ଆର୍କାନ୍ସ, ଇଲିନୋଇସ୍‌ରେ ଘୂର୍ଣ୍ଣିଝଡ଼: ୭ ମୃତ

ଲିଟିଲ୍‌ ରକ୍‌,୨।୪: ଆମେରିକାର ଆର୍କାନ୍ସ ଏବଂ ଇଲିନୋଇସ୍‌ରେ ଶୁକ୍ରବାର ଘୂଣ୍ଣିର୍ର୍ଝଡ଼ ପ୍ରଭାବରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଆର୍କାନ୍ସରେ ଅନେକ ଘର ଏବଂ ଶପିଂ ସେଣ୍ଟର ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି। ଅନ୍ୟପକ୍ଷେ ଇଲିନୋଇସ୍‌ର ଏକ ଥିଏଟର ଛାତ ଖସିପଡ଼ିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨୮ ଜଣ ଆହତ ହୋଇଛନ୍ତି। ଛାତ ଭଗ୍ନାବଶେଷ ତଳେ ଅନେକ ଲୋକ ଫସି ରହିଥିବା ଆଶଙ୍କା କରାଯାଉଛି। ସୁଲିବନ କାଉଣ୍ଟି, ଇଣ୍ଡିୟାନାରୁ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଏମର୍ଜେନ୍ସି ମ୍ୟାନେଜ୍‌ମେଣ୍ଟ ନିର୍ଦ୍ଦେଶକ ଜିମ୍‌ ପିର୍ଟଲେ କହିଛନ୍ତି। ଘୂର୍ଣ୍ଣିଝଡ଼ରେ ଅନେକେ ନିଖୋଜ ଥିବା ଜଣାପଡ଼ିଛି। ସେହିପରି ଲିଟିଲ୍‌ ରକ୍‌ ଅଞ୍ଚଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୨ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଉତ୍ତର-ପୂର୍ବ ଆର୍କାନ୍ସ ଟାଉନ୍‌ ଅଫ୍‌ ଓ୍ବିନ୍‌ରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କାଶ୍ମୀର ଆକ୍ରମଣ ପରେ ସାଉଦୀ ଗସ୍ତ ଅଧାରୁ ଫେରିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଯିଏ ଆଜି ପୂର୍ବାହ୍ନରେ ଦୁଇ ଦିନିଆ ଗସ୍ତରେ ସାଉଦୀ ଆରବ ପହଞ୍ଚିଥିଲେ, ଜମ୍ମୁ ଓ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ...

କାଳବୈଶାଖୀ: ଭାଙ୍ଗିଲା ଗଛ, ଉଡିଲା ଟିଣ

ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ...

ପହଲଗାମ ଆକ୍ରମଣ ଉପରେ ଭାରତ ସପକ୍ଷରେ ଟ୍ରମ୍ପଙ୍କ ବଡ ବୟାନ

ନୂଆଦିଲ୍ଲୀ,୨୨।୪: ଯୁକ୍ତରାଷ୍ଟ୍ର ଭାରତ ସହ ଦୃଢ଼ଭାବେ ଛିଡ଼ା ହୋଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋର ଦେଇ କହିଛନ୍ତି, ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କୁ ଟାର୍ଗେଟ...

ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର...

ଟ୍ରଲିବ୍ୟାଗ୍‌ରୁ ମିଳିଲା ଓଠ ସିଲ୍‌ ଥିବା ଯୁବତୀଙ୍କ ମୃତଦେହ

କୋଲକାତା,୨୨।୪: କୋଲକାତା ଉପକଣ୍ଠ ବାଗୁଇହାଟିର ଏକ ରାସ୍ତା ପାର୍ଶ୍ୱରେ ପଡ଼ିରହିଥିବା ଟ୍ରଲିବ୍ୟାଗ୍‌ରୁ ଜଣେ ଯୁବତୀଙ୍କ ଓଠ ସିଲ୍‌ ହୋଇଥିବା ମୃତଦେହ ମିଳିଛି। ସୋମବାର ରାତିରେ କେହି...

“ନିଷ୍ଠୁର ଅପରାଧ”: ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଭ୍ଲାଦିମିର ପୁଟିନ

ନୂଆଦିଲ୍ଲୀ,୨୨।୪: ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣର ଦୁଃଖଦ ପରିଣାମ ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ (+୩) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image