ଖିମ୍‌ଜୀ ଜୁଏଲର୍ସକୁ ‘ଟିଭି କ୍ୟାମ୍ପେନ ଅଫ୍‌ ଦି ଇୟର’ ଆୱାର୍ଡ

ଭୁବନେଶ୍ୱର,୨୦।୮: ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଓଡ଼ଶାର ପ୍ରମୁଖ ଗହଣା ବ୍ରାଣ୍ଡ୍‌ ‘ଖିମ୍‌ଜୀ ଜୁଏଲର୍ସ’କୁ ଆଉ ଏକ ଜାତୀୟସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଫୁରା ପକ୍ଷରୁ ଆୟୋଜିତ ରିଟେଲ ଜୁଏଲର ଇଣ୍ଡିଆ ଆୱାର୍ଡସ-୨୦୨୪ରେ ଖିମ୍‌ଜୀ ଜୁଏଲର୍ସକୁ ସମ୍ମାନଜନକ ‘ଟିଭି କ୍ୟାମ୍ପେନ ଅଫ୍‌ ଦି ଇୟର’ ଆୱାର୍ଡ ସମ୍ମାନରେ ସମ୍ମାନିତ କରାଯାଇଛି। ଅପରପକ୍ଷରେ ଜୁଏଲେରି ଶିଳ୍ପର ଓସ୍କାର ଭାବେ ପରିଚିତ ଏହି ପୁରସ୍କାର ଚଳିତ ଥର ଓଡ଼ିଶାର ଏକ ଜୁଏଲେରି ପ୍ରତିଷ୍ଠାନକୁ ସର୍ବଭାରତୀୟ ବର୍ଗରେ ପ୍ରଥମ ଥର ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଛି।
ଏ ସମ୍ପର୍କରେ ଖିମ୍‌ଜୀ ଜୁଏଲର୍ସର ଡାଇରେକ୍ଟର ମିତେଶ ଖିମ୍‌ଜୀ କହିଛନ୍ତି, ଏହି ପୁରସ୍କାର ଆମକୁ ଆମର ‘ନୋ କମ୍ପ୍ରମାଇଜ ପ୍ରଚାର ଅଭିଯାନ’ ନିମନ୍ତେ ପ୍ରଦାନ କରାଯାଇଛି। ଏପରିକି ଏହି ଅଭିଯାନ ସମ୍ପର୍କରେ ବହୁ ସମୀକ୍ଷକ ସେମାନଙ୍କର ଉଚ୍ଚକୋଟୀର ମତାମତ ପ୍ରଦାନ କରିଛନ୍ତି ଏବଂ ଓଡ଼ିଶାର ଜନସାଧାରଣଙ୍କ ଦ୍ୱାରା ଏହା ବେଶ୍‌ ଗ୍ରହଣୀୟ ହୋଇପାରିଛି।ସେହିଭଳି ଏହି ପୁରସ୍କାର ବିଜୟୀ ପ୍ରଯୋଜନା ସମ୍ପର୍କରେ ବିସ୍ତୃତ ଭାବେ ମତପ୍ରକାଶ କରି ମିତେଶ କହିଥିଲେ, ଚଳିତ ବର୍ଷ ଆମେ ଗଢ଼ା ମଜୁରି ଉପରେ ବିଶାଳ ରିହାତି, ଅଫର ଏବଂ ମାଗଣା ଆଦି ବଜାରରେ ହାଉଯାଉ ହେଉଥିବା ପରିସ୍ଥିତି ଲକ୍ଷ୍ୟ କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କ ଚାହିଦାରେ ହସ୍ତଶିଳ୍ପ ସାମଗ୍ରୀ

ଭୁବନେଶ୍ୱର,୨୩।୧୨: ଆଉ କିଛି ଦିନ ପରେ ଇଂରାଜୀ ନବ ବର୍ଷ ସାଙ୍ଗକୁ ଶୁଭ କାର୍ଯ୍ୟ (ଗୃହ ପ୍ରବେଶ)ର ଆଗମନ ଉପଲକ୍ଷେ ଗ୍ରାହକ ଘର ସାଜସଜ୍ଜା ପାଇଁ ଆକର୍ଷଣୀୟ...

ଜିନ୍ଦଲ ଷ୍ଟେନ୍‌ଲେସ୍‌କୁ ସୋର୍ଡ ଅଫ୍‌ ଅନର ପୁରସ୍କାର

ନୂଆଦିଲ୍ଲୀ,୨୩।୧୨: ଜିନ୍ଦଲ ଷ୍ଟେନ୍‌ଲେସ ଲିମିଟେଡ (ଜେଏସ୍‌ଏଲ୍‌)କୁ ନିକଟରେ ଆଉ ଏକ ଅନ୍ତଃରାଷ୍ଟ୍ରୀୟ ସମ୍ମାନ ଓ ସ୍ବୀକୃତି ‘ସୋର୍ଡ ଅଫ୍‌ ଅନର’ ମିଳିଛି। ଏପରିକି ଜେଏସ୍‌ଏଲ୍‌ର ହିସାର ୟୁନିଟକୁ...

୧.୪୬ ଲକ୍ଷ କୋଟିର ପୁଞ୍ଜିନିବେଶ

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): କେନ୍ଦ୍ର ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟ ଦ୍ବାରା ୨୦୨୦ରୁ କାର୍ଯ୍ୟକାରୀ ହେଉଥିବା ପିଏଲଆଇ ଯୋଜନା ପୁଞ୍ଜି ନିବେଶ, ଉତ୍ପାଦନ ଏବଂ ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ...

ଓଏସିସ୍‌ ଫର୍ଟିଲିଟିର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୩।୧୨ (ଅଭୟ ଦାଶ): ବର୍ତ୍ତମାନର ବ୍ୟସ୍ତବହୁଳ ସମୟ ମଧ୍ୟରେ ପ୍ରଜନନ ଜନିତ ସମସ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏପରିକି ପ୍ରଜନନ ଚିକିତ୍ସା ଏବଂ ଯତ୍ନ...

ଲାଇଫ୍‌ ଷ୍ଟାଇଲର ସେଲ୍‌ ଅଫ୍‌ ଦି ସିଜନ

ନୂଆଦିଲ୍ଲୀ,୨୧।୧୨: ଲାଇଫ୍‌ ଷ୍ଟାଇଲର ବହୁ ପ୍ରତୀକ୍ଷିତ ବିକ୍ରୟ ଅଫର ‘ସେଲ୍‌ ଅଫ୍‌ ଦି ସିଜନ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ସ୍ବତନ୍ତ୍ର ବିକ୍ରୟ ଅଫର...

ବିଆଇଏସ୍‌ର ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୧ା୧୨(ଅନୁରାଧା ମହାରଣା): ବ୍ୟୁରୋ ଅଫ୍‌ ଇଣ୍ଡିଆନ୍‌ ଷ୍ଟାଣ୍ଡାର୍ଡ(ବିଆଇଏସ୍‌)ର ୨ଦିନିଆ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ମାନକ ମାଧ୍ୟମରେ ବିଜ୍ଞାନ ଶିକ୍ଷା’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରଠାରେ ଆୟୋଜିତ...

ଓରେରାର ନୂତନ ୱେବ୍‌ସାଇଟ୍‌ ଉନ୍ମୋଚିତ

ଭୁବନେଶ୍ୱର,୨୧।୧୨ (ଅଭୟ ଦାଶ): ଓଡ଼ିଶା ରିଅଲ ଇଷ୍ଟେଟ୍‌ ରେଗୁଲେଟୋରି ଅଥରିଟି (ଓରେରା)ର ନୂତନ ୱେବ୍‌ସାଇଟ୍‌ https://rera.odisha.gov.in ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଓରେରା ସଂସ୍କରଣ ୨.୦ର...

ନିବେଶକ ହରାଇଲେ ୧୮ ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ,୨୧।୧୨: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଏବଂ ୟୁଏସ୍‌ ଫେଡେରାଲର ସୁଧହାର ହ୍ରାସର ପ୍ରଭାବ ସିଧାସଳଖ ଭାରତୀୟ ଷ୍ଟକ୍‌ ମାକେର୍ଟ କାରବାରରେ ଦେଖିବାକୁ ମିଳୁଛି। ଏପରିକି ଭାରତୀୟ ଟଙ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri