ବାଲି ବୋଝେଇ ଟ୍ରାକ୍ଟର ଓଲଟି: ଦୁଇ ଯୁବକଙ୍କ ମୃତ୍ୟୁ

ନୂଆପଡା,୩୦।୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଭିତରେ ଅବସ୍ଥିତ ଯୁନାପନି ଗ୍ରାମରେ ବାଲି ବୋଝେଇ ଟ୍ରାକ୍ଟର ଓଲଟି ରବିବାର ଦୁଇ ଯୁବକଙ୍କ ମତ୍ୟୁଘଟିଛି। ମୃତ ଦୁଇ ଯୁବକ ହେଲେ ସୁନାବେଡ଼ା ପଞ୍ଚାୟତ ଯୁନାପାଣି ଗାଁ ର ଗନ୍ତରାମ ଝାକର୍‌ (୨୫) ଓ ଟକେଶ ଛତ୍ରିଆ (୨୩) ।
ସୂଚନା ଅନୁଯାୟୀ କଶନିବାର ଏକ ବାଲି ବୋଝେଇ ଟ୍ରାକ୍ଟର ଯୁନାପାନୀ ଗାଁରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ଦୁଇ ଯୁବ ଶ୍ରମିକ ଗୁରୁତର ହୋଇଥିଲେ। ଗୁରୁତର ଭାବରେ ଦୁଇ ଜଣଙ୍କୁ ଉଦ୍ଧାର କରି ସୁନାବେଡ଼ା ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ରବିବାର ମୃତ୍ୟୁ ଘଟିଛି। ଘଟଣା ସ୍ଥଳକୁ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିବେ ବୋଲି ପୋଲିସ ସୂତ୍ରରୁ ସୂଚନା ମିଳିଛି


Enter your email to get our daily news in your inbox.

All Right Reserved By Dharitri.Com

କେମେଷ୍ଟ୍ରି ପେପର ଖରାପ ହୋଇଛି ୪ ହଜାର ଟଙ୍କା ଦେଲେ ପାସ ମାର୍କ ମିଳିବ: ଆସୁଛି ଫୋନ କଲ,

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟ ବିଜ୍ଞାନ ଛାତ୍ରୀଛାତ୍ରମାନଙ୍କ ଅଭିଭାବକମାନଙ୍କୁ ଗତ ଦୁଇଦିନ ହେଲା ଏକ ଫୋନ କଲ ଆସୁଛି। ତୁମ ପିଲାର କେମେଷ୍ଟ୍ରି ପେପର ଖରାପ...

ମାଙ୍କଡ଼ କାମୁଡ଼ାରେ ୪ ଆହତ

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ)-ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ପାଗଳ ମାଙ୍କଡ଼ ଆତଙ୍କ ଖେଳାଇଛି। ସେହି ମାଙ୍କଡ଼ କାମୁଡାରେ ସୋମବାର ଓ ମଙ୍ଗଳବାର ଦୁଇ ଦିନରେ ଗ୍ରାମର...

ପାସ ମାର୍କ ପାଇଁ ଟଙ୍କା ଦେବାକୁ ଆସୁଛି ଫୋନ କଲ

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ)-ଗଞ୍ଜାମ ମହାବିଦ୍ୟାଳୟ ବିଜ୍ଞାନ ଛାତ୍ରୀଛାତ୍ରମାନଙ୍କ ଅଭିଭାବକମାନଙ୍କୁ ଗତ ଦୁଇଦିନ ହେଲା ଏକ ଫୋନ କଲ ଆସୁଛି। ତୁମ ପିଲାର କେମେଷ୍ଟ୍ରି ପେପର ଖରାପ ହୋଇଛି।...

ଦିଗପହଣ୍ଡିରେ ଶ୍ରୀ ରାମଚରିତ ମାନସ କାର୍ଯ୍ୟକ୍ରମ: ଶ୍ରୀରାମଚରିତ ସମଗ୍ର ମାନବ ଜାତିର ମାର୍ଗଦର୍ଶକ

ଦିଗପହଣ୍ଡି,୨୨|୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ଵାର ସମ୍ମୁଖରେ ଗତ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ...

ବିଶ୍ବ ଧରିତ୍ରୀ ଦିବସ ପାଳିତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଶିଳ୍ପ ତାଲିମ କେନ୍ଦ୍ର ରେ ମଙ୍ଗଳବାର ବିଶ ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏଥିରେ ପରିବେଶବିତ୍ ଶୁଳପାଣି ଶତପଥି...

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଲାଗୁ ଦାବି

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବିଶ୍ବହିନ୍ଦୁ ପରିଷଦ ଓଡ଼ିଶା ପ୍ରଦେଶର ଆହ୍ବାନକ୍ରମେ ବିଶ୍ବହିନ୍ଦୁ ପରିଷଦ ଭଞ୍ଜନଗର ଶାଖା ପକ୍ଷରୁ ମଙ୍ଗଳବାର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଭଞ୍ଜନଗର ଉପଜିଲାପାଳ...

ହାତ ଗୋଡ଼ ବନ୍ଧା ଅବସ୍ଥାରେ ପୋଖରୀରୁ ମିଳିଲା ବୃଦ୍ଧାଙ୍କ ମୃତଦେହ, ହତ୍ୟା ସନ୍ଦେହ

ନୂଆପଡ଼ା/କୋମନା,୨୨ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ଥାନା ଟିକ୍ରାପଡ଼ା ଗାଁ ବଡ଼ବନ୍ଧ ପୋଖରୀରୁ ମଙ୍ଗଳବାର ପୋଲିସ ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ...

ଛାଉଣୀ ନଥିବାରୁ ପ୍ରତିବାଦ: ପେଟ୍ରୋଲ ପମ୍ପକୁ ବନ୍ଦ କଲା ନାଗରିକ ମଞ୍ଚ

ବରଗଡ଼, ୨୨।୪(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲାରେ ତାତି ବଢି ଚାଲିଛି। ଏଥିରେ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି। କିନ୍ତୁ ଏଭଳି ସ୍ଥିତିରେ ବରଗଡ଼ ସହରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image