ଥିବା ବେଳେ ଏବେ ଏହା ୬୦-୮୦ ଟଙ୍କାରେ ପହଞ୍ଚିଲାଣି। ପ୍ରତିବର୍ଷ ବର୍ଷା ଋତୁରେ ଟମାଟୋ ଦାମ୍‌ ସାମାନ୍ୟ ଅଧିକ ରହୁଥିବା ବେଳେ ଏବର୍ଷ କିନ୍ତୁ ଏହା ସବୁଠାରୁ ଅଧିକ ହୋଇପାରେ ବୋଲି କୁହାଯାଉଛି। କେବଳ ଟମାଟୋ କାହିଁକି ଅନ୍ୟ ପ୍ରାୟ ସମସ୍ତ ପରିବାର ଦାମ୍‌ ଅହେତୁକ ଭାବେ ବୃଦ୍ଧି ପାଉଥିବାରୁ ଲୋକେ ଏବେଠାରୁ ପରିବା ଖାଇବାକୁ ନେଇ ଏକ ପ୍ରକାର ଚିନ୍ତାରେ ପଡି ଗଲେଣି। ଏମିତିକି ଉତ୍ତର ପ୍ରଦେଶରେ ଏବେ ଆଳୁ କିଲୋ ପିଛା ଦାମ ପ୍ରାୟ ୩୦ ଟଙ୍କା ହୋଇ ଯାଇଥିବାରୁ ଏହା ଗରିବଙ୍କ ଉପରେ କୋରଡା ମାଡ ଭଳି ଲାଗୁଛି। ଗୋଟିଏ ପଟେ ଲୋକେ କରୋନା ମହାମାରୀ ପାଇଁ ରୋଜଗାର ହରାଇଥିବା ବେଳେ ଅନ୍ୟପଟେ ପନିପରିବାର ଦାମ ବୃଦ୍ଧି ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ମଧ୍ୟରେ ୪ ଦିନରେ ବିକ୍ରି ହୋଇଛି ୧୪ ଲକ୍ଷ ତିରୁପତି ଲଡ଼ୁ

ହାଇଦ୍ରାବାଦ, ୨୪।୯: ତିରୁପତିର ଶ୍ରୀ ଭେଙ୍କଟେଶ୍ୱର ମନ୍ଦିରର ଲଡ଼ୁରେ ଗୋରୁ ଚର୍ବି ଓ ମାଛ ତେଲ ମିଶିଥିବାନେଇ ରିପୋର୍ଟ ଆସିବା ପରେ ଏହାକୁ ନେଇ ଦେଶବ୍ୟାପୀ ବିବାଦ...

ହନୁମାନ ରୂପରେ ଆସି କୁନି ଝିଅକୁ ବଳାତ୍କାରରୁ କଲେ ରକ୍ଷା

ଲକ୍ଷ୍ନୌ,୨୪ା୯: ଉତ୍ତରପ୍ରଦେଶର ବାଗପତ୍‌ ଜିଲାରେ ୬ ବର୍ଷର ଝିଅଙ୍କୁ ଜଣେ ଯୁବକ ବଳାତ୍କାର ଉଦ୍ୟମ କରୁଥିବାବେଳେ ମାଙ୍କଡ଼ ପଲ ଯୋଗୁ ନାବାଳିକା ଜଣକ ବର୍ତ୍ତିଯାଇଛନ୍ତି। ଗତ...

୩୧ଟି ବଡ଼ ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର: ୨୪,୧୬୨ଜଣଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୨୪।୯: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ୧୩୧ତମ ରାଜ୍ୟସ୍ତରୀୟ ଏକକ ବାତାୟନ କମିଟି ( ସିଙ୍ଗଲ ଓ୍ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି) ବୈଠକ ଆଜି...

ଚର୍ଚ୍ଚା ମଧ୍ୟରେ ବଡ଼ ପ୍ରତିକ୍ରିୟା ଦେଲା JSW, ଓଡ଼ିଶାରୁ ଓହରି ନାହିଁ କମ୍ପାନୀ

ଭୁବନେଶ୍ୱର,୨୪।୯: ଓଡ଼ିଶାରେ ପ୍ରସ୍ତାବିତ ୪୦,୦୦୦ କୋଟି ଟଙ୍କାର ବୈଦୁତିକ ଯାନ(ଇଭି) ଏବଂ ବ୍ୟାଟେରୀ ପ୍ରକଳ୍ପକୁ ପ୍ରତ୍ୟାହାର କରୁନାହିଁ ବୋଲି କମ୍ପାନୀର ଜଣେ ବରିଷ୍ଠ ଅଧିକାରୀ ମଙ୍ଗଳବାର...

ପୁଣି ତେଜିଲା ବିବାଦ, ପଶୁଚର୍ବି ପରେ ଏବେ ତିରୁପତିଙ୍କ ପ୍ରସାଦରୁ ମିଳିଲା ତମାଖୁ!

ଅମରାବତୀ,୨୪।୯: ତିରୁପତି ମନ୍ଦିରର ପ୍ରସାଦ ତିଆରି କରିବା ପାଇଁ ବ୍ୟବହୃତ ଘିଅରେ ପଶୁଚର୍ବିର ବ୍ୟବହାରକୁ ନେଇ ବିବାଦ ମଧ୍ୟରେ ଆଉ ଜଣେ ଭକ୍ତ ଏକ ବଡ଼...

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ କି ସିଦ୍ଦରମୈୟା: ହାଇକୋର୍ଟରୁ ଝଟ୍‌କା ମିଳିବା ପରେ ଜାଣନ୍ତୁ କ’ଣ ରହିଛି ଅପ୍ସନ୍‌

ବେଙ୍ଗାଲୁରୁ,୨୪।୯: ଜମି ଦୁର୍ନୀତି ମାମଲାରେ କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କୁ ମଙ୍ଗଳବାର ବଡ଼ ଝଟ୍‌କା। ଏହି ମାମଲା ଉପରେ କରିଥିବା ଆବେଦନ କର୍ନାଟକ ହାକୋର୍ଟର ଖାରଜ ହୋଇଯାଇଛି।...

ତିରୁପତି ଲଡୁ ବିବାଦ: ମନ୍ଦିରରେ ଝାଡୁ ଲଗାଇ ପ୍ରାୟଶ୍ଚିତ କରୁଛନ୍ତି ପଓ୍ବନ କଲ୍ୟାଣ, ଦେଖନ୍ତୁ ଭିଡିଓ

ବିଜୟଓ୍ବାଡା,୨୪।୯: ତିରୁପତିସ୍ଥିତ ଭେଙ୍କଟେଶ୍ୱର ସ୍ବାମୀ ମନ୍ଦିରକୁ ପଶୁ ଚର୍ବିରେ ମିଶ୍ରିତ ଘିଅ ଯୋଗାଣ ପ୍ରସଙ୍ଗରେ ଅନେକ ରାଜନୈତିକ ବୟାନବାଜି ଚାଲିଛି। ଏହି ସମୟରେ ଆନ୍ଧ୍ରପ୍ରଦେଶର ଉପ...

ଆମେ ୩ ଜଣ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଥିଲୁ, ଏବେ ନିଷ୍ପତ୍ତି କମାଣ୍ଡଙ୍କର

ନୂଆଦିଲ୍ଲୀ,୨୪।୯: ୨୦୨୪ ହରିୟାଣା ବିଧାନସଭା ନିର୍ବାଚନ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସର ବରିଷ୍ଠ ନେତାଙ୍କ ମଧ୍ୟରେ ଯୁଦ୍ଧ ଚାଲିଛି। ସେପଟେ କଂଗ୍ରେସ ନେତା ରଣଦୀପ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri