ରାଜନୀତିର ଶୀର୍ଷ ସ୍ଥାନରେ ଆଦିବାସୀ ମହିଳା

କୋରାପୁଟ,୬।୧(ଅମିତାଭ ବେହେରା): ନୂଆଦିଲ୍ଲୀ ସ୍ଥିତ ସଂସଦ ଭବନରେ ଆୟୋଜିତ ଜାତୀୟସ୍ତରୀୟ ଚେଞ୍ଜ ମେକର କର୍ମଶାଳାରେ ଯୋଗଦେଇ କୋରାପୁଟ ଜିଲାପରିଷଦ ଅଧ୍ୟକ୍ଷା ସସ୍ମିତା ମେଲେକା ନିଜ ବକ୍ତବ୍ୟ ରଖିଛନ୍ତି। କର୍ମଶାଳାରେ ଓଡ଼ିଶାରୁ ୧୦ଜଣ ମହିଳା ଯାଇଥିବା ବେଳେ ସେ ଏକମାତ୍ର ଆଦିବାସୀ ମହିଳା ଭାବେ ପ୍ରତିନିଧିତ୍ୱ କରିଥିବା ଜଣାପଡିଛି।

ମହିଳା ଜନପ୍ରତିନିଧିମାନେ ରାଜନୀତି କ୍ଷେତ୍ରରେ କିଭଳି କାର୍ଯ୍ୟ କରିବେ ଓ ନିଜର ଦକ୍ଷତା ବୃଦ୍ଧି କରିପାରିବେ ଏହା ଉପରେ ଅଧ୍ୟକ୍ଷା ସସ୍ମିତା ବକ୍ତବ୍ୟ ରଖିଥିଲେ। ଅଧ୍ୟକ୍ଷା ସସ୍ମିତା ସଂସଦରେ ନିଜ ବକ୍ତବ୍ୟରେ କହିଥିଲେ, ଓଡ଼ିଶା ସରକାର ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ବ୍ୟବସ୍ଥାରେ ମହିଳାଙ୍କ ପାଇଁ ୫୦ ପ୍ରତିଶତ ଆସନ ସଂରକ୍ଷଣ ଆଇନ କରିଛନ୍ତି। ତେଣୁ ମହିଳାମାନେ ଅଧିକରୁ ଅଧିକ ସୁଯୋଗ ପାଉଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚେଷ୍ଟାରେ ଓଡ଼ିଶାର ଆଦିବାସୀ ମହିଳା ରାଜନୀତି କ୍ଷେତ୍ରରେ ଶୀର୍ଷ ସ୍ଥାନରେ ପହଞ୍ଚିଛନ୍ତି। ଏପରିକି ନିଜ ଦାୟିତ୍ୱ ନିଜେ ସମ୍ପାଦନ କରୁଛନ୍ତି। ଅନ୍ୟ କୌଣସି ବ୍ୟକ୍ତିଙ୍କ ସହାୟତା ନେବାକୁ ପଡୁ ନି ବୋଲି ଅଧ୍ୟକ୍ଷା କହିଥିଲେ। ଏପରିକି ସେ ନିଜ ଅଭିଜ୍ଞତା, ଅନୁଭୂତି ଓ ଦକ୍ଷତା ଉପରେ ବିବରଣୀ ଉପସ୍ଥାପନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତା ବଢ଼ାଇଲା ନକଲି କନ୍ଧମାଳ ହଳଦୀ ବିକ୍ରି: ବିଭାଗ ନୀରବ

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ): ଚାଲିଛି ପର୍ଯ୍ୟଟନ ଋତୁ। ବର୍ଷା ଓ ଶୀତ ଋତୁର ମଧ୍ୟବର୍ତ୍ତୀ ସମୟରେ ଦାରିଙ୍ଗବାଡିକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଆଉ କିଛି...

ଥାନାକୁ ଆସିବା ପୂର୍ବରୁ ମେଜର-ବାନ୍ଧବୀଙ୍କ ଭିଡିଓ ଭାଇରାଲ, କିଛି ରୋଡ୍‌ ରୋମିଓ…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାକୁ ଜଣେ ମେଜର ଏବଂ ତାଙ୍କ ବାନ୍ଧବୀ ଏତଲା ଦେବାକୁ ଆସି ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଦିନକୁ...

ବଏଲଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ: ଶାନ୍ତି ଶୃଙ୍ଖଳା ରକ୍ଷା ଉପରେ ଗୁରୁତ୍ୱ

ପାଟଣାଗଡ ୨୧।୯ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ ଏନଏସିସ୍ଥିତ ହରିଶଙ୍କର ସମ୍ମିଳନୀ ସଦନଠାରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଦଶହରା ବଏଲଯାତ୍ରା ପାଇଁ ପ୍ରସ୍ତୁତି ବୈଠକ...

ଆମେରିକାରେ ଅଚ୍ୟୁତ ସାମନ୍ତଙ୍କ ନାମରେ ଖୋଲିବ ଗବେଷଣା କେନ୍ଦ୍ର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଆମେରିକାର ସରକାରୀ ବିଶ୍ୱବିଦ୍ୟାଳୟ ସିଟି ୟୁନିଭର୍ସିଟି ଅଫ୍‌ ନ୍ୟୁୟର୍କ(କ୍ୟୁନି)ରେ ଶିକ୍ଷାବିତ୍‌, ସାମାଜିକ କର୍ମୀ ତଥା କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ନାମରେ...

‘ବିଜେଡି ପ୍ରତିଶ୍ରୁତି ଅନୁଯାୟୀ ଷ୍ଟିଲ୍‌ ପ୍ଲାଣ୍ଟ କୁଆଡ଼େ ଗଲା’

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ ଏହା...

‘ଶାରଳା ପୁରସ୍କାର’ ଘୋଷଣା: ଚଳିତବର୍ଷ ଏହି ମହିଳାଙ୍କୁ ମିଳିବ ପୁରସ୍କାର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଚଳିତବର୍ଷ ବିଶିଷ୍ଟ ଲେଖିକା ସରୋଜିନୀ ସାହୁ ପାଇବେ ୪୫ତମ ‘ଶାରଳା ପୁରସ୍କାର’। ୨୦୧୯ରେ ସୃଜନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ତାଙ୍କ ଉପନ୍ୟାସ ‘ଅସ୍ଥିର ପାଦ’...

ଆଜିଠୁ ୩ଦିନ ରତ୍ନଭଣ୍ଡାରର ବୈଷୟିକ ସର୍ଭେ: ଅପରାହ୍ନ ୧ଟାରୁ କାର୍ଯ୍ୟ ଶେଷ ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୨୧ା୯(ଅଜିତ୍‌ କୁମାର ମହାନ୍ତି):ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ସେପ୍ଟେମ୍ବର ୨୧, ୨୨ ଏବଂ ୨୩ ତାରିଖ ତିନିଦିନ ଧରି ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ...

ଭରତପୁର ଥାନା ଭିତର ଭିଡିଓ ଭାଇରାଲ, ସେଦିନ ରାତିରେ ଘଟିଥିଲା ଏପରି…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାରେ ସେଦିନ ରାତିରେ ଘଟିଥିବା ଘଟଣାର କିଛି ଦୃଶ୍ୟ ଏବେ ଭାଇରାଲ ହେଉଛି। ପୋଲିସ ଓ ମେଜରଙ୍କ ବାନ୍ଧବୀଙ୍କ ମଧ୍ୟରେ ଚାଲିଥିବା କଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri