Posted inରାଜ୍ୟ

ଶପଥ ନେଲେ ଓଡ଼ିଶାର ଦୁଇ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସହିତ ଶପଥ ନେଇଛନ୍ତି ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା। ରାଜ୍ୟପାଳ ରଘୁବର ଦାସ ପ୍ରଥମେ ମୋହନ ମାଝିଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ପାଠ କରାଇଥିଲେ, ଏହାପରେ ତାଙ୍କର ଦୁଇ ଉପମୁଖ୍ୟମନ୍ତ୍ରୀ ଦ୍ବୟ ଶପଥ ନେଇଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ଭିଭିଆଇପିଙ୍କ ଉପସ୍ଥିତିରେ ମୋହନ ଏବଂ ତାଙ୍କର ମନ୍ତ୍ରୀମଣ୍ଡଳ ଶପଥ ଗ୍ରହଣ କରିଛନ୍ତି। ଏହା ବ୍ୟତୀତ ୧୪ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ରଘୁବର ଦାସ, ରାଜନୀତିକୁ ପୁଣି ଫେରିବେ!

ଭୁବନେଶ୍ୱର,୨୪।୧୨: ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ। ତାଙ୍କ ସ୍ଥାନରେ ହରି ବାବୁ କମ୍ଭମପତି ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛନ୍ତି। ରଘୁବରଙ୍କ ଇସ୍ତଫା...

ଡା. ହରିବାବୁ କମ୍ଭମ୍ପତି ଓଡ଼ିଶାର ନୂଆ ରାଜ୍ୟପାଳ

ନୂଆଦିଲ୍ଲୀ, ୨୪ା୧୨: ବଦଳିଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ମିଜୋରାମର ରାଜ୍ୟପାଳ ଡା. ହରି ବାବୁ କମ୍ଭମ୍ପତିଙ୍କୁ ଓଡିଶାରବ ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି।...

ନିର୍ମାଣ ଶ୍ରମିକ ସହାୟତା ରାଶି ବଣ୍ଟନରେ ବିଫଳ କେନ୍ଦୁଝର ଶ୍ରମ ବିଭାଗ

କେନ୍ଦୁଝର ୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାର ସମଗ୍ର ଜନ ସଂଖ୍ୟାର ଏକ ବୃହତ ଭାଗ ହେଉଛନ୍ତି ଶ୍ରମିକ ଆଉ ଉକ୍ତ ଶ୍ରମିକ ମାନଙ୍କ ମଧ୍ୟରୁ ସର୍ବାଧିକ...

ପ୍ରତିଧ୍ୱନୀ ନୃତ୍ୟୋତ୍ସବ ୨୦୨୪ ପାଳିତ

ଭୁବନେଶ୍ଵର,୨୧।୧୨: ଗୁରୁ ଦେବପ୍ରସାଦ ନୃତ୍ୟ ଧାରା, ସିଙ୍ଗାପୁର ପକ୍ଷରୁ ପ୍ରଥମ ଥର ପାଇଁ ଭୁବନେଶ୍ବର ସ୍ଥିତ ଜିକେସିଏମ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନର ଉତ୍କଳ ରଙ୍ଗମଞ୍ଚରେ ନୃତୋତ୍ସବ”...

ଚିଟ୍ ଫଣ୍ଡ ସ୍କାମର ଶିକାର ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ,୨୪।୧୨: ଏକ ସମୟ ଏପରି ଥିଲା ଯେଉଁ ସମୟରେ ଓଡ଼ିଶାର ପ୍ରତ୍ୟେକ ଲୋକେ ଅଧିକ ଲାଭ ଆଶାରେ ଚିଟ୍ ଫଣ୍ଡରେ ଟଙ୍କା ନିବେଶ କରି ଠକାମିର...

ଚାଷୀଙ୍କ ପାଇଁ ବଡ଼ ଆଶ୍ବସ୍ତି: ଧାନର ମାନ କମ୍‌ ଥିଲେ ବି କିଣିବେ ସରକାର

ଭୁବନେଶ୍ୱର,୨୪।୧୨: ରାଜ୍ୟରେ ଅଦିନିଆ ବର୍ଷ କାରଣରୁ ବିଭିନ୍ନ ଜିଲାରେ ଧାନଚାଷୀମାନେ ସଂକଟରେ ପଡିଛନ୍ତି। ବର୍ତମାନ ଧାନ ଅମଳ ସହିତ ମଣ୍ଡିରେ ବିକ୍ରି ପ୍ରକ୍ରିୟା ଚାଲିଥିବା ବେଳେ...

ଧର୍ମେନ୍ଦ୍ରଙ୍କ ସହ ବିଜେଡି ନେତା, ରାଜନୀତିରେ ପୁଣି ଚହଳ!

ଭୁବନେଶ୍ୱର,୨୪।୧୨: ବରିଷ୍ଠ ସାମ୍ବାଦିକ ରୁବେନ ବାର୍ନାଜୀଙ୍କ ବହିରେ ବିସ୍ଫୋରକ ଖୁଲାସା ପରେ ରାଜନୀତିରେ ଚହଳ ପଡିଛି। ପାଣ୍ଡିଆନ ପଜଲ ଶୀର୍ଷକ ନାମକ ଅଧ୍ୟାୟ ଏବେ ସବୁଠି...

କଟକରେ ସ୍ଥାପନ ହେଲା ଅଟଳଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି

କଟକ,୨୪।୧୨(ଶିଳ୍ପା ପ୍ରିୟଦର୍ଶିନୀ): କଟକ ବେଲଭ୍ୟୁ ଛକଠାରେ ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳବିହାରୀ ବାଜପେୟୀଙ୍କ ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri