ଅର୍ବାନ କ୍ରୁଜର ଟାଇଜରର ଡ୍ରାଇଭିଂ ଏକ୍ସପେରିଏନ୍ସ

ଭୁବନେଶ୍ୱର,୨୦।୭ (ଅଭୟ ଦାଶ): ଦେଶର ପ୍ରମୁଖ ଅଟୋ ବ୍ରାଣ୍ଡ୍‌ ତଥା ଟୟୋଟା କିର୍ଲୋସ୍କର ମୋଟର ବା ଟୟୋଟାର ସ୍ବତନ୍ତ୍ର ଅଭିଯାନ ‘ଅର୍ବାନ କ୍ରୁଜର ଟାଇଜରର ଡ୍ରାଇଭିଂ ଏକ୍ସପେରିଏନ୍ସ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଇସ୍‌ପିରିଟ୍‌ ଟୟୋଟାର ଭୁବନେଶ୍ୱରସ୍ଥିତ ପଟିଆ ଶୋ’ରୁମ୍‌ ପକ୍ଷରୁ ଶୁକ୍ରବାର ଏକ ଅଭିନବ କାର୍ଯ୍ୟକ୍ରମ ‘ଗ୍ରାହକ ଚାଳନା ଅଭିଜ୍ଞତା’ର ଆୟୋଜନ କରାଯାଇଥିଲା।

ଏପରିକି କମ୍ପାନୀର ନୂତନ ମଡେଲ ତଥା ନିକଟରେ ଅନାବରଣ ହୋଇଥିବା ‘ଅର୍ବାନ କ୍ରୁଜର ଟାଇଜର’ର ସ୍ବତନ୍ତ୍ର ଡ୍ରାଇଭିଂ ଅଭିଜ୍ଞତା ହାସଲ ସହ ସେମାନଙ୍କର ଅଭିଜ୍ଞତା ମଧ୍ୟ ଉଭୟ କମ୍ପାନୀ ଓ ଶୋ’ରୁମ୍‌ ଅଧିକାରୀଙ୍କ ସହ ବଣ୍ଟନ କରିଥିଲେ। ଅପରପକ୍ଷରେ ଟୟୋଟାର ବରିଷ୍ଠ ଅଧିକାରୀ ଓ ଶୋ’ରୁମ୍‌ର ବିଶେଷଜ୍ଞ ‘ଅର୍ବାନ କ୍ରୁଜର ଟାଇଜର’ର ବିଭିନ୍ନ ଦିଗ ସମ୍ପର୍କରେ ବିସ୍ତୃତ ଆଲୋଚନା ସହ ଉଭୟ ଗ୍ରାହକ ଓ ଅନ୍ୟମାନଙ୍କ ପ୍ରଶ୍ନର ଉତ୍ତର ମଧ୍ୟ ବିସ୍ତୃତ ଭାବେ ପ୍ରଦାନ କରିଥିଲେ।

ଉଲ୍ଲେଖଯୋଗ୍ୟ, ଟୟୋଟାର ଅଲ୍‌ ନ୍ୟୁ ଅର୍ବାନ କ୍ରୁଜର ଟାଇଜର ନିକଟରେ ଅନାବରଣ ସହ ଓଡ଼ିଶା ବଜାରରେ ଉପଲବ୍ଧ ହୋଇଛି। ଏହି ମଡେଲ ଉଭୟ ସିଏନ୍‌ଜି ଓ ପେଟ୍ରୋଲରେ ଉପଲବ୍ଧ ଥିଲାବେଳେ ଏଥିରେ ଅନେକ ପ୍ରକାର ଫିଚର ଓ ଅତ୍ୟାଧୁନିକ ସୁବିଧା ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri