ଟ୍ରେଣ୍ଡସ୍‌ର ‘ବ୍ଲାକ୍‌ ଫ୍ରାଇଡେ ସେଲ୍‌’:ମିଳିବ ଜବରଦସ୍ତ ଅଫର୍‌

ଭୁବନେଶ୍ୱର,୨୮।୧୧:ରିଲାଏନ୍ସ ଟ୍ରେଣ୍ଡସ୍‌ର ବହୁ ପ୍ରତୀକ୍ଷିତ ତଥା ଏକ୍ସକ୍ଲୁସିଭ ଡିସ୍‌କାଉଣ୍ଟ ଅଫର ‘ବ୍ଲାକ୍‌ ଫ୍ରାଇଡେ ସେଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ୨୦୨୪ ନଭେମ୍ବର ୨୮ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ରିଲାଏନ୍ସ ଟ୍ରେଣ୍ଡସ୍‌ରେ ଉପଲବ୍ଧ। ଏହା ଜରିଆରେ ଗ୍ରାହକ ୩୯୯୯ ଟଙ୍କାରେ କିଣାକିଣି କଲେ ଆକର୍ଷଣୀୟ ୨୦୦୦ ଟଙ୍କାର ରିହାତି ଅଫର ବା ୨୦୦୦ ଟଙ୍କା ମାଗାଣା ପାଇପାରିବେ। ଏପରିକି ବ୍ରାଣ୍ଡ୍‌ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭକରି ଟିୟର ୧, ୨ ସହର ଏବଂ ଏହାର ପହଞ୍ଚ ଓ ସଂଯୋଗକୁ ସୁଦୃଢ଼କରି ଟ୍ରେଣ୍ଡସ୍‌ ପ୍ରକୃତରେ ଫ୍ୟାଶନକୁ ଗଣତାନ୍ତ୍ରିକ କରୁଛି ଏବଂ ଏହା ଭାରତର ପ୍ରିୟ ଫ୍ୟାଶନ ଶପିଂ ଗନ୍ତବ୍ୟ ସ୍ଥଳ ପାଲଟିଛି।
ଟ୍ରେଣ୍ଡସ୍‌ ଷ୍ଟୋରରେ ଆଧୁନିକ ଲୁକ୍‌ ଏବଂ ପରିବେଶ ରହିଛି, ଯେଉଁଥିରେ ଉତ୍ତମ ଗୁଣବତ୍ତା ଏବଂ ଫ୍ୟାଶନ ସାମଗ୍ରୀର ଏକ ଆକର୍ଷଣୀୟ ପରିସର ରହିଛି। ଯାହା ଏହି ଅଞ୍ଚଳର ଉପଭୋକ୍ତାମାନଙ୍କ ପାଇ ଁପ୍ରାସଙ୍ଗିକ ଏବଂ ସୁଲଭ ମୂଲ୍ୟରେ ଏବଂ ଟଙ୍କା ପାଇଁ ଉଚ୍ଚ ମୂଲ୍ୟ ଭାବରେ ଦେଖାଯାଏ । ଏହି ସହରର ଗ୍ରାହକମାନେ ଟ୍ରେଣ୍ଡି ଓମେନ୍ସ ୱେର, ପୁରୁଷ ପୋଷାକ, କିଡ୍ସ ୱେର ଏବଂ ଫ୍ୟାଶନ ଆସେସରିଜ୍‌କୁ ଆନନ୍ଦଦାୟକ ମୂଲ୍ୟରେ କିଣିବାର ଏକ ଅନନ୍ୟ ଏବଂ ଉତ୍କୃଷ୍ଟ ଅନୁଭୂତି ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ରେ ଡ୍ରିମ୍‌ସର ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର,୮।୧: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା କଟକ ନିକଟସ୍ଥ ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟର ପ୍ରଥମ ସମାବର୍ତ୍ତନ ଉତ୍ସବ ୨୦୨୫ ଜାନୁୟାରୀ ୧୧ରେ ଅନୁଷ୍ଠିତ ହେବାକୁ ଯାଉଛି।...

ଓପିଜି ମୋବିଲିଟିର ଅନାବରଣ

ନୂଆଦିଲ୍ଲୀ,୮।୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ଇଲେକ୍‌ଟ୍ରିକ ଭେଇକିଲ (ଇଭି) ବ୍ରାଣ୍ଡ ‘ଓକାୟା ଇଭି’ର ନୂତନ ବ୍ରାଣ୍ଡ ପରିଚୟ (ରିବ୍ରାଣ୍ଡିଙ୍ଗ) ‘ଓଟିଜି ମୋବିଲିଟି’ର...

ରଣନୈତିକ ନିବେଶ ପୋର୍ଟଫୋଲିଓକୁ ଉନ୍ନତ କରିବ

ନୂଆଦିଲ୍ଲୀ,୮।୧ (ଅଭୟ ଦାଶ): ନୁଭୋକୋ ଭିସ୍ତାସ୍‌ କର୍ପୋରେଶନ ଲିମିଟେଡ(ଏନ୍‌ଭିସିଏଲ)କୁ ନିକଟରେ ଆଉ ଏକ ସଫଳତା ମିଳିଛି। ଏପରିକି କମ୍ପାନୀ ଭଦ୍‌ରାଜ ସିମେଣ୍ଟ ଲିମିଟେଡ (ଭିସିଏଲ୍‌)ର ଏସ୍‌ଆର୍‌ଏ...

ଖସିପାରେ ଦେଶର ଅଭିବୃଦ୍ଧି: ଜିଡିପି ୪ ବର୍ଷର ସର୍ବନିମ୍ନ ସ୍ତର ୬.୪% ଛୁଇଁବା ଅନୁମାନ

ନୂଆଦିଲ୍ଲୀ, ୮ା୧:ଆସନ୍ତା ମାର୍ଚ୍ଚ ୩୧ରେ ଶେଷ ହେବାକୁ ଥିବା ୨୦୨୪-୨୫ ଆର୍ଥିକବର୍ଷରେ ଭାରତର ଅଭିବୃଦ୍ଧି ୬.୪ ପ୍ରତିଶତକୁ ଖସିପାରେ, ଯାହାକି କୋଭିଡ୍‌-୧୯ ପରେ ସର୍ବନିମ୍ନ ସ୍ତର।...

ଜିଡିପି ଅଭିବୃଦ୍ଧି ୪ ବର୍ଷରେ ସର୍ବନିମ୍ନ

ନୂଆଦିଲ୍ଲୀ,୮।୧: ଆସନ୍ତା ମାର୍ଚ୍ଚ ୩୧ରେ ଶେଷ ହେବାକୁ ଥିବା ୨୦୨୪-୨୫ ଆର୍ଥତ୍କ ବର୍ଷରେ ଭାରତର ଆର୍ଥତ୍କ ଅଭିବୃଦ୍ଧି ହାର ୬.୪ ପ୍ରତିଶତ ରହିବ ବୋଲି ଆକଳନ...

ଚାରିବର୍ଷ ସର୍ବନିମ୍ନ ସ୍ତରକୁ ଖସିପାରେ ଅଭିବୃଦ୍ଧି ହାର, ଚିନ୍ତା ବଢ଼ାଇଲା ସରକାରଙ୍କ ତଥ୍ୟ

ନୂଆଦିଲ୍ଲୀ,୭।୧: ମଙ୍ଗଳବାର ସରକାର ଜିଡିପି ତଥ୍ୟ ପ୍ରକାଶ କରିଛନ୍ତି। ଏହାକୁ ଧ୍ୟାନରେ ରଖି ଅନୁମାନ କରାଯାଉଛି ଯେ, ଆଗାମୀ ୨୦୨୪-୨୫ ଆର୍ଥିକ ବର୍ଷରେ ଭାରତର ମୋଟ...

SBIର ଏହି ସ୍କିମରେ ୩ ବର୍ଷ ପାଇଁ କରନ୍ତୁ ନିବେଶ ମିଳିବ ୬.୯୦ ଲକ୍ଷ ଟଙ୍କାରୁ ଅଧିକ, ଆଜି ନିଅନ୍ତୁ ଫାଇଦା

ନୂଆଦିଲ୍ଲୀ, ୭।୧: ଏସବିଆଇ ଅର୍ଥାତ୍‌ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ହେଉଛି ଦେଶର ସବୁଠାରୁ ବଡ ବ୍ୟାଙ୍କ । ଏସବିଆଇ ନିବେଶକମାନଙ୍କୁ ଆକର୍ଷଣୀୟ ସୁଧ ହାର...

ନିବେଶକ ହରାଇଲେ ୯ ଲକ୍ଷ କୋଟି

ମୁମ୍ବାଇ,୭।୧: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସାଙ୍ଗକୁ ଭାରତୀୟ ମୁଦ୍ରାର ମୂଲ୍ୟ ହ୍ରାସ ଓ ନୂତନ ଚାଇନା ଭୂତାଣୁ ଏଚ୍‌ଏମ୍‌ପିଭିର ପ୍ରାଥମିକ ପ୍ରଭାବ ଯୋଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri