ତୃପ୍ତି କହିଲେ ୱେଟ୍‌ ଆଣ୍ଡ ୱାଚ୍‌

ଭୁବନେଶ୍ୱର,୨୯।୭(ବ୍ୟୁରୋ): ଅଭିନେତା ବାବୁସାନ୍‌ ମହାନ୍ତି ଓ ତାଙ୍କ ସ୍ତ୍ରୀ ତୃପ୍ତି ଶତ୍‌ପଥୀଙ୍କ ପାରିବାରିକ କଳହର ସମାଧାନ ପାଇଁ ସମସ୍ତେ ଚାହାନ୍ତି। ପ୍ରଂଶସକଠାରୁ ଆରମ୍ଭ କରି ସମ୍ପର୍କୀୟ ସମସ୍ତେ ଚାହାନ୍ତି ବାବୁ – ତୃପ୍ତି ଏକ ହୋଇଯାନ୍ତୁ। ଏ ନେଇ ଆପୋସ ସମାଧାନ ପାଇଁ ଶୁକ୍ରବାର ବାବୁସାନଙ୍କ ସମ୍ପର୍କୀୟ ତୃପ୍ତିଙ୍କ ଘରକୁ ଯାଇଥିବା ଜଣାପଡ଼ିଛି। ଏହି ସମୟରେ ତୃପ୍ତି ୱେଟ୍‌ ଆଣ୍ଡ ୱାଚ କହିଥିଲେ । ଏ ନେଇ ତୃପ୍ତିଙ୍କ ମାଉସୀ କହିଛନ୍ତି ଯେ, ‘ଆମ ଘରକୁ ବାବୁସାନଙ୍କ ସମ୍ପର୍କୀୟ ଆଲୋଚନା ପାଇଁ ଆସିଥିଲେ। ଝିଅ ତୃପ୍ତି ଓ ନାତିର ସ୍ବାସ୍ଥ୍ୟ କଥା ମଧ୍ୟ ପଚାରି ବୁଝିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୯ ରେ ପ୍ରଧାନମନ୍ତ୍ରୀ, ୧୦ରେ ରାଷ୍ଟ୍ରପତି ଆସିବେ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଭୁବନେଶ୍ୱର ଜନତା ମଇଦାନରେ ଜାନୁଆରୀ ୮ରୁ ୧୦ ମଧ୍ୟରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି...

୬ ବର୍ଷର ଝିଅକୁ ଝୁଣି ମାରିଦେଲେ କୁକୁର

ବୋରିଗୁମ୍ମା, ୨୪।୧୨(ବିଜୟ ସାହୁ): କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅଧୀନ ପୁପୁଗାଁରେ ଏକ ୬ବର୍ଷର ଶିଶୁକନ୍ୟାଙ୍କୁ ବୁଲା କୁକୁରମାନେ କାମୁଡ଼ିକାମୁଡ଼ି ମାରିଦେଇଥିବା ଜଣାପଡ଼ିଛି। ମୃତକ ହେଲେ...

ଡିସେମ୍ବର ୩୦ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୪ା୧୨: ଆଗାମୀ ଡିସେମ୍ବର ୩୦ ତାରିଖ ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ...

ଇସ୍ତଫା ଦେଲେ ରଘୁବର ଦାସ, ରାଜନୀତିକୁ ପୁଣି ଫେରିବେ!

ଭୁବନେଶ୍ୱର,୨୪।୧୨: ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ। ତାଙ୍କ ସ୍ଥାନରେ ହରି ବାବୁ କମ୍ଭମପତି ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛନ୍ତି। ରଘୁବରଙ୍କ ଇସ୍ତଫା...

ଡା. ହରିବାବୁ କମ୍ଭମ୍ପତି ଓଡ଼ିଶାର ନୂଆ ରାଜ୍ୟପାଳ

ନୂଆଦିଲ୍ଲୀ, ୨୪ା୧୨: ବଦଳିଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ମିଜୋରାମର ରାଜ୍ୟପାଳ ଡା. ହରି ବାବୁ କମ୍ଭମ୍ପତିଙ୍କୁ ଓଡିଶାରବ ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି।...

ନିର୍ମାଣ ଶ୍ରମିକ ସହାୟତା ରାଶି ବଣ୍ଟନରେ ବିଫଳ କେନ୍ଦୁଝର ଶ୍ରମ ବିଭାଗ

କେନ୍ଦୁଝର ୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାର ସମଗ୍ର ଜନ ସଂଖ୍ୟାର ଏକ ବୃହତ ଭାଗ ହେଉଛନ୍ତି ଶ୍ରମିକ ଆଉ ଉକ୍ତ ଶ୍ରମିକ ମାନଙ୍କ ମଧ୍ୟରୁ ସର୍ବାଧିକ...

ପ୍ରତିଧ୍ୱନୀ ନୃତ୍ୟୋତ୍ସବ ୨୦୨୪ ପାଳିତ

ଭୁବନେଶ୍ଵର,୨୧।୧୨: ଗୁରୁ ଦେବପ୍ରସାଦ ନୃତ୍ୟ ଧାରା, ସିଙ୍ଗାପୁର ପକ୍ଷରୁ ପ୍ରଥମ ଥର ପାଇଁ ଭୁବନେଶ୍ବର ସ୍ଥିତ ଜିକେସିଏମ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନର ଉତ୍କଳ ରଙ୍ଗମଞ୍ଚରେ ନୃତୋତ୍ସବ”...

ଚିଟ୍ ଫଣ୍ଡ ସ୍କାମର ଶିକାର ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ,୨୪।୧୨: ଏକ ସମୟ ଏପରି ଥିଲା ଯେଉଁ ସମୟରେ ଓଡ଼ିଶାର ପ୍ରତ୍ୟେକ ଲୋକେ ଅଧିକ ଲାଭ ଆଶାରେ ଚିଟ୍ ଫଣ୍ଡରେ ଟଙ୍କା ନିବେଶ କରି ଠକାମିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri