Categories: ଜାତୀୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୬ ଜୀବନ

ଯୋଧପୁର,୧୫।୪:ରାଜସ୍ଥାନର ଯୋଧପୁର ନିକଟ ବିଲାରାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଛି। ଏକ ବୋଲେରା ଟ୍ରକ ମାଡିଯିବା ଏହି ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ଅନ୍ୟ ତିନି ଜଣ ଗୁରୁତର ଆହତ ହୋଇଛନ୍ତି।
ଏହି ଧକ୍କା ଏତେ ଭୟଙ୍କର ଥିଲା ଯେ ତିନି ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଡାକ୍ତରଖାନା ଯିବା ବାଟରେ ତିନିଜଣଙ୍କର ମୃତ୍ୟୁ ଘଟିଛି। ଗୁରୁତର ଆହତ ତିନିଜଣଙ୍କୁ ଯୋଧପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Share