କଂଗ୍ରେସରେ ଯୋଗ ଦେଲେ ଅଭିନେତ୍ରୀ କାମ୍ୟା ପଞ୍ଜାବୀ

ମୁମ୍ବାଇ: ଟେଲି ଦୁନିଆର ପ୍ରସିଦ୍ଧ ଅଭିନେତ୍ରୀ କାମ୍ୟା ପଞ୍ଜାବୀ କଂଗ୍ରେସରେ ଯୋଗ ଦେଇଛନ୍ତି । ମୁମ୍ବାଇର କଂଗ୍ରେସ ମୁଖ୍ୟ କାର୍ଯ୍ୟାଳୟରେ ସେ ବିଧିବଦ୍ଧ ଭାବେ ଦଳରେ ମିଶିଛନ୍ତି । ଯାହାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି ।

ରାଜନୀତିରେ ଯୋଗ ଦେଇଥିଲେ ମଧ୍ୟ ସେ ଅଭିନୟ ଛାଡିବେ ନାହିଁ ବୋଲି କହିଛନ୍ତି। କାହିଁକି ନା ଅଭିନୟ ହେଉଛି ତାଙ୍କର ପ୍ରଥମ ପସନ୍ଦ । ଦୁଇଟି କ୍ଷେତ୍ର ପାଇଁ ମୁଁ ସମୟ ଦେବି । ପାୱାର କିମ୍ବା ଫେମ ପାଇଁ ମୁଁ ରାଜନୀତିକୁ ଆସି ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଜଣେ ଭାରତୀୟ କ୍ରିକେଟର ସୋସିଆଲ ମିଡିଆରୁ ହଟାଇଲେ ସ୍ତ୍ରୀଙ୍କ ଫଟୋ, ପରସ୍ପରକୁ କଲେ ଅନଫଲୋ, ନାଁ ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୯।୧: ନିକଟ ଅତୀତରେ ଭାରତୀୟ ଦଳର ଅନେକ କ୍ରିକେଟରଙ୍କ ଛାଡପତ୍ର ହୋଇଛି। ଶିଖର ଧାୱନ ଏବଂ ଆୟେଶା ମୁଖାର୍ଜୀଙ୍କ ପରେ, ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ନତାଶା...

ଫଡ଼ନାଭିସଙ୍କୁ ପୁଣି ଭେଟିଲେ ଆଦିତ୍ୟ ଠାକରେ, ୩୫ ଦିନରେ ୩ ଥର

ମୁମ୍ବାଇ,୯।୧: ଗତ ବର୍ଷ ଡିସେମ୍ବରରେ ଦେବେନ୍ଦ୍ର ଫଡନାଭିସଙ୍କ ନେତୃତ୍ୱରେ ମହାୟୁତି ସରକାର ଗଠନ ହୋଇଥିଲେ ମଧ୍ୟ, ମହାରାଷ୍ଟ୍ର ରାଜନୀତିରେ ପରିସ୍ଥିତି ଶାନ୍ତ ହୋଇନାହିଁ। ମହାୟୁତି ସରକାରରେ,...

ଯେତେବେଳେ ସାରା ବିଶ୍ୱ ଦେଖାଇଥିଲା ଖଣ୍ଡାର ଶକ୍ତି, ସମ୍ରାଟ ଅଶୋକ ବାଛିଥିଲେ ଶାନ୍ତି, ଜାଣନ୍ତୁ କାହାକୁ ଟାର୍ଗେଟ କଲେ ମୋଦି

ଭୁବନେଶ୍ୱର/ନୂଆଦିଲ୍ଲୀ,୯।୧: ଯେତେବେଳେ ଖଣ୍ଡା ବଳରେ ସାରା ବିଶ୍ୱରେ ସାମ୍ରାଜ୍ୟ ବିସ୍ତାର କରାଯାଉଥିଲା, ସେତେବେଳେ ସମ୍ରାଟ ଅଶୋକ ଶାନ୍ତିର ପଥ ବାଛିଥିଲେ… ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଫେରିବ ଶୀଲା ଦିକ୍ଷିତଙ୍କ ‘ସ୍ବର୍ଣ୍ଣିମ ଯୁଗ’, ବିଧାନସଭା ନିର୍ବାଚନକୁ ନେଇ ବଡ଼ ଭବିଷ୍ୟବାଣୀ କଲେ କଂଗ୍ରେସ ନେତା

ନୂଆଦିଲ୍ଲୀ,୯।୧: ରାଜ୍ୟ ସଭାର ଉପନେତା ଏବଂ ବରିଷ୍ଠ କଂଗ୍ରେସ ନେତା ପ୍ରମୋଦ ତିୱାରୀ ଦିଲ୍ଲୀ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ଏକ ବଡ଼ ବୟାନ ଦେଇଛନ୍ତି। ଭାଜପା...

ଧନଶ୍ରୀଙ୍କ ସହ ଛାଡପତ୍ର ହେଲେ ଚହଲଙ୍କୁ ହେବ ବଡ଼ କ୍ଷତି! ଜାଣନ୍ତୁ ଦୁହିଁଙ୍କ ମଧ୍ୟରୁ ଧନୀ କିଏ

ନୂଆଦିଲ୍ଲୀ,୯।୧: ଚର୍ଚ୍ଚାରେ ଷ୍ଟାର ଦମ୍ପତି। ଭାରତୀୟ କ୍ରିକେଟ ଟିମ୍‌ର ୟୁଜବେନ୍ଦ୍ର ଚହଲ ଓ ଧନଶ୍ରୀଙ୍କ ଛାଡପତ୍ର ନେଇ ଜୋର ଧରିଛି ଚର୍ଚ୍ଚା। ପରସ୍ପର ସୋସିଆଲ ମିଡିଆରୁ...

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ କେଜ୍‌ରିଓ୍ବାଲ୍‌, କହିଲେ ତୁମେ ବିଶ୍ୱାସଘାତକତା କରିଛ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯ା୧: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦ୍‌ମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ସେ କେନ୍ଦ୍ରର...

୧,୦୦୦ କିଲୋମିଟର ଦୌଡ଼ିବା ପରେ ଅଯୋଧ୍ୟା ପହଞ୍ଚିଲେ ୬ ବର୍ଷର ବାଳକ

ପଞ୍ଜାବ,୯।୧: ରାମ ଲଲାଙ୍କ ‘ପ୍ରାଣ ପ୍ରତିଷ୍ଠା’ ସମାରୋହର ପ୍ରଥମ ବାର୍ଷିକୀ ପୂର୍ବରୁ, ଅଯୋଧ୍ୟାରେ କେତେଜଣ ଅସାଧାରାଣ ଆଗନ୍ତୁକ ପହଞ୍ଚିଛନ୍ତିି, ଯେଉଁଥିରେ ଜଣେ ଛଅ ବର୍ଷର ବାଳକ...

‘ଆପଣମାନଙ୍କ ପାଇଁ ମୁଁ ବିଦେଶରେ ଗର୍ବ ଅନୁଭବ କରେ’

ଭୁବନେଶ୍ୱର,୯ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନଠାରେ ଆୟୋଜିତ ହୋଇଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦ୍‌ଘାଟନ କରିଛନ୍ତି। ପ୍ରବାସୀମାନଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri