ଭଞ୍ଜନଗର ସହରରେ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର,୧।୯: ଗଞ୍ଜାମ ଜିଲାର ଭଞ୍ଜନଗର ସହରରେ ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଷ୍ଟୋରର ଶୁଭାରମ୍ଭ ହୋଇଯାଇଛି। ଏହା ଜରିଆରେ କମ୍ପାନୀ ଗ୍ରାହକଙ୍କ ସମ୍ପର୍କ ସୁଦୃଢ଼ ସହ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭକରି ଟିୟର-୧,ଟିୟର-୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଞ୍ଚତ୍ବା ସହ ଭାରତର ପସନ୍ଦଯୋଗ୍ୟ ଫ୍ୟାଶନ ଶପିଙ୍ଗ୍‌ ଡେଷ୍ଟିନେଶନ ପାଲଟିଛି। ବିଶେଷକରି ୫୨୭୧ ବର୍ଗଫୁଟ ପରିମିତ ଜମିରେ ଗଢ଼ି ଉଠିଥିବା ଏହି ଅତ୍ୟାଧୁନିକ ଷ୍ଟୋର ହେଉଛି ଭଞ୍ଜନଗର ସହରର ପ୍ରଥମ ଟ୍ରେଣ୍ଡ୍‌ସ ଷ୍ଟୋର, ଯେଉଁଥିରେ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଫ୍ୟାଶନ ଓ ଲୋଭନୀୟ ମୂଲ୍ୟ ସହ ସ୍ବତନ୍ତ୍ର ପ୍ରାରମ୍ଭିକ ଅଫର ରହିଛି। ୩୪୯୯ ଟଙ୍କାର କିଣାକିଣି କରି ୧୯୯ଟଙ୍କାର ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ଗ୍ରାହକମାନେ ୨୯୯୯ ଟଙ୍କାର କିଣାକିଣି ସହିତ ୧୫୦୦ ଟଙ୍କା ମୂଲ୍ୟର କୁପନ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ମଦ ବୋତଲରୁ ଏତେଟଙ୍କା ରୋଜଗାର କରନ୍ତି ସରକାର, ଜାଣିଲେ ଉଡିବ ହୋସ୍‌

ନୂଆଦିଲ୍ଲୀ,୨୭।୧୨: ଦେଶରେ ଟିକସ ଆଦାୟର ଏକ ସମ୍ପୂର୍ଣ୍ଣ ନେଟୱାର୍କ ରହିଛି। ଖାଦ୍ୟ ଠାରୁ ଆରମ୍ଭ କରି ରାସ୍ତାରେ ଚାଲିବା ପର୍ଯ୍ୟନ୍ତ ଆମେ ସରକାରଙ୍କୁ ଟିକସ ଦେଉ।...

୨୦୨୫ରେ ଅର୍ଥନୀତି ଅଭିବୃଦ୍ଧି ହାର ୬.୫% ଆକଳନ

ଭୁବନେଶ୍ୱର,୨୭ା୧୨(ଅନୁରାଧା ମହାରଣା):୨୦୨୫ ଆର୍ଥିକ ବର୍ଷରେ ଭାରତର ଅର୍ଥନୀତି ପ୍ରାୟ ୬.୫% ହାରରେ ବୃଦ୍ଧି ପାଇବ। ଅର୍ଥ ମନ୍ତ୍ରଣାଳୟ ଏହାର ମାସିକ ସମୀକ୍ଷା ବୈଠକରେ ଏପରି ଆକଳନ...

କାରଦାତାଙ୍କ ପାଇଁ ଖୁସି ଖବର! ୧୫ ଲକ୍ଷ ପର୍ଯ୍ୟନ୍ତ ଆୟ କରୁଥିବା ଲୋକଙ୍କୁ ମିଳିପାରେ ଆଶ୍ବସ୍ତି

ନୂଆଦିଲ୍ଲୀ,୨୬ା୧୨: ଯେଉଁମାନେ ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ଦେଉଛନ୍ତି ସେମାନଙ୍କୁ ସରକାର ଆଗାମୀ ବଜେଟରେ ଏକ ବଡ ଉପହାର ଦେଇପାରନ୍ତି। ସୂତ୍ରରୁ ପ୍ରକାଶ ଯେ...

Online Fuel Order: ଅଧାରାସ୍ତାରେ ଗାଡିରୁ ତେଲ ସରିଗଲେ ନୋ ଟେନଶନ, ଯେକୌଣସି ସ୍ଥାନରୁ ବି ଅର୍ଡର କରିପାରିବେ ପେଟ୍ରୋଲ

ଯାତ୍ରା ସମୟରେ ଅଧା ରାସ୍ତାରେ ଗାଡରୁ ତେଲ ସରିଗଲେ ଟେନଶନ ବଢିଯାଏ।ବେଶୀ ଅସୁବିଧା ହୁଏ ଯେତେବେଳେ ପାଖରେ କୌଣସି ପେଟ୍ରୋଲ ପମ୍ପ ନ ଥାଏ। ବାଇକ୍‌...

ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ନୀତା

ମୁମ୍ବାଇ,୨୬।୧୨: ରିଲାଏନ୍ସ ଗ୍ରୁପ୍‌ର ସାମାଜିକ ପ୍ରତିଷ୍ଠାନ ତଥା ରିଲାଏନ୍ସ ଫାଉଣ୍ଡେଶନର ଚେୟାରମ୍ୟାନ୍‌ ନୀତା ଏମ୍‌ ଅମ୍ବାନୀ ୨ ଦିନିଆ ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ବୋଲି...

ପୁସ୍ତକ ପ୍ରେମୀଙ୍କୁ ବଡ଼ ଝଟ୍‌କା, ଇଣ୍ଡିଆ ପୋଷ୍ଟ ବନ୍ଦ କଲା ‘ବୁକ୍‌ ପୋଷ୍ଟ’ ସେବା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ପୋଷ୍ଟ ୧୮ ଡିସେମ୍ବର ୨୦୨୪ରେ ନିଜର ‘ବୁକ୍‌ ପୋଷ୍ଟ’ ସେବାକୁ ବନ୍ଦ କରି ପୁସ୍ତକ ପ୍ରେମୀଙ୍କ ସହ ପୁସ୍ତକ ବ୍ୟବସାୟୀଙ୍କୁ ବଡ଼ ଝଟ୍‌କା...

ଅକ୍ଟୋବରରେ ୯.୨୮ ବିଲିୟନ ଡଲାର କାରବାର

ଭୁବନେଶ୍ୱର,୨୫ା୧୨, (ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଅକ୍ଟୋବରରେ ସ୍ପଟ୍‌ ବୈଦେଶିକ ମୁଦ୍ରାବଜାରରେ ୯.୨୮ ବିଲିୟନ ଡଲାର ବିକ୍ରି କରିଛି। ମଙ୍ଗଳବାର ଆର୍‌ବିଆଇ ପକ୍ଷରୁ...

ପଞ୍ଚଟାଭାକୁ ଆଚିଭର୍ସ ଆଓ୍ବାଡର୍‌ସ

ନୂଆଦିଲ୍ଲୀ,୨୫।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଦିଲ୍ଲୀର ଅଗ୍ରଣୀ ଆଡ୍‌ ଏଜେନ୍ସି ପଞ୍ଚଟାଭା ଆଡଭର୍ଟାଇଜିଂକୁ ନିକଟରେ ଆଉ ଏକ ଜାତୀୟସ୍ତର ସମ୍ମାନ ‘ଆଚିଭର୍ସ ଆଓ୍ବାର୍ଡ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri