ଖଣ୍ଡା ବୁଲାଇଲେ ଦୁଇ ଭାଜପା ପ୍ରାର୍ଥୀ

ସରଣ୍ଡା,୧୪ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଗୋଡ଼ଭଗାରେ ରବିବାର ହନୁମାନ ଜୟନ୍ତୀ ପାଳିତ ହୋଇଛି। ତେବେ ଏହି ଅବସରରେ ବାହାରିଥିବା ଶୋଭାଯାତ୍ରାରେ ଭାଜପାର ବରଗଡ଼ ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପୁରୋହିତ ଏବଂ ଅତାବିରା ବିଧାନସଭା ପ୍ରାର୍ଥୀ ନିହାର ରଞ୍ଜନ ମହାନନ୍ଦ ଖଣ୍ଡା ବୁଲାଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।

ସୂଚନାନୁଯାୟୀ, ଗୋଡ଼ଭଗା ଛକରୁ ଶୋଭାଯାତ୍ରା ବାହାରି ଫାଣ୍ଡିଛକ ନିକଟ ହନୁମାନ ମନ୍ଦିରକୁ ପହଞ୍ଚିଥିଲା। ସେଠାରେ ବିଧି ଅନୁଯାୟୀ ପୂଜା ହୋଇଥିଲା। ସେହିପରି ଶୋଭାଯାତ୍ରାଟି  ସହିତ ଆଗକୁ ବଢ଼ି ଚାଲିଥିଲା। ଏହି ସମୟରେ ଶୋଭାଯାତ୍ରାରେ ସାମିଲ ହୋଇଥିବା ଭାଜପାର ଲୋକ ସଭା ପ୍ରାର୍ଥୀ ପୁରୋହିତ ଏବଂ ବିଧାନସଭା ପ୍ରାର୍ଥୀ ମହାନନ୍ଦ ଖଣ୍ଡା ବୁଲାଇଥିଲେ। ତାହା ଦେଖିବା ପାଇଁ ସମଗ୍ର ଅଞ୍ଚଳ ଲୋକାରଣ୍ୟ ହୋଇପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୁଣ୍ଟରେ ପିଟିହେଲା କାର୍‌: ଚାଲିଗଲା ଦମ୍ପତିଙ୍କ ଜୀବନ

ବାଲୁଗାଁ,୧୪।୩: ଦୋଳ ପୂର୍ଣ୍ଣିମା ଅବସରରେ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଥିବା ବେଳେ ଖୋର୍ଦ୍ଧା ଜିଲା ନୂଆଗଡ଼ରୁ ଆସିଛି ଏକ ଦୁଃଖଦ ଘଟଣା। ୧୬...

ପୋଲିସ ଘରେ କଳାକନା ବୁଲାଇଲେ ଚୋର, ଲୁଟିନେଲେ ନଗଦ ଟଙ୍କା ସହ ଲକ୍ଷାଧିକ ଟଙ୍କାର ସୁନାଗହଣା

ପାରଳାଖେମୁଣ୍ଡି,୧୪ା୩(ଗିରିଧାରୀ ପରିଚ୍ଛା): ଲୋକଙ୍କ ଭିତରେ ଏବେ କୋକୁଆ ଭୟ। ସହରରେ ଚୋରି ଘଟଣାରେ ରୋକ୍‌ ଲଗାଇ ପାରୁନି ପୋଲିସ। ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ପାଖାପାଖି...

ପାରଦ ଉପରମୁହାଁ: ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର,୧୪।୩: ରାଜ୍ୟରେ ଗତ କିଛିଦିନ ହେଲା ତାପମାତ୍ରା ବଢ଼ି ଚାଲିଛି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳିରେ ଜୀବନଯାତ୍ରା ପ୍ରଭାବିତ ହୋଇଛି। ବୁଧବାର, ଗୁରୁବାର ଭଳି ଶୁକ୍ରବାର...

ଜଙ୍ଗଲରେ ଚରୁଥିବା ବେଳେ ହଠାତ୍‌ ଟଳିପଡ଼ିଲେ ୧୫ ଛେଳି, ମାଲିକ ଅଚେତ

ଢେଙ୍କାନାଳ,୧୪ା୩(ରତନ ନାୟାର): ଢେଙ୍କାନାଳ ସଦର ଥାନା ସୋଗରପଷି ପଞ୍ଚାୟତ ଆରଦା ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଙ୍ଗଲରେ ଚରୁଥିବା ଅବସ୍ଥାରେ ୧୫ରୁ ଊର୍ଦ୍ଧ୍ୱ ଛେଳିଙ୍କ...

ଶିଶୁକୁ ଉଦ୍ଧାର କରିବାକୁ ଯାଇ ବୁଡ଼ିଗଲେ ନାବାଳକ

ରାୟଗଡ଼ା,୧୪ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ନିକଟସ୍ଥ ଝୁଲା ପୋଲ ବୁଲିବାକୁ ଆସିଥିବା ଜଣେ ୧୭ ବର୍ଷୀୟ ନାବାଳକ ନାଗାବଳୀ ନଦୀରେ ବୁଡ଼ଯାଇଛନ୍ତି। ମୃତକ ଜଣକ...

ଭୁବନେଶ୍ୱରରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ରେଡିଓ ଷ୍ଟେଶନ

ଭୁବନେଶ୍ୱର,୧୪ା୩: ଭୁବନେଶ୍ୱରରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ନୂଆ କମ୍ୟୁନିଟି ରେଡିଓ ଷ୍ଟେଶନ ‘ରେଡିଓ ଭୁବନେଶ୍ୱର ୮୯.୨ ଏଫ୍‌ଏମ୍‌- ଦ ଟେମ୍ପଲ ସିଟି ରେଡିଓ’। ଏଫ୍‌ଏମ୍‌ ବ୍ୟାଣ୍ଡ୍‌ର...

ହାତୀ ପାଇଁ ରାତି ଉଜାଗର

ସମ୍ବଲପୁର,୧୪।୩: ହୋଲି ପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ରହିଥିବା ବେଳେ ସମ୍ବଲପୁର ବନାଞ୍ଚଳ ଅଧୀନ ସୁନାତେନପାଲି ଗାଁରେ ଭୟର ବାତାବରଣ ଖେଳି ଯାଇଛି।...

ଅଫିସରୁ ଘରକୁ ଫେରୁଥିଲେ କିରାଣୀ, ଜଙ୍ଗଲ ରାସ୍ତାରେ ମାଡିବସିଲା ଭିଜିଲାନ୍ସ, ଏତେ ଟଙ୍କା ଦେଖି ତାଜୁବ…

ଭଞ୍ଜନଗର/ବୁଗୁଡ଼ା,(ବାବୁଲା ପ୍ରଧାନ/କାଳୀ ଚରଣ ଦାସ): ଗଞ୍ଜାମ ଜିଲା ବ୍ରହ୍ମପୁର ଭିଜିଲାନ୍ସ ଟିମ ବେଲଗୁଣ୍ଠା ସବ ରେଜିଷ୍ଟର ଅଫିସର କିରାଣୀ ଶ୍ରୀକାନ୍ତ ଡାକୁଆଙ୍କ ଠାରୁ ଗୁରୁବାର ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri