ଜାତୀୟ ରାଜପଥରେ ଜଳିଗଲା ଟ୍ରକ

ତେଲକୋଇ,୧୧।୩: କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ ବିଛାଖଣି ନିକଟରେ ମଙ୍ଗଳବାର ଏକ ଚଳନ୍ତା ୧୪ ଚକିଆ ଟ୍ରକରେ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡରେ ଟ୍ରକ୍‌ଟି ସମ୍ପୂର୍ଣ୍ଣ ପୋଡି ଯାଇଛି। ଶଟ୍‌ସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ଟ୍ରକ୍‌ଟି କେନ୍ଦୁଝରରୁ ସମ୍ବଲପୁର ଆସୁଥିଲା। ହେଲେ ୪୯ ନମ୍ବର ଜାତୀୟ ରାଜପଥ ବିଛାଖଣି ନିକଟରେ ହଠାତ୍‌ ଟ୍ରକ୍‌ରେ ନିଆଁ ଲାଗିଯାଇଥିଲା। ଟ୍ରକ୍‌ରେ ନିଆଁ ଲାଗିଥିବା ଦେଖି ଡ୍ରାଇଭର ଟ୍ରକରୁ ଓହ୍ଲାଇ ପଡ଼ିଥିଲେ। ଫଳରେ ସେ ଅଳ୍ପକେବର୍ତ୍ତି ଯାଇଛନ୍ତି। ଖବର ପାଇଁ ସ୍ଥାନୀୟ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ଟ୍ରକଟି ପୋଡ଼ି ନଷ୍ଟ ହୋଇଯାଇଛ


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶ୍ନପତ୍ର ବିଭ୍ରାଟରେ ଯିଏ ଦୋଷୀ ତାଙ୍କୁ ଛଡ଼ା ଯିବନାହିଁ: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର,୨୮ା୪: OPSC/SSC ପ୍ରଶ୍ନପତ୍ର ବିଭ୍ରାଟକୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୋମବାର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ପ୍ରଶ୍ନପତ୍ର ବିଭ୍ରାଟରେ ଯେଉଁ ବିଭାଗ ସଂଶ୍ଳିଷ୍ଟ ଅଛି...

ଆକ୍ରମଣ ପଛର ଷଡ଼ଯନ୍ତ୍ର ଖୋଜୁଛି ଏନ୍‌ଆଇଏ ଟିମ୍‌

ନୂଆଦିଲ୍ଲୀ,୨୮।୪:ଜାତୀୟ ତଦନ୍ତକାରୀ ସଂସ୍ଥା(ଏନ୍‌ଆଇଏ) ଅନୁଷ୍ଠାନିକ ଭାବେ ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ମାମଲାର ତଦନ୍ତ ଭାର ଗ୍ରହଣ କରିବା ସହ ତଥ୍ୟପ୍ରମାଣ ଯୋଗାଡ଼ ଲାଗି ବିଭିନ୍ନ ସ୍ଥାନରେ...

ଭିତରକାଠରେ ପଡ଼ିଲା ବାନ୍ତି: ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ

ପୁରୀ,୨୮ା୪: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବଡ଼ ମହାସ୍ନାନ କରାଯାଇଛି। ଭିତରକାଠ ନିକଟରେ କେହି ବାନ୍ତି କରିଦେବାରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଛି। ଏନେଇ ସ୍ବତନ୍ତ୍ର ନୀତିକାନ୍ତି କରାଯିବ।...

‘ଆତଙ୍କବାଦୀଙ୍କ ପାଖରେ ଏତେ ସମୟ ନ ଥିଲା ଯେ ସେମାନେ ଧର୍ମ ପଚାରି…’, କାହିଁକି ଏମିତି ବୟାନ ଦେଲେ କଂଗ୍ରେସ ନେତା?

ନୂଆଦିଲ୍ଲୀ,୨୮।୪: ଜମ୍ମୁ-କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ମହାରାଷ୍ଟ୍ରର କଂଗ୍ରେସ ବିଧାୟକ ବିଜୟ ୱାଡେଟିୱାର ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଥିଲେ ଯେ ଲୋକଙ୍କ...

ସୁନାଠାରୁ ବି ଅଧିକ ମୂଲ୍ୟବାନ ଏହି ପରିବା

ହପ ସୁଟ ହେଉଛି ହପ ଗଛ (ହୁମୁଲସ ଲୁପୁଲସ) ଖାଦ୍ୟ ଉପଯୋଗୀ ଏବଂ ଔଷଧୀୟ ପ୍ରୟୋଗରେ ଏକ ମୂଲ୍ୟବାନ ଉପାଦାନ। ହପ ସୁଟ ଏହାର ସ୍ବତନ୍ତ୍ର...

ରାଜ୍ୟରେ ସୃଷ୍ଟି ହେଉନାହାନ୍ତି ଅନ୍ନଦାତା

ଭୁବନେଶ୍ୱର,୨୮ା୪(ରବିନାରାୟଣ ଜେନା): ରାଜ୍ୟରେ କୃଷକ ଏବଂ କୃଷିକ୍ଷେତ୍ରକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର କୃଷି କ୍ୟାବିନେଟ୍‌ କରାଯିବା ସହିତ ଗୃହରେ ପ୍ରତିବର୍ଷ ସ୍ବତନ୍ତ୍ର...

ଯୁଦ୍ଧ ଆଶାଙ୍କା କରି ଏଲଓସି ସୀମାନ୍ତ ଅଞ୍ଚଳରେ ଆଗୁଆ ଫସଲ କାଟିଲେ ଚାଷୀ

ଚଣ୍ଡିଗଡ଼,୨୮।୪:ପହଲଗାମ୍‌ ଆକ୍ରମଣକୁ ନେଇ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଜାରି ରହିଥିବାବେଳେ ସୀମାନ୍ତ ଜମିରୁ ୪୮ ଘଣ୍ଟା ମଧ୍ୟରେ ଫସଲ ଅମଳ ଶେଷ କରିବାକୁ ସୀମା ସୁରକ୍ଷା...

ଆଇନଜୀବୀ ଦିବସ, ମଧୁବାବୁଙ୍କ ଜୟନ୍ତୀ ପାଳିତ

ଦିଗପହଣ୍ଡି,୨୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ସୋମବାର ଆଇନଜୀବୀ ଦିବସ ଓ ମଧୁବାବୁ ଜୟନ୍ତୀ ପାଳିତ ହୋଇଯାଇଛି। ଓକିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image