ବ୍ରେକ୍‌ ଫେଲ୍‌ ହୋଇ ବିଦ୍ୟୁତ୍‌ଖୁଣ୍ଟରେ ପିଟିହେଲା ଟ୍ରକ୍‌, ଭାଙ୍ଗିଲା ପାଚେରି

କୋରାପୁଟ,୬ା୩(ଅମିତାଭ ବେହେରା): ବୁଧବାର ରାତିରେ ବ୍ରେକ ଫେଲ୍‌ ହୋଇ ସହରର ପିଡବ୍ଲ୍ୟୁଡି କଲୋନୀ ନିକଟରେ ଏକ ମିନି ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟ ବଶତଃ ଏହାଦ୍ୱାରା କୌଣସି ଜୀବନ ହାନି ଘଟିନାହିଁ। ଜୟପୁର ଆଡୁ କୋରାପୁଟ ଅଭିମୁଖେ ଆସୁଥିବା ସିଜି-୦୪-ଏମ୍‌ଏନ୍‌ -୪୦୯୧ ନମ୍ବର ବିଶିଷ୍ଟ ଟ୍ରକ୍‌ କୋରାପୁଟ ଆର୍‌ଟିଓ ଅଫିସ ନିକଟରୁ ବ୍ରେକ୍‌ ଫେଲ୍‌ ହୋଇ ଓଡି -୨୪-କେ -୦୬୫୬ ଏକ ଯାତ୍ରୀବାହୀ ଅଟୋ, ଏକ ଗଛ, ବିଦ୍ୟୁତ୍‌ଖୁଣ୍ଟକୁ ଧକ୍କା ଦେବା ପରେ ୨୬ ନଂ ଜାତୀୟ ରାଜପଥର ପିଡବ୍ଲ୍ୟୁ କଲୋନୀର ଏକ ପାଚେରି ଭାଙ୍ଗି ଦେଇଛି। ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛନ୍ତି। କୋରାପୁଟ ଟାଉନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ଘୁମୁସର ବନଖଣ୍ଡ ସମ୍ବର୍ଦ୍ଧିତ: ଦକ୍ଷିଣ ବନଖଣ୍ଡର ୧୬, ଉତ୍ତର ବନଖଣ୍ଡର ୭ ସମ୍ବର୍ଦ୍ଧିତ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ)- ପୁରୀ ଶ୍ରୀମନ୍ଦିର ପ୍ରଶାସନ ଦ୍ବାରା ଗଞ୍ଜାମ ଜିଲା ଭଞ୍ଜନଗର ଦକ୍ଷୀଣ ଘୁମୁସର ବନଖଣ୍ଡର ୧୬ ଜଣ ଏବଂ ଉତ୍ତର ଘୁମୁସର ବନଖଣ୍ଡର ୭...

ଦୁର୍ଘଟଣାରେ ଆଖି ବୁଜିଲେ ୨ ଯୁବକ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ )- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିରିକୋଟର ବାଳକୃଷ୍ଣ ପାତ୍ର(୪୦) ମଙ୍ଗଳବାର ନିଜ ଘର ସମ୍ମୁଖରେ ଅସାବଧାନତା ବଶତଃ ଝୁଣ୍ଟି ପଡିବାରୁ...

ଖବର ପ୍ରକାଶ ପରେ ମରାମତି ହେଲା ପ୍ରକଳ୍ପ, ଧନ୍ୟବାଦ ଜଣାଇଲେ ଗ୍ରାମବାସୀ

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ନଦୀ ପଡାରେ ୧୦ ଆଦିବାସୀ ପରିବାର ବସବାସ କରୁଥିବା ବେଳେ ଏଠାରେ ଥିବା ଏକମାତ୍ର...

ଅଜା, ଆଈ ଭରସାରେ ଭିନ୍ନକ୍ଷମ ଜଗଦୀଶ

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମା’ବାପା ମାନସିକ ରୋଗାକ୍ରାନ୍ତ ହୋଇଥିବାବେଳେ ସେମାନଙ୍କର ୫ ବର୍ଷର ଭିନ୍ନକ୍ଷମ ଶିଶୁପୁତ୍ର ଅଜା, ଆଈଙ୍କ ଭରସାରେ ଜୀବନ ବିତାଉଛନ୍ତି। ଏଭଳି...

ଲେଙ୍ଗୁମିଶ୍ର ଛକ-ଜୀରାବ୍ରିଜ ରାସ୍ତା ଜବରଦଖଲ: ଉଚ୍ଛେଦ ପାଇଁ ପୌର ପରିଷଦର ନୋଟିସ୍ -ଏଥର ଉଚ୍ଛେଦ ହେବ ତ !

ବରଗଡ, ୧୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ନେଇ ଗତ ୨୦୨୩ ମସିହାରୁ ଦାବି...

ପାରଳାଖେମୁଣ୍ଡିରେ ମେଡିକାଲ କଲେଜ ଖୋଲିବାକୁ ଦାବି ଜଣାଇଲେ ବିଧାୟକ

ଗଜପତି,୧୮।୩ି(ଗିରିଧାରୀ ପରିଛା): ବର୍ତ୍ତମାନ ବିଧାନସଭା ଅଧିବେଶନ ଚାଲୁ ରହିଥିବା ବେଳେ ପାରଳାଖେମୁଣ୍ଡି ବିଧାୟକ ଇଂ.ରୁପେଶ କୁମାର ପାଣିଗ୍ରାହୀ ପାରଳାଖେମୁଣ୍ଡିଠାରେ ଏକ ମେଡିକାଲ କଲେଜ ଖୋଲିବାକୁ ଦାବି...

ଘର ସମ୍ମୁଖରେ ପଡ଼ି ବୁଜିଦେଲେ ଆଖି

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ ): ଭଞ୍ଜନଗର ଥାନା ଅନ୍ତର୍ଗତ ବିରିକୋଟର ବାଳକୃଷ୍ଣ ପାତ୍ର( ୪୦) ମଙ୍ଗଳବାର ନିଜ ଘର ସମ୍ମୁଖରେ ଅସାବଧାନତା ବଶତଃ ଝୁଣ୍ଟି ପଡିବାରୁ ଗୁରୁତର...

୨୨ ବୋତଲ ବିଦେଶୀ ମଦ ଜବତ: ଜଣେ ଗିରଫ

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର)ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମର ଟୁଟୁ ସେଠୀଙ୍କ ନିକଟରୁ ପୋଲିସ ୨୨ ଟି ବିଦେଶୀ ମଦ ବୋତଲ ଜବତ କରିଛନ୍ତି। ବିନା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image