ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ

ଭୁବନେଶ୍ୱର,୧।୬: କଣ୍ଟାବାଞ୍ଜି ଷ୍ଟେଶନ ନିକଟରେ ମାଲବାହୀ ଟ୍ରେନ୍‌ର ୪ଟି ବଗି ଲାଇନଚ୍ୟୁତ ହୋଇଛି। ଯୁଦ୍ଧକାଳୀନ ଭିତ୍ତିରେ ଟ୍ରାକ କାମ ଚାଲିଛି। ତେବେ ବଗି ଲାଇନଚ୍ୟୁତ ହେବାରୁ ୨ଟି ଏକ୍ସପ୍ରେସ ବାତିଲ କରାଯାଇଛି। ରାୟପୁର-ଟିଟିଲାଗଡ଼, ଜୁନାଗଡ଼ ରୋଡ-ରାୟପୁର ଏକ୍ସପ୍ରେସ ବାତିଲ ହୋଇଛି। ଘଟଣାସ୍ଥଳରେ ସମ୍ବଲପୁର ଡିଆରଏମ୍‌ଙ୍କ ସହ ବରିଷ୍ଠ କର୍ମଚାରୀ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ଖୋ ଖୋ ଟିମ୍‌ର ପ୍ରଯୋଜକ ହେବେ ଓଡ଼ିଶା ସରକାର

ଭୁବନେଶ୍ୱର, ୩।୧: ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ । ଓଡିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ।...

ସୁଭଦ୍ରାକୁ ନେଇ ବଡ଼ ଖବର, ଏକାଠି ମିଳିବ ୨ଟି କିସ୍ତି

ଭୁବନେଶ୍ୱର,୩।୧: ସୁଭଦ୍ରାକୁ ନେଇ ଆସିଛି ବଡ଼ ଖବର। ‘ସୁଭଦ୍ରା’ ଆବେଦନକୁ ନେଇ ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି। ଏଣିକି ୨ଟି କିସ୍ତି ଏକାଠି ମିଳିବ। ରାଜ୍ୟ...

ବାଜିଲା କ୍ୟାବିନେଟ୍‌ ମୋହର: ଏଣିକି ୩୫୦୦ ଟଙ୍କା ଭତ୍ତା ପାଇବେ…

ଭୁବନେଶ୍ୱର,୩।୧:ବାଜିଲା ମୋହର। ବଢ଼ିଲା ଭତ୍ତା। ଏଣିକି ୮୦ ବର୍ଷରୁ ଅଧିକ ବୟସ୍କ ଏବଂ ୮୦%ରୁ ଅଧିକ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ମାସିକ ୩,୫୦୦ ଟଙ୍କା ଭତ୍ତା ମିଳିବ।...

ବଜେଟ୍ ପାଇଁ ସାଧାରଣ ଲୋକଙ୍କଠାରୁ ପାରମର୍ଶ ମାଗିଲେ ସରକାର, ଦିଅନ୍ତୁ ନିଜର ମତାମତ

ଭୁବନେଶ୍ୱର,୩।୧: ଅର୍ଥ ବିଭାଗ ସମାଜର ବିଭିନ୍ନ ବର୍ଗର ପ୍ରତିନିଧ୍ ମାନଙ୍କର ମତାମତ ନେଇ ବିଜେଟ୍‌ର ପୂର୍ବ ପ୍ରସ୍ତୁତି କରିଆସୁଛନ୍ତି । ବିଗତ ବର୍ଷ ମାନଙ୍କରେ ବଜେଟ୍...

ଆଳୁ ଉପରେ ତାଙ୍କର ଅଧିକାର ଅଛି: ଜିନ୍ନତ କ’ଣ ପଶ୍ଚିମବଙ୍ଗ ଆଳୁ? କାହିଁକି ଏମିତି କହିଲେ ମନ୍ତ୍ରୀ

ଭୁବନେଶ୍ୱର,୩।୧: ବାଘୁଣୀ ଜିନ୍ନତ୍‌ ପ୍ରସଙ୍ଗରେ ପଶ୍ଚିମବଙ୍ଗ ସରକାରଙ୍କୁ କଟାକ୍ଷ କଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। ସେ ଜିନ୍ନତ୍‌କୁ ଫେରାଇବା...

‘ଜିନ୍ନତ’କୁ ଓଡ଼ିଶା ଫେରାଇ ଆଣିବାକୁ ପାଣି ଭଳି ଖର୍ଚ୍ଚ ହୋଇଛି ଟଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୁବନେଶ୍ୱର,୩।୧: ଓଡ଼ିଶା ଛାଡ଼ି ପ୍ରଥମେ ଝାଡ଼ଖଣ୍ଡ ଓ ପରେ ପଶ୍ଚିମବଙ୍ଗ ପଳାଇଥିବା ମହାବଳ ବାଘୁଣୀ ଜିନ୍ନତ ଶିମିଳିପାଳ ଫେରିଛି। ଯମୁନା ରହୁଥିବା ଏନ୍‌କ୍ଲୋଜର ମଧ୍ୟରେ ବନ...

ଫସଲ କ୍ଷତି ହୋଇଥିଲେ ଏହି ଚାଷୀଙ୍କୁ ମିଳିବନି ଟଙ୍କା, ଏହି ଦିନ ଆସିବ ବାକି ଅନ୍ୟଙ୍କ ଖାତାକୁ

ଭୁବନେଶ୍ୱର,୩।୧: ଅଦିନିଆ ବର୍ଷା ଦେଇଛି ଚାଷୀଙ୍କ ଆଖିଲେ ଲୁହ । ଅମଳ ବେଳେ ଦାଉ ସାଝିଛି ବର୍ଷା। ହେଲେ ବର୍ତ୍ତମାନ ଏହି କ୍ଷତିର ଭରଣ କରିବେ...

ଆଳୁ ଯୋଗାଣକୁ ନେଇ ପଡ଼ୋଶୀ ପଶ୍ଚିମବଙ୍ଗ ସରକାରଙ୍କୁ ଉପ-ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ୍

ଭୁବନେଶ୍ୱର,୩।୧: ଆଳୁ ଯୋଗାଣକୁ ନେଇ ପଡ଼ୋଶୀ ପଶ୍ଚିମବଙ୍ଗ ସରକାରଙ୍କୁ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତି କରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଟାର୍ଗେଟ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image