ବିବାହ କରିବେ ଟେଲି ପରଦାର ନାଗିନ୍‌, ଜାଣନ୍ତୁ ଭାବି ସ୍ବାମୀ କିଏ?

ବମ୍ବେ: ବିବାହ କରିବାକୁ ଯାଉଛନ୍ତି ଟେଲି ପରଦାର ଲୋକପ୍ରିୟ ଅଭିନେତ୍ରୀ ସୁରଭି ଚନ୍ଦନା। ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ସେ ଏନେଇ ପ୍ରଶଂସକଙ୍କୁ ଜଣାଇଛନ୍ତି। ପ୍ରେମିକ କରନ୍‌ ଶର୍ମାଙ୍କ ହାତ ଧରିବେ ସେ। ଉଭୟ ପରସ୍ପରକୁ ତେର ବର୍ଷରୁ ଅଧିକ ସମୟ ଧରି ଡେଟ୍‌ କରିଆସୁଥିଲେ। ଏବେ ସେମାନେ ସମ୍ପର୍କକୁ ଆଉ ପାଦେ ଆଗକୁ ନେବାକୁ ସ୍ଥିର କରିଥିବା ସୁରଭି କହିଛନ୍ତି।

ସୁରଭି ଅଭିନେତ୍ରୀ ହୋଇଥିବା ବେଳେ କରନ୍‌ ପେସାରେ ଜଣେ ବ୍ୟବସାୟୀ। ଏହାଛଡ଼ା ସେ ଏକ ଏନ୍‌ଜିଓ ଚଳାଉଛନ୍ତି। ଦୀର୍ଘଦିନରୁ ସୁରଭି ତାଙ୍କୁ ଡେଟ୍‌ କରୁଥିଲେ ହେଁ ସମ୍ପର୍କକୁ ଲୁଚାଇ ଆସୁଥିଲେ। ହେଲେ ଏବେ ସେ କରନ୍‌ଙ୍କୁ ଜୀବନସାଥୀ କରିବାକୁ ଯାଉଥିବା ସ୍ପଷ୍ଟ କରିଛନ୍ତି।

ସୁରଭି ଏବଂ କରନ୍‌ ମାର୍ଚ୍ଚ ୨୦୨୪ ଅନ୍ତିମ ସପ୍ତାହରେ ବିବାହ କରିପାରନ୍ତି। ପରିବାରଲୋକେ ଏବଂ ବନ୍ଧୁଙ୍କ ଉପସ୍ଥିତିରେ ବେଶ ଗୋପନୀୟ ଭାବେ ଏହି ବିବାହ ଅନୁଷ୍ଠିତ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାନ୍‌ ହେବ ପୁଷ୍ପା-୨! ରିଲିଜ୍‌ ପୂର୍ବରୁ ବିବାଦରେ ଛନ୍ଦି ହେଲା ଅଲ୍ଲୁଙ୍କ ଫିଲ୍ମ

ମୁମ୍ବାଇ: ସାଉଥ ସୁପରଷ୍ଟାର ଅଲୁ ଅର୍ଜୁନଙ୍କ ଆଗାମୀ ଚଳଚ୍ଚିତ୍ର ‘ପୁଷ୍ପା: ଦ ରୁଲ’ ରିଲିଜ୍‌ ହେବା ପୂର୍ବରୁ ବିବାଦରେ ଛନ୍ଦି ହୋଇଯାଇଛି। ଫିଲ୍ମର ଦର୍ଶକ ଦୀର୍ଘ...

ଡିସିପି ଅଫିସ ସମ୍ମୁଖରେ ମୁହାଁମୁହିଁ ହେଲେ ଦୁଇ ଅଭିନେତା

ଭୁବନେଶ୍ୱର,୨୨।୧୧: ଥମୁନି ଅଭିନେତାଙ୍କ କଳି। ଡିସିପି ଅଫିସ ଆଗରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଅଭିନେତା ମନୋଜ ମିଶ୍ର ଏବଂ ବବି ଇସଲାମ୍‌...

ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି ଚହଲଙ୍କ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୧: କ୍ରିକେଟର୍‌ ୟୁଜଭେନ୍ଦ୍ର ଚହଲଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ଏକ ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। ସେ ଖୁବ୍‌ଶୀଘ୍ର ତେଲୁଗୁ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ଡେବ୍ୟୁ...

ଛାଡପତ୍ର ପରେ ପ୍ରଥମଥର ଏମିତି ପୋଷ୍ଟ କରି ଖୁସିବ୍ୟକ୍ତ କଲେ ଏ.ଆର ରେହମାନ

ମୁମ୍ବାଇ, ୨୨।୧୧: ବିବାହର ୨୯ ବର୍ଷ ପରେ ଓସ୍କାର ବିଜେତା ସଙ୍ଗୀତଜ୍ଞ ଏ.ଆର୍‌. ରେହମାନଙ୍କଠାରୁ ତାଙ୍କ ସ୍ତ୍ରୀ ସାଇରା ଅଲଗା ହୋଇଛନ୍ତି। ଅଲଗା ହେବା ପରେ...

ସ୍ବରକୁ ବଢ଼ାଏ ସଙ୍ଗୀତ: ରୁମିତ୍‌ ଓ୍ବାଲିଆ

ଭାରତର ଲୋକପ୍ରିୟ ଏବଂ ପରିବେଶ ସଚେତନଧର୍ମୀ ବ୍ୟାଣ୍ଡ ମଧ୍ୟରେ ‘ବିରାହ’ ଅନ୍ୟତମ। ଏହି ବ୍ୟାଣ୍ଡର ନିଜସ୍ବ ପରିବେଷଣ ଶୈଳୀ ସାରା ଦେଶରେ ସଙ୍ଗୀତପ୍ରେମୀଙ୍କୁ ଅନେକ ବର୍ଷ...

ରଶ୍ମିକାଙ୍କୁ ଡେଟ୍‌ କରୁଛନ୍ତି କି ଦେବରକୋଣ୍ଡା? ଶେଷରେ ସବୁ ଖୋଲି କହିଦେଲେ

ଦକ୍ଷିଣ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣେ ଲୋକପ୍ରିୟ ଅଭିନେତା ଓ ଫିଲ୍ମ ନିର୍ମାତା ଭାବେ ବିଜୟ ଦେବରକୋଣ୍ଡା ଜଣାଶୁଣା। ଅଭିନେତ୍ରୀ ରଶ୍ମିକା ମନ୍ଦନାଙ୍କ ସହ ତାଙ୍କ...

ମୋହିନୀ ଦେ କିଏ? ଯାହାଙ୍କ ପାଇଁ ହେଲା ଆର୍‌ ରେହମାନଙ୍କ ଛାଡପତ୍ର! ଓକିଲ କଲେ ବଡ଼ ଖୁଲାସା

ମୁମ୍ବାଇ: ଭେଟେରାନ ମ୍ୟୁଜିକ କମ୍ପୋଜର ଏ.ଆର୍‌ ରେହମାନ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ବିବାହର ୨୯ ବର୍ଷ ପରେ ସେ ତାଙ୍କ ପତ୍ନୀ...

‘ରାଜନୀତିରେ ଏଣ୍ଟ୍ରି କଲେ ମୋତେ ଗୁଳି କରିଦେବେ’, ଏପରି ସାଂଘାତିକ କଥା କାହିଁକି କହିଲେ ରବିନା ଟଣ୍ଡନ

ମୁମ୍ବାଇ: ପୁଣି ଚର୍ଚ୍ଚାରେ ବଲିଉଡ ସୁନ୍ଦରୀ ରବିନା ଟଣ୍ଡନ । ନିକଟରେ ତାଙ୍କର ଏକ ପୁରୁଣା ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ସେ କାହିଁକି...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri