ପାରିବାରିକ ଶତ୍ରୁତାକୁ ନେଇ କନଷ୍ଟେବଳଙ୍କୁ ଜାଳିଦେଇଥିଲେ ୨ ଭାଇ

ବାଉଁଶୁଣୀ,୩ା୩: ବୌଦ୍ଧ ଜିଲା ବାଉଁଶୁଣୀ ଥାନା ଅନ୍ତର୍ଗତ ମଲ୍ଲିକପଡ଼ା ଗ୍ରାମରେ ପାରିବାରିକ ଶତ୍ରୁତା ଯୋଗୁ ସାନଭାଇ କନଷ୍ଟେବଳଙ୍କୁ ନିଆଁରେ ପୋଡି ହତ୍ୟା କରିବା ଘଟଣାରେ ପୋଲିସ ଅଭିଯୁକ୍ତ ୨ ବଡଭାଇଙ୍କୁ ବୁଧବାର ଗିରଫ କରିଛି ା ସୂଚନା ଯୋଗ୍ୟ, ଗତ ରବିବାର ବୌଦ୍ଧ ପୋଲିସରେ କନଷ୍ଟେବଳ ଥିବା ସନ୍ତୋଷ କୁମାର ଜାନୀଙ୍କୁ ତାଙ୍କର ଦୁଇଭାଇ ପାରିବାରିକ ଗଣ୍ଡଗୋଳରୁ କାଠଫାଳିଆରେ ମାଡ଼ ମାରିଥିଲେ। ପରେ ତାଙ୍କୁ ଜୀୟନ୍ତା ଜାଳିଦେଇ ହତ୍ୟା କରିଥିଲେ। ଘଟଣା ପରେ ସେମାନେ ଫେରାର ହୋଇଯାଇଥିଲେ। ବାଉଁଶୁଣୀ ପୋଲିସ ସେମାନଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ କରିବା ସହ ତଦନ୍ତ ଆରମ୍ଭ କରିଥିଲା। ଘଟଣାର ୩ ଦିନ ପରେ ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଅଭିଯୁକ୍ତ ଭାଇ ପ୍ରଶାନ୍ତ ଜାନୀଙ୍କୁ ବୁଧବାର ସକାଳେ ବ୍ରାହ୍ମଣପାଲି ଗ୍ରାମ ପଞ୍ଚାୟତର ରେଙ୍ଗାଲି ରାସ୍ତାରୁ ଗିରଫ କରିଥିଲା ା ସନ୍ଧ୍ୟାରେ ଅନ୍ୟ ଜଣେ ଅଭିଯୁକ୍ତ ବଡଭାଇ ସାର୍ତ୍ତିକ ଜାନୀଙ୍କୁ ସ୍ଥାନୀୟ ବିଜାପଦର ମାଳିସାହିରୁ ଗିରଫ କରିଛି ା ପ୍ରଶାନ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବାଉଁଶୁଣୀ ଥାନା ଅଧିକାରୀ ସୁବାଷ ଚନ୍ଦ୍ର ରାୟଗୁରୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Jammu And Kashmir Encounter: ବଡ଼ ଆଟାକ୍‌ ପରେ ମୁହାଁମୁହିଁ ହୋଇଗଲେ ସେନା-ଆତଙ୍କବାଦୀ, ଗୁଳିରେ କମ୍ପିଲା…

ନୂଆଦିଲ୍ଲୀ,୨୪।୪: ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରଠାରୁ, ସେନା ଏବଂ ପୋଲିସ ଦ୍ୱାରା ନିରନ୍ତର ସର୍ଚ୍ଚ ଅପରେଶନ ଜାରି ରହିଛି। ସେନାର ଅନେକ...

ବିଦ୍ୟୁତ ସଂଯୋଗକୁ ନେଇ ଏଲ ଆଣ୍ଡ ଟି କମ୍ପାନୀକୁ ବିରୋଧ କଲେ ଗ୍ରାମବାସୀ

ପରଜଙ୍ଗ,୨୪।୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ତୋର ପଞ୍ଚାୟତ ଅନ୍ତର୍ଗତ ଚାନ୍ଦପୁର ଗାଁରେ ଉଠା ଜଳ ସେଚନ ପ୍ରକଳ୍ପ ନିର୍ମାଣ କରୁଥିବା ଏଲ ଆଣ୍ଡ ଟି...

ଆତଙ୍କବାଦୀଙ୍କ ନିସ୍ତାର ନାହିଁ; ସାମିଲ ଥିଲେ ୩ ପାକିସ୍ତାନୀ ଏବଂ ୨ କଶ୍ମୀରୀ

ପହଲଗାମ୍‌,୨୪।୪: ଜମ୍ମୁ କଶ୍ମୀର ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ୫ ଆତଙ୍କବାଦୀଙ୍କୁ ଚିହ୍ନଟ କରାଯାଇଛି। ତେବେ ଏହି ଆକ୍ରମଣରେ ୩ ଜଣ ପାକିସ୍ତାନୀ ନାଗରିକ ଏବଂ...

ଦାରିଙ୍ଗବାଡି ଆଇଆଇସିଙ୍କ ଡିଏସପି ପାହ୍ୟାକୁ ପଦନ୍ନୋତି , ଜିଲାରେ ୬ ଜଣ ଅଧିକାରୀଙ୍କ ପଦନ୍ନୋତି

ଦାରିଙ୍ଗବାଡି, ୨୪ ।୪ (ଅରୁଣ ସାହୁ): ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଆଇଆଇସିମାନଙ୍କୁ ଓପିଏସ ଗ୍ରୁପ-ଏ (ଜୁନିଅର ଶାଖା)ର ଗ୍ରେଡକୁ ପଦୋନ୍ନତି କରାଯାଇଛି। ଏହି...

କଶ୍ମୀର ଟୁର୍‌ ବାତିଲ କରୁଛନ୍ତି ୯୦% ପର୍ଯ୍ୟଟକ

ନୂଆଦିଲ୍ଲୀ, ୨୪।୪: ଜମ୍ମୁ-କଶ୍ମୀରର ପହଲ୍‌ଗାମ ଆତଙ୍କବାଦୀ ଆକ୍ରମଣର ପ୍ରଭାବ ପର୍ଯ୍ୟଟନ କ୍ଷେତ୍ର ଉପରେ ପଡ଼ିଛି। ଲୋକମାନେ ବଡ଼ସଂଖ୍ୟାରେ ଜମ୍ମୁ-କଶ୍ମୀର ଭ୍ରମଣ ପାଇଁ କରିଥିବା ଅଗ୍ରିମ ବୁକିଂକୁ...

ଜାତୀୟ ପଞ୍ଚାୟତିରାଜ ଦିବସ ଏବଂ ଓଡ଼ିଶା

ପଞ୍ଚାୟତ ବ୍ୟବସ୍ଥା ଆଜିର ନୁହେଁ, କେଉଁ ଆବହମାନ କାଳରୁ ଆମ ସମାଜରେ ଏହା ପ୍ରଚଳିତ ହୋଇଆସୁଛି। ସେଥିପାଇଁ ଆମ ଗଁା ଗହଳିରେ କଥା କଥାରେ କହନ୍ତି,...

ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ: ‘ଆଇଏସଆଇଏସ କଶ୍ମୀର’ରୁ ଆସିଲା ଇମେଲ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ତଥା ପୂର୍ବତନ ଭାଜପା ଏମପି ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ମୃତ୍ୟୁ ଧମକ ମିଳିଛି। ଏପ୍ରିଲ...

ବାଲେଶ୍ୱରରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରଶାନ୍ତଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ଘୋଷଣା

ଭୁବନେଶ୍ୱର,୨୪।୪: ପହଲଗାମ ଆକ୍ରମଣକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଏହି ଘଟଣାରେ ଓଡ଼ିଶାର ୨ଜଣ ପୁଅ ମୃତ୍ୟୁବରଣ କରିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image