ଟସ୍‌ ଜିତିଲା ଏମ୍‌ଆଇ, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୧୭।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୫ ତମ ମ୍ୟାଚରେ ମଙ୍ଗଳବାର ସନ୍‌ ରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଏମ୍‌ଆଇର ଅଧିନାୟକ ରୋହିତ ଶର୍ମା ଟସ ଜିଣିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଏସ୍‌ଆର୍‌ଏଚ୍‌ ଅଧିନାୟକ କେନ ୱିଲିୟମସନଙ୍କ ନେତୃତ୍ୱରେ ଟିମ୍‌ ବ୍ୟାଟିଂ ଆରମ୍ଭ କରିଛନ୍ତି।

ଏମ୍‌ଆଇ ଟିମ୍‌ରେ ରୋହିତ ଶର୍ମା(ଅଧିନାୟକ), ଇଶାନ କିଶନ (ଓ୍ବିକେଟ କିପର), ଦେଭାଲଡ ବ୍ରେଭିସ, ତିଲକ ବର୍ମା, ସୂର୍ଯ୍ୟକୁମାର ଯାଦବ, କିରେନ ପୋଲାର୍ଡ, ଫାବିଆନ ଆଲେନ, ଜୟଦେବ ଉନାଦକତ, ମୁରୁଗାନ ଅଶ୍ୱିନ, ଜସପ୍ରୀତ ବୁମ୍ରା, ଟାଇମଲ ମିଲ୍ସ ଖେଳୁଛନ୍ତି।

ଏସ୍‌ଆର୍‌ଏଚ୍‌ ଟିମ୍‌ରେ କେନ ୱିଲିୟମସନ (ଅଧିନାୟକ), ଅଭିଷେକ ଶର୍ମା, ରାହୁଲ ତ୍ରିପାଠୀ, ଆଡେନ ମାର୍କ୍ରାମ, ନିକୋଲାସ ପୁରାନ (ଓ୍ବିକେଟ କିପର), ଶଶାଙ୍କ ସିଂ, ଜେ ସୁଚିଟ, ଶ୍ରେୟାସ ଗୋପାଳ, ଭୁବନେଶ୍ୱର କୁମାର, ମାର୍କୋ ୟାନସେନ, ଟି ନାଟାରାଜନ, ଉମରନ ମଲିକ ପ୍ରମୁଖ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

UPI ଉପରେ ଲାଗିବନି GST, ଡିଜିଟାଲ ପେମେଣ୍ଟ ଉପରେ ଟିକସ ନାହିଁ ବୋଲି ସ୍ପଷ୍ଟ କଲା କେନ୍ଦ୍ର

ନୂଆଦିଲ୍ଲୀ,୧୮।୪: UPI ଉପରେ ଲାଗିବନି GST। କେନ୍ଦ୍ର ସରକାର ୨୦୦୦ ଟଙ୍କାରୁ ଅଧିକ ମୂଲ୍ୟର UPI କାରବାର ଉପରେ GST ଲାଗୁ କରିବାକୁ ଯୋଜନା କରୁଥିବା...

IPL ୨୦୨୫: ପୁଣି ବଦଳିବେ ରାଜସ୍ଥାନ ରୟାଲ୍ସ ଅଧିନାୟକ? ସାମସନଙ୍କ ଯୋଗୁ ନେବାକୁ ପଡ଼ିପାରେ…

ନୂଆଦିଲ୍ଲୀ,୧୮।୪: ୨୦୨୫ ଆଇପିଏଲରେ ରାଜସ୍ଥାନ ରୟାଲ୍ସ ପାଇଁ ଏପର୍ଯ୍ୟନ୍ତ ନୈରାଶ୍ୟଜନକ ପ୍ରଦର୍ଶନ କରିଆସୁଛି। ଏବେ ଦଳରେ ଏକ ନୂତନ ସମସ୍ୟା ସୃଷ୍ଟି ହୋଇଛି। ସିଜିନ ମଝିରେ...

କ’ଣ ଏହି ମଡେଲଙ୍କୁ ଡେଟ୍‌ କରୁଛନ୍ତି ହନି ସିଂ? ଜନ୍ମଦିନ ପାର୍ଟିରେ ହାତ ଧରି…

ମୁମ୍ବାଇ: ପ୍ରେମରେ ପଡ଼ିଛନ୍ତି ଖ୍ୟାତନାମା ରାପର ହନି ସିଂ। ଜଣେ ମଡେଲଙ୍କ ପାଇଁ ତାଙ୍କ ହୃଦୟରେ ଗୀଟାର, ବୀଣା ବାଜିବା ଆରମ୍ଭ ହୋଇଛି। ସଂଗୀତ ଦୁନିଆରେ...

କାଳବୈଶାଖୀରେ ଉଜାଡ଼ି ଦେଲା ସବୁକିଛି, ମୁଣ୍ଡ ଉପରୁ ଛାତ ହରାଇ ଭାଙ୍ଗିପଡ଼ିଛନ୍ତି ୨ ପରିବାର

ଆନନ୍ଦପୁର,୧୮।୪(ସୁଶାନ୍ତ କୁମାର ସାହୁ ): ଅଦିନରେ ବର୍ଷା, ପବନ, ଘଡ଼ଘଡ଼ି। କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଏଥିରେ...

ପୁଣି ଦାରିଙ୍ଗବାଡ଼ି-ଫୁଲବାଣୀକୁ ଚଳାଚଳ କରିବ ଲକ୍ଷ୍ମୀ ବସ୍‌, ଜିଲା ପ୍ରଶାସନକୁ ଚିଠି ଲେଖିଲେ ବିଡିଓ

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): ଦାରିଙ୍ଗବାଡ଼ିଠାରୁ ଫୁଲବାଣୀକୁ ପୁଣି ଥରେ ଶୀତ ତାପ ନିୟନ୍ତ୍ରଣ ଲକ୍ଷ୍ମୀବସ୍‌ ଚଳାଚଳ କରିବାକୁ ବାଟ ଖୋଲିଲା। ସ୍ଥାନୀୟ ବିଡିଓ ପ୍ରୀତିରଞ୍ଜନ ରଥ ଏନେଇ...

କେନ୍ଦ୍ରୀୟ ଡେପୁଟେଶନରେ ଯିବେ ଆଇଏଏସ୍‌ Nikunja Bihari Dhal, ମିଳିଲା ନୂଆ ନିଯୁକ୍ତି

ଭୁବନେଶ୍ୱର,୧୮।୪: କେନ୍ଦ୍ରକୁ ଯିବେ ବରିଷ୍ଠ ଆଇଏଏସ୍‌ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ୧୯୯୩ ବ୍ୟାଚର ଓଡ଼ିଶା କ୍ୟାଡର୍‌ ଏହି ଆଇଏଏସ୍‌ ଅଫିସର ଏବେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ...

ବଜ୍ରପାତ ନେଲା ଜଣଙ୍କ ଜୀବନ

ବାଲେଶ୍ୱର,୧୮ା୪: ବାଲେଶ୍ୱର ଜିଲା ରେମୁଣା ଜଗନ୍ନାଥପୁର ଗାଁରେ ବଜ୍ରପାତ ଘଟି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଫକୀରମୋହନ ଗୋଲେଇରେ ଏକ ବିରାଟ କଦମ୍ବ ଗଛ ଭାଙ୍ଗି...

ସମ୍ବଭ ଜୈନ କିଏ? ଯାହାଙ୍କ ହାତ ଧରିଲେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଝିଅ ହର୍ଷିତା

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟି (ଏଏପି) ସୁପ୍ରିମୋ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଝିଅ ହର୍ଷିତା କେଜ୍‌ରିଓ୍ବାଲ ନିଜ ଆଇଆଇଟି ବ୍ୟାଚମେଟ୍‌ ସମ୍ବଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image