ଚାକିରୀ କ୍ଷେତ୍ରରେ ମଣିଷର ସ୍ଥାନ ନେବାରେ ଅସମର୍ଥ ଆର୍ଟିଫିସିଆଲ ଇଣ୍ଟିଲିଜେନ୍ସ : ଅଧ୍ୟୟନରୁ ସ୍ପଷ୍ଟ

ନୂଆଦିଲ୍ଲୀ,୨୩।୧: ଆର୍ଟିଫିସିଆଲ ଇଣ୍ଟିଲିଜେନ୍ସ ବା ଏଆଇକୁ ନେଇ ଭିନ୍ନ ଭିନ୍ନ ଚର୍ଚ୍ଚା ଲାଗି ରହିଛିି। ଏଆଇ ଆସିଯିବା ଦ୍ବାରା ଆଗକୁ ଚାକିରୀ କ୍ଷେତ୍ରରେ ଆଉ ମଣିଷ ଆବଶ୍ୟକତା ରହିବ ନାହିଁ ବୋଲି ମଧ୍ୟ ଆଶଙ୍କା କରାଯାଉଛି । ଏଆଇ କୃଷିଠୁ ମହାକାଶ ଗବେଷଣା ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ କରିପାରିବ ବୋଲି କୁହାଯାଉଛି । ଏସବୁ ଚର୍ଚ୍ଚା ମଧ୍ୟରେ ଏକ ରିପୋର୍ଟ ସାମ୍ନାକୁ ଆସିଛି। ଆମେରିକାର ମାସାଚୁସେଟ୍ସ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (ଏମଆଇଟି)ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି । ଯେଉଁଥିରେ କୁହାଯାଇଛି ଚାକିରୀ କ୍ଷେତ୍ରରେ ମଣିଷର ସ୍ଥାନ ଏଆଇ ନେଇପାରିବ କି ନାହିଁ।

ଏଆଇ ମଣିଷର ସ୍ଥାନ ନେଇପାରିବ କି ନାହିଁ ଓ କମ୍ପ୍ୟୁଟର ଭିଜନ ବ୍ୟବହୃତ ହେଉଥିବା ସଂସ୍ଥାଗୁଡ଼ିଗୁଡ଼ିକରେ ମଣିଷଠୁ କମ ଅର୍ଥରେ ଏଆଇ କାର୍ଯ୍ୟ କରିପାରିବ କି ନାହିଁ ତା ଉପରେ ଏହି ଗବେଷଣା ହୋଇଛି । କମ୍ପ୍ୟୁଟର ଭିଜନ ହେଉଛି ଆର୍ଟିଫଶିଆଲ ଇଣ୍ଟେଲିଜେନ୍ସରନ୍ସ ଏକ ଶାଖା ।
ତେବେ ଗବେଷଣାରୁ ଜଣାପଡିଛି, ଏଆଇ କେବଳ ୨୩ ପ୍ରତିଶତ କର୍ମଚାରୀଙ୍କ ସ୍ଥାନ ନେଇପାରିବ । ସବୁଠୁ ବଡ଼ କଥା ହେଉଛି ଏଆଇର ବ୍ୟବହାର କରିବା ବ୍ୟୟବହୁଳ ।
ଏଆଇ କ୍ଷମତା ସଂପନ୍ନ ମେସିନର ଦାମ ଏତେ ଅଧିକ ଯେ, ଏହି କାର୍ଯ୍ୟକୁ ମଣିଷ କମ ଖର୍ଚ୍ଚରେ କରିପାରିବ ବୋଲି ରିପୋର୍ଟରେ ଦର୍ଶାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କୁଏତ ଗସ୍ତ ସାରି ଫେରିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୨: ଦୁଇ ଦିନିଆ କୁଏତ ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତିରେ ଦିଲ୍ଲୀରେ ପହଞ୍ଚିଛନ୍ତି। କୁଏତରେ ପ୍ରଧାନମନ୍ତ୍ରୀ ଦିନ ତମାମ ବିଭିନ୍ନ କାର୍ଯ୍ୟକ୍ରମରେ...

ବ୍ରାଜିଲରେ ବିମାନ ଦୁର୍ଘଟଣା

ବ୍ରାସିଲିଆ,୨୨ା୧୨: ବ୍ରାଜିଲର ଦକ୍ଷିଣ ଭାଗରେ ଅବସ୍ଥିତ ପର୍ଯ୍ୟଟନ ସହର ଗ୍ରାମାଡୋରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ସହର କେନ୍ଦ୍ରସ୍ଥଳରେ ଥିବା...

ଇଚ୍ଛାମୃତ୍ୟୁ ଦାବି କରିଥିବା କୃଷକଙ୍କୁ ୯.୯୧ ଲକ୍ଷ ଟଙ୍କା ଜରିମାନା:ଜାଣନ୍ତୁ କାହିଁକି

ଝୁନ୍‌ଝୁନୁ,୨୨ା୧୨:ଇଚ୍ଛାମୃତ୍ୟୁ ଦାବି କରୁଥିବା ରାଜସ୍ଥାନ ଝୁନ୍‌ଝୁନୁ ଜିଲାର ଜଣେ କୃଷକ ଓ ତାଙ୍କ ପରିବାର ଆତ୍ମଦାହ ଉଦ୍ୟମ କରୁଥିବାବେଳେ ପୋଲିସ ପହଞ୍ଚତ୍ ସେମାନଙ୍କୁ ଅଟକାଇଥିଲା। ଶ୍ରୀ...

ହସ୍ପିଟାଲକୁ ଧକ୍କାଦେଲା ହେଲିକପ୍ଟର: ଚାଲିଗଲା ୪ ଜୀବନ

ଆଙ୍କାରା,୨୨ା୧୨:ତୁର୍କୀରେ ରବିବାର ସକାଳେ ପ୍ରବଳ କୁହୁଡ଼ି ଯୋଗୁ ଏକ ହେଲିକପ୍ଟର ହସ୍ପିଟାଲ୍‌କୁ ଧକ୍କା ଦେବା ଫଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ହେଲିକପ୍ଟରର...

ବଢିଲା ରାହୁଲ ଗାନ୍ଧୀଙ୍କ ଅଡ଼ୁଆ: ସମନ ପଠାଇଲେ କୋର୍ଟ

ବରେଲି,୨୨ା୧୨:ଲୋକ ସଭା ନିର୍ବାଚନ ସମୟରେ ଅର୍ଥନୈତିକ ସର୍ଭେକୁ ନେଇ କଂଗ୍ରେସ ଏମ୍‌ପି ତଥା ଲେକା ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟ...

ଅଲ୍ଲୁ ଅର୍ଜୁନଙ୍କ ଘର ଉପରକୁ ପଥର ମାଡ଼

ହାଇଦ୍ରାବାଦ,୨୨ା୧୨:ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଡିସେମ୍ବର ୪ରେ ‘ପୁଷ୍ପା-୨: ଦି ରୁଲ୍‌’ ଚଳଚ୍ଚିତ୍ରର ପ୍ରିମିୟର ଚାଲିଥିବାବେଳେ ଅଭିନେତା ଅଲ୍ଲୁ ଅର୍ଜୁନ ହଠାତ୍‌ ସେଠାରେ ପହଞ୍ଚତ୍ୟିବାରୁ ଦଳାଚକଟା ଘଟି...

ଜୟପୁର ଦୁର୍ଘଟଣାର ଛାତିଥରା କାହାଣୀ: ଜଳନ୍ତା ଅବସ୍ଥାରେ ଅଢେଇ କିଲୋମିଟର ଦୌଡିଲେ ୩୦ ଲୋକ

ଜୟପୁର,୨୨।୧୨: ରାଜସ୍ଥାନ ଜୟପୁରରେ ହୋଇଥିବା ଭୟଙ୍କର ସଡ଼କ ଦୁର୍ଘଟଣା ଏବେ ପର୍ଯ୍ୟନ୍ତ ଲୋକଙ୍କ ମନରୁ ଲିଭି ନାହିଁ। ଏହି ଦୁର୍ଘଟଣାରେ ୧୪ ଜଣ ଜୀବନ୍ତ ଦଗ୍ଧ...

ମୋଦିଙ୍କୁ ମିଳିଲା ‘ଦ ଅର୍ଡର ଅଫ ମୁବାରକ ଅଲ କବୀର’ ସମ୍ମାନ

କୁଏତ ସିଟି,୨୨।୧୨: କୁଏତ ଗସ୍ତର ଶେଷ ଦିନ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାୟନ ପ୍ୟାଲେସରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। କୁଏତ ପ୍ରଧାନମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri