କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ ୧୯୪ ଆସନରେ ଆଗେଇଥିବାବେଳେ ଭାଜପା ୯୩ ଆସନରେ ଆଗୁଆ ରହିଛି। ସେହିପରି ଲେଫ୍ଟ ମେଣ୍ଟ ୫ଟି ଆସନରେ ଅଗୁଆ ରହିଛି। ରାଜ୍ୟର ୨୯୨ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ମ୍ୟାଜିକ୍‌ ନମ୍ବର ୧୪୭ ରହିଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ରାଜ୍ୟରେ କ୍ଷମତା ଦଖଲ କରିବାର ଆଶା ଏବେ ଉଜ୍ୱଳ ହେବାରେ ଲାଗିଛି।

Share