କେନ୍ଦୁଝର ଉପଜିଲାପାଳ ତ୍ରିଲୋଚନ ମହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ

ଭୁବନେଶ୍ୱର,୧୭।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଯୁଗ୍ମ ସଚିବ ଭାବେ ତ୍ରିଲୋଚନ ମହାନ୍ତିଙ୍କୁ ନିଯୁକ୍ତ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୋମବାର ବିଜ୍ଞପ୍ତି ଜାରି କରାଯାଇଛି। କେନ୍ଦୁଝର ଉପଜିଲାପାଳ ଭାବେ ସେ ଦାୟିତ୍ୱରେ ଥିଲେ। ଉପଜିଲାପାଳ ପଦରୁ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ପଦକୁ ବଦଳି କରାଯାଇଛି।

 

Share