ଦୁଇ ବାଇକ୍‌ ମୁହାଁମୁହିଁ: ଜଣେ ମୃତ, ୩ ଆହତ

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଧୋଡ୍ରା ମୁଖ୍ୟ ସଡ଼କରେ। ମୃତ ଯୁବକ ଜଣକ ହେଲେ ଉମରକୋଟ ଥାନା ଖୁଟୁଗୁଡ଼ା ଗ୍ରାମର ଉଦ୍ଧବ ପନକା (୩୦)। ଅନ୍ୟ ତିନି ଆହତ ହେଲେ ଖୁଟୁଗୁଡ଼ା ଗ୍ରାମର ମଧୁ କଲାର(୩୫), ମୋତିରାମ ରାଜଗଣ୍ଡ (୩୦) ଓ କୋଡିଗାଁ ଥାନା ଅନ୍ତର୍ଗତ ସାନ ଗୁମୁଡା ଗ୍ରାମର ରବି ମାଳି।
ମିଳିଥିବା ସୂଚନାନୁସାରେ ଉଦ୍ଧବ,ମଧୁ ଓ ମୋତିରାମ ଗୋଟିଏ ବାଇକ୍‌ ଧୋଡ୍ରା ଗ୍ରାମକୁ କୌଣସି ଏକ କାମରେ ଯାଇଥିଲେ। ଖୁଟୁଗୁଡ଼ା ନିଜ ଗ୍ରାମକୁ ଫେରୁଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ରବିଙ୍କ ସହ ଧୋଡ୍ରା ମୁଖ୍ୟ ରାସ୍ତାର ଫରେଷ୍ଟ ଅଫିସ ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଉଦ୍ଧବଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଉମରକୋଟ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିଲା। ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରିବା ସହ ସୋମବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ପ୍ରାଥମିକ ଚିକିତ୍ସା ପରେ ତିନି ଆହତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରୁମରେ ମହିଳା ବିଚାରପତିଙ୍କୁ ଧମକ

ନୂଆଦିଲ୍ଲୀ, ୨୧।୪:ଦିଲ୍ଲୀର ଏକ ଅଦାଲତର କୋର୍ଟରୁମରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତି ଏବଂ ତାଙ୍କ ଓକିଲ ସର୍ବ ସମ୍ମୁଖରେ ମହିଳା ବିଚାରପତିଙ୍କୁ ଧମକ ଦେବା...

କିପରି ହୁଏ ନୂଆ ପୋପ୍‌ ନିର୍ବାଚନ: ଜାଣନ୍ତୁ କ’ଣ ରହିଛି ପ୍ରକ୍ରିୟା

ନୂଆଦିଲ୍ଲୀ,୨୨।୪: ୧୪୦ କୋଟି କାଥୋଲିକ୍‌ଙ୍କର ଧର୍ମୀୟ ମୁଖ୍ୟ ଥିବା ପୋପ୍‌ ଫ୍ରାନ୍ସିସଙ୍କ ପରଲୋକ ପରେ ଭାଟିକାନ୍‌ ନେତୃତ୍ୱବିହୀନ ହୋଇଛି। ନୂଆ ନେତା ନିର୍ବାଚନ ହେବା ପର୍ଯ୍ୟନ୍ତ...

ପିଅନ ନିଯୁକ୍ତି ପାଇଁ ଆବେଦନ କରିଛନ୍ତି ପିଏଚ୍‌.ଡି., ଏମ୍‌ବିଏ, ଲ’ ଗ୍ରାଜୁଏଟ

ଜୟପୁର, ୨୧।୪:ରାଜସ୍ଥାନ ସରକାରଙ୍କ ଅଧୀନ ରାଜସ୍ଥାନ ସବ୍‌ଅର୍ଡିନେଟ ଆଣ୍ଡ୍‌ ମିନିଷ୍ଟ୍ରିଆଲ ଷ୍ଟାଫ୍‌ ସିଲେକ୍ସନ ବୋର୍ଡ (ଆର୍‌ଏସ୍‌ଏମ୍‌ଏସ୍‌ଏସ୍‌ବି) ଦ୍ୱାରା ଜାରି ହୋଇଥିବା ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ନିଯୁକ୍ତି...

କନିଷ୍ଠ ଯନ୍ତ୍ରୀଙ୍କୁ ଛାଡୁନି ଚୌକି ମୋହ: ବଦଳି ଆଦେଶକୁ ବେଖାତିର୍‌

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ବିଭାଗର ସରକାରୀ କାର୍ଯ୍ୟାଳୟରେ ଅନେକ ଅଧିକାରୀ, କର୍ମଚାରୀ ଦୀର୍ଘବର୍ଷ ଧରି ଅବସ୍ଥାପିତ ରହିଛି। ସମ୍ପୃକ୍ତ କାର୍ଯ୍ୟାଳୟରେ ସେମାନଙ୍କ ଚୌକି...

ଆନ୍ଧ୍ର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପହଞ୍ଚି ଗୁହାରି ଜଣାଇଲେ କୋଟିଆ ପଞ୍ଚାୟତର ତିନି ଗ୍ରାମବାସୀ: ଆମକୁ ପରିଚୟ ଦିଅନ୍ତୁ

ପଟ୍ଟାଙ୍ଗୀ,୨୧।୦୪(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ପୁଣି ଦେଖା ଦେଇଛି ସଙ୍ଗିନୀ ପରିସ୍ଥିତି। ସୂଚନା ମୁତାବକ ଉକ୍ତ...

ଫାର୍ମପଣ୍ଡ ଖନନ ନାମରେ ଟଙ୍କା ଆତ୍ମସାତ୍‌ ଘଟଣା: ତଦନ୍ତର ୨ମାସ ବିତିଲା, କାର୍ଯ୍ୟାନୁଷ୍ଠାନ ଶୂନ

ନୂଆପଡ଼ା,୨୧ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଠିକପାଲି ପଞ୍ଚାୟତ ବାବୁପାଲି ଗାଁରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଫାର୍ମପଣ୍ଡ (ଚହଲା) ଖନନ କରାଯାଇଛି। ସେଥିରୁ ଗୋଟିଏ ଚହଲାକୁ...

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପିନେବାକୁ ଉଦ୍ୟମ ଧରାପଡ଼ିବା ଭୟରେ ବୋମା ପକାଇଲେ: ୫ ଗିରଫ

ଭବାନୀପାଟଣା,୨୧ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ୍‌ ଉଦ୍ୟମ ହୋଇଛି। ପୂର୍ବାହ୍ନ ୧୦ଟା ୧୦ରେ ବାହାଦୁର ବଗିଚାପଡାର ଶରତ...

ପରିବାରକୁ ମିସ୍‌ କରୁଛନ୍ତି ତହଉର: NIA ସ୍ବତନ୍ତ୍ର କୋର୍ଟରେ ଆବେଦନ

ମୁମ୍ବାଇ,୨୧।୪: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ତହଉର ରାଣା ଭାରତ ଆସିବା ପରେ ତାଙ୍କ ପରିବାରକୁ ମିସ କରିବା ଆରମ୍ଭ କରିଛି। ସେ ତାଙ୍କ ପରିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image