ଟୁଇନ ସିଟିରେ ଟ୍ରାଫିକ କଟକଣା ଜାରି: ଜାଣନ୍ତୁ କେଉଁଠି ଲାଗିବ କଟକଣା

ଭୁବନେଶ୍ୱର,୮।୧୦: ଆସନ୍ତା ଦୂର୍ଗାପୂଜା ପାଇଁ ଟୁଇନ୍‌ ସିଟିରେ ଟ୍ରାଫିକ୍‌ କଟକଣା ଜୋରଦାର ହେବାକୁ ଯାଛି। କଟକରେ ଅପରାହ୍ନ ୪ରୁ ରାତି ୧ ପର୍ଯ୍ୟନ୍ତ କଟକଣା ଲାଗୁ ହେବ। ଏହି କଟକଣା ୯.୧୦.୨୦୨୪ଠାରୁ ଆରମ୍ଭ ହୋଇ ୧୩.୧୦.୨୦୨୪ ପର୍ଯ୍ୟନ୍ତ ଲାଗୁ ହେବ। ସେହିପରି ଭୁବନେଶ୍ବରରେ ଅପରାହ୍ନ ୪ରୁ ରାତି ୨ଟା ପର୍ଯ୍ୟନ୍ତ କଟକଣା ରହିବ। ଏନେଇ ବିଜ୍ଞପ୍ତି ଜାରି କରିଛି କମିଶନରେଟ ପୋଲିସ।

କଟକରେ ମଧ୍ୟ ବିଭିନ ରାସ୍ତା ଜାରି ହେଇଛି କଟକଣା । ମଙ୍ଗଳାବାଗ ଛକ, ଦୋଳମୁଣ୍ଡାଇ, ମାଲଗୋଦାମ ଫାଣ୍ଡି, ଛତ୍ରବଜାର ଅଞ୍ଚଳର ରାସ୍ତା ଓ ତତସଂଲଗ୍ନ ରାସ୍ତାରେ କଟକଣା ଜାରି ହୋଇଛି। ସେହିପରି କଟକରେ ଭସାଣି ପାଇଁ ୧୪ ତାରିଖ ସକାଳ ୭ରୁ ୧୫ ତାରିଖ ଭସାଣି ଶେଷ ଯାଏ ଲାଗୁ ହେବ ଟ୍ରାଫିକ କଟକଣା। ସର୍ବସାଧାରଣଙ୍କ ପାଇଁ ବିଜ୍ଞପ୍ତି ଜାରି କରିଛି କମିଶନରେଟ ପୋଲିସ।

ଭୁବନେଶ୍ବରରେ ବାଣୀବିହାରରୁ ଶିଶୁଭବନ ଛକ, ରସୁଲଗଡରୁ ଲିଙ୍ଗିପୁର ଛକ, ବରମୁଣ୍ଡରୁ ପଳାଶୁଣୀ ଯାଏ ଉଭୟ ପାଶର୍‌ବର ସର୍ଭିସ ରୋଡ, ଆଚାର୍ଯ୍ୟ ବିହାରୁ -ଏୟାରପୋର୍ଟ ଛକ, ଆଚାର୍ଯ୍ୟ ବିହାରରୁ କଳିଙ୍ଗ ହସ୍ପିଟାଲ ଛକ, ଜୟଦେବ ବିହାରର ରାଜଭବନ ଏବଂ ନନ୍ଦନକାନ ଛକ ଭଲି ପ୍ରମୁଖ ରାସ୍ତାରେ ଭାରିଯାନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ଗୌରବ, ଦମନକୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୮।୧୦: ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର। ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ଦମନ ପୁରସ୍କୃତ ହୋଇଛି। ଦିଲ୍ଲୀ...

୧୩ ଥାନାରେ ନାହିଁ ସିସିଟିଭି

ଭୁବନେଶ୍ୱର,୮।୧୦: ହାଇକୋର୍ଟରେ ଭରତପୁର ଥାନା ମାମଲାର ଶୁଣାଣି ବେଳେ ବଡ଼ ବୟାନ ଦେଇଛନ୍ତି ଏଡିଜି ଦୟାଲ ଗଙ୍ଗୱାର୍‌। ୧୩ଟି ଥାନାରେ ସିସିଟିଭି ନ ଥିବା ଗଙ୍ଗୱାର୍‌...

ସାବଧାନ ଦଶହରା ବଜାରରେ ଘୁରିବୁଲୁଛି ନକଲି ନୋଟ: ଟାର୍ଗେଟରେ…

କଟକ,୮।୧୦: ନକଲିର ଗନ୍ତାଘର କଟକ ସହର। ଏହା ମଧ୍ୟରେ ସାମ୍ନାକୁ ଆସିଛି ନକଲି ନୋଟ କାରବାର ଖବର। ପାର୍ବଣକୁ ଟାର୍ଗେଟ କରିଛନ୍ତି, ନୋଟ ମାଫିଆ। ଦଶହରା...

ଯନ୍ତ୍ରୀଙ୍କ ଆଖିଖୋସି ହୋଇଗଲା ଭଳି ସମ୍ପତି : କୋଟି କୋଟି ଟଙ୍କାର….

ଭୁବନେଶ୍ୱର,୮।୧୦: ତେଲ ଜଳସେଚନ ପ୍ରକଳ୍ପ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଛି। ଭୁବନେଶ୍ୱର ଶୈଳଶ୍ରୀ ବିହାରରେ ୩୩୦୦ ବର୍ଗଫୁଟର...

Subhadra Yojana: ଦ୍ୱିତୀୟ ଥର ବି ଖାତାକୁ ‘ସୁଭଦ୍ରା ଟଙ୍କା’ ନ ଆସିଲେ କ’ଣ କରିବେ ହିତାଧିକାରୀ? ଜାଣିନିଅନ୍ତୁ…

ଭୁବନେଶ୍ୱର,୮।୧୦: ବୁଧବାର ଅର୍ଥାତ ଅକ୍ଟୋବର ୯ରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଆସିବ। ଦଶହରା ସମୟ ଥିବାରୁ ଏନେଇ ମହିଳାଙ୍କ ମଧ୍ୟରେ...

ଜଙ୍ଗଲରୁ ମିଳିଲା ହାତୀର ମୃତଦେହ: ଗୋଟିଏ ଦାନ୍ତ କାଟି ନେଇଥିବା ସୂଚନା

ବଲାଙ୍ଗୀର,୮।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଅସୁରଡୁଙ୍ଗୁରି ଗାଁ ମଠଖାଇ ଜଙ୍ଗଲରୁ ମଙ୍ଗଳବାର ଏକ ଦନ୍ତା ହାତୀର ମୃତଦେହ ମିଳିଛି। ହେଲେ ମୃତ ହାତୀର ଗୋଟିଏ...

୯ ତାରିଖ ଏହି ସମୟରେ ଖାତାକୁ ଆସିବ ସୁଭଦ୍ରା ଟଙ୍କା, ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ଅପ୍‌ଡେଟ୍‌…

ଭୁବନେଶ୍ୱର,୮।୧୦: ‘ସୁଭଦ୍ରା ଯୋଜନା’ର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଆସନ୍ତାକାଲି ଅର୍ଥାତ ଅକ୍ଟୋବର ୯ରେ ହିତାଧିକାରୀଙ୍କ ଆକାଉଣ୍ଟରେ ପହଞ୍ଚିବ। ଦଶହରା ପୂର୍ବରୁ ମହିଳାଙ୍କୁ ଏହି ଟଙ୍କା ମିଳିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri