କାଲି ହେବନି ରତ୍ନଭଣ୍ଡାର ମରାମତି

ଭୁବନେଶ୍ୱର,୧୭।୧୨: ଆସନ୍ତାକାଲି ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ। ମହାପ୍ରଭୁ ଜଗନ୍ନାଥଙ୍କ ଦିବା ପହୁଡ଼ ନୀତି ପାଇଁ ମରାମତି କାମ ବନ୍ଦ ରହିବ। ଏନେଇ ସୂଚନା ଦେଇଛନ୍ତି ASI ଅଧୀକ୍ଷକ ଡିବି ଗଡ଼ନାୟକ।

ମରାମତି ପାଇଁ ପ୍ରାୟ ୨୦ ଫୁଟ ଉଚ୍ଚର ଲୁହାର ଭାର ବନ୍ଧା ଯାଇଛି। ଭାର ବ୍ୟବହାର କରି କାନ୍ଥ, ଛାତ ଓ ବିଭିନ୍ନ ଫାଟ ମରାମତି କରାଯିବ। ଏହି ଫାଟ ମରାମତି କରିବେ ଏଏସଆଇ ଦ୍ୱାରା ନିଯୁକ୍ତ କୁଶଳୀ କାରିଗର। ପ୍ରାଥମିକ ଭାବେ ଚୂନ ପ୍ଲାଷ୍ଟର ହଟାଇ ଫାଟ ଥିବା ପଥର ରିପ୍ଲେସ ହେବ। ଏହାପରେ ନୀଳଗିରିରୁ ଆସୁଥିବା ଉନ୍ନତମାନର ପଥରରେ ମରାମତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

IAS ଅଫିସରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ନେଲେ ସରକାର

ଭୁବନେଶ୍ୱର,୧୭ା୧୨(ଅନିଲ ଦାସ): ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସଚିବ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ, ଓଡ଼ିଆ ଭାଷା, ସାହିତ୍ୟ...

୩ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ, ସାନ୍ତାଳୀ ଭାଷାର ବିକାଶ ପାଇଁ କାର୍ଯ୍ୟ କରିବାକୁ ଦେଲେ ପ୍ରତିଶ୍ରୁତି

କେନ୍ଦୁଝର,୧୭।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ତିନି ଦିନିଆ କେନ୍ଦୁଝର ଗସ୍ତରେ ଆସି ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଧ୍ୟାହ୍ନରେ ରାଇସୁଆଁ ଏୟାର ଷ୍ଟ୍ରିପରେ ଫହଞ୍ଚି...

କଳାହାଣ୍ଡି ଜିଲାରେ ମୃଦୁ ଭୂକମ୍ପ

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରେ ମଙ୍ଗଳବାର ସନ୍ଧ୍ୟା ୭ଟା ୩ ମିନିଟ୍ ରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି । ଜିଲାର...

ଠାକୁର ଘରେ କିଏ ନାଁ ମୁଁ କଦଳୀ ଖାଇନି କାହିଁକି ଏମିତି କହିଲେ ମନମୋହନ

ଭୁବନେଶ୍ୱର, ୧୭।୧୨: ଦିଲ୍ଲୀରେ ବିଜେଡି ଏମ୍‌ପିଙ୍କ ଖବରଦାତା ସମ୍ମିଳନୀକୁ ଭାଜପା ପକ୍ଷରୁ କାଉଣ୍ଟର କରାଯାଇଛି। ରାଜ୍ୟ ଭାଜପା ସଭାପତି କାଉଣ୍ଟର କରି କହିଛନ୍ତି, ଠାକୁର ଘରେ...

ରାଜନୀତିରେ ଭାଜପା ବିରୋଧୀ, ଏହା ସତ୍ତ୍ୱେ ‘ଓ୍ବାନ ନେଶନ-ଓ୍ବାନ ଇଲେକ୍ସନ’କୁ କାହିଁକି ସମର୍ଥନ କରୁଛନ୍ତି ଏହି ୪ ଦଳ? 

ନୂଆଦିଲ୍ଲୀ,୧୭।୧୨: ବହୁ ଚର୍ଚ୍ଚିତ  ‘ଓ୍ବାନ୍‌ ନେଶନ୍‌-ଓ୍ବାନ୍‌ ଇଲେକ୍ସନ୍‌’ ବିଲ୍‌ ଲୋକ ସଭାରେ ଉପସ୍ଥାପିତ ହୋଇଛି। କ୍ଷମତାରେ ଥିବା ଦଳମାନେ ଏହି ବିଲ୍‌କୁ ସମର୍ଥନ କରୁଥିବା ବେଳେ...

ଆଗାମୀ ୫ ଦିନ ଏସମସ୍ତ ଜିଲାରେ ବର୍ଷା, ଜାରିହେଲା ଚେତାବନୀ

ଭୁବନେଶ୍ୱର,୧୭।୧୨: ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏ ନେଇ...

ସମୟ ସୀମା ଭିତରେ କାମ ନ ସାରିଲେ ଠିକାଦାରଙ୍କ ଉପରେ ଆକ୍ସନ୍: ମନ୍ତ୍ରୀ

ଭୁବନେଶ୍ୱର, ୧୭।୧୨: ରାଜ୍ୟରେ ବିଭିନ୍ନ ସ୍ଥାନରେ ଠିକାଦାରମାନେ କାର୍ଯ୍ୟ ଗୁଡିକ ନିର୍ଦ୍ଧିଷ୍ଟ ସମୟରେ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମଙ୍ଗଳବାର...

ହାଇକୋର୍ଟଙ୍କ ବଡ଼ ରାୟ: କୋହଳ ହେବ ଡ୍ରାଇଭର ନିଯୁକ୍ତି ବୟସ ସୀମା

ଭୁବନେଶ୍ୱର,୧୭।୧୨: ଓଡ଼ିଶା ପୋଲିସର ବିଭିନ୍ନ ବର୍ଗରେ ବର୍ତମାନ ନିଯୁକ୍ତି ଚାଲିଥିବା ବେଳେ କିଛି ପଦବୀରେ ବୟସସୀମାକୁ ନେଇ ହାଇକୋର୍ଟରେ ମାମଲା ଚାଲିଛି। ମଙ୍ଗଳବାର ଏକ ମାମଲାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri