ବ୍ୟାଙ୍କରୁ ଋଣ ଟଙ୍କା ଉଠାଇ ଫେରୁଥିଲେ: ବାଟରୁ ଛଡାଇ ନେଲେ…

ପାଇକମାଲ,୬।୧୧(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଲ ବ୍ଲକ ଭେଙ୍ଗରାଜପୁର ଗ୍ରାମର ମା’ ଦୁର୍ଗା ସ୍ବୟଂ ସହାୟିକା ମହିଳା ଗ୍ରୁପ୍‌ର ସଦସ୍ୟାମାନେ ପାଇକମାଲ ଷ୍ଟେଟ ବ୍ୟାଙ୍କରୁ ସୋମବାର ୯୯ ହଜାର ଋଣ ବାବଦ ଟଙ୍କା ଉଠାଇ ଗାଁକୁ ଆସୁଥିଲେ। ହେଲେ ବ୍ୟାଙ୍କଠାରୁ ମାତ୍ର ୫୦ମିଟର ଦୂର ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ବାଇକ୍‌ରେ ୨ଜଣ ଯୁବକ ଆସି ମହିଳାଙ୍କ ହାତରୁ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଛଡାଇ ନେଇଥିଲେ। ପରେ ସେମାନେ ନୂଆପଡ଼ା ରାସ୍ତାରେ ଦ୍ରୁତ ଗତିରେ ଫେରାର ହୋଇଯାଇଥିଲେ।

ଏନେଇ ଗ୍ରୁପର ସଭାପତି ସୁଷମା ହରିପାଲ, ସଦସ୍ୟା ବେଦମତି ତାଣ୍ତି ଓ ସିଆର୍‌ପି ମୀନାକ୍ଷୀ ହରିପାଲ ପ୍ରମୁଖ ପାଇକମାଲ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗକୁ ଭିତ୍ତି କରି ଦଫା ୩୯୨, ୩୪ ଆଇପିସିରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦକୁ ଡାକୁଛି ଶୁଖିଲା ଗଛ, ପବନରେ ଡାଳ ଭାଙ୍ଗିବାରୁ ଆତଙ୍କିତ ପଥଚାରୀ

ଦାରିଙ୍ଗବାଡ଼ି,୨୭।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପ୍ଳିହେରୀ ପଞ୍ଚାୟତ ମ୍ଲୁକଚେରୀ ଗାଁ ଜାତୀୟରାଜପଥ କଡ଼ରେ ରହିଛି ଶୁଖିଲା ବିରାଟ କାୟ ଗଛ। ଯାହାକି...

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ କହି ଠକେଇ; ଯୁବକ ଗିରଫ

ରାଉରକେଲା,୨୭ା୪: ରାଉରକେଲା ପୋଲିସ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO) ର ଜଣେ ଅଧିକାରୀ ଭାବରେ ନିଜକୁ ପରିଚୟ ଦେଇ ଠକେଇ କରିବାକୁ ଚେଷ୍ଟା କରିଥିବା ଅଭିଯୋଗରେ ଜଣେ...

ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: ଓଭର ବ୍ରିଜ ୱାଲରେ ପିଟି ହେଲା ବାଇକ, ୨ ମୃତ ଜଣେ ଗୁରୁତର

ଭଦ୍ରକ,୨୭।୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ବନ୍ତ ଛକ ଓଭର ବ୍ରିଜ ନେହେରୁ ଷ୍ଟାଡିଅମ ନିକଟରେ ରବିବାର ପୂର୍ବାହ୍ନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାଘଟିଛି।...

NCC କ୍ୟାମ୍ପରେ ଛାତ୍ରୀଛାତ୍ରଙ୍କୁ ନମାଜ ପଢିବାକୁ ବାଧ୍ୟ କରିବା ଅଭିଯୋଗ, ୭ ଶିକ୍ଷକଙ୍କ ବିରୁଦ୍ଧରେ ମାମଲା

ଛତିଶଗଡ଼,୨୭ା୪: ବିଲାସପୁର ଜିଲାରେ ଗୁରୁ ଘାସୀଦାସ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କେତେକ ଛାତ୍ରଛାତ୍ରୀଙ୍କୁ NCC ଶିବିର ସମୟରେ ନମାଜ ପଢିବାକୁ ବାଧ୍ୟ କରାଯାଇଥିବା ଅଭିଯୋଗରେ ଶନିବାର ୭...

କଳାମାଟିଆ ଗ୍ରାମରେ ଅଗ୍ନିକାଣ୍ଡ: ସବୁ ଜଳିଗଲା

ବରୀ,୨୭।୪(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ତହସିଲ ଅଧୀନସ୍ଥ କଳାମାଟିଆ ପଂଚାୟତ କଳାମାଟିଆ ଗ୍ରାମରେ ଅଗ୍ନିକାଣ୍ଡ ଘଟଛି। ଏଥିରେ ଗୋଟିଏ ପରିବାରର ତିନି ଜଣଙ୍କର ତିନି...

ଭାରତ ପାଇଁ ଅଛି ୧୩୦ଟି ପରମାଣୁ ବୋମା, ଧମକ ଦେଲେ ପାକିସ୍ତାନ ମନ୍ତ୍ରୀ

ନୂଆଦିଲ୍ଲୀ,୨୭ା୪: ପହଲଗାମ ଆକ୍ରମଣ ପରେ ବଢୁଥିବା ଉତ୍ତେଜନା ମଧ୍ୟରେ ପାକିସ୍ତାନ ମନ୍ତ୍ରୀ ହାନିଫ ଅବ୍ବାସୀ ଭାରତକୁ ପରମାଣୁ ପ୍ରତିଶୋଧର ଖୋଲା ଧମକ ଦେଇଛନ୍ତି, ଚେତାବନୀ ଦେଇଛନ୍ତି...

୪ ବର୍ଷର ଶିଶୁ କନ୍ୟାଙ୍କୁ  ଚକଲେଟ ଓ ଚିପ୍ସ ଦେଇ  ନିର୍ମାଣାଧୀନ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବଳାତ୍କାର କରି ହତ୍ୟା କରିଥିଲେ ମାମୁ:  ବାନ୍ଧିଲା ପୋଲିସ 

ଦିଗପହଣ୍ଡି, ଛତ୍ରପୁର,୨୭।୪(ଅଶେଷ ନାଥ ମିଶ୍ର/ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ଲଜ୍ଜ୍ୟାଜନକ ହୃଦୟବିଦାରକ ଘଟଣା ଘଟିଛି। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା...

ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ, ୩ ଗୋରୁ ମୃତ

ଧୂଷୁରୀ, ୨୭।୪( ଦୀପ୍ତି ରଞ୍ଜନ ନାୟକ ): ଭଦ୍ରକ ଜିଲାର ଧୂଷୁରୀ ଥାନା ଅଧୀନ ଅସୁରାଳିଠାରେ ଶନିବାର ଭୋର ୪ଟାରେ ଗୋରୁ ବୋଝେଇ ଏକ ପିକ୍‌ଅପ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image