ଡିଜିପିଙ୍କ ନିକଟରେ ୨ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

କୋରାପୁଟ,୩।୧୦(ସ୍ବ.ପ୍ର.): ପୋଲିସ ମହାନିର୍ଦ୍ଦେଶକ ଅଭୟ ରବିବାର କୋରାପୁଟ ଗସ୍ତରେ ଯାଇଥିବା ବେଳେ ୨ ଜଣ ମହିଳା ମାଓବାଦୀ ତାଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏହି ଦୁଇ ଜଣଙ୍କ ମଧ୍ୟରୁ ଜଣେ ଏସିଏମ୍‌ କ୍ୟାଡ୍‌ରର ଥିଲେ। ସେହିଭଳି ଅନ୍ୟ ଜଣଙ୍କ ମିଲିଟାରୀ ଗ୍ରୁପରେ କାର୍ଯ୍ୟ କରୁଥିଲେ। ସେମାନେ ହେଲେ ଦେବା ପଡ଼ିଆମୀ ଓରଫ ଗାଙ୍ଗି ଓ ଗୀତା ପଡ଼ଆମୀ ଓରଫ ରଜିତା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଗ୍ରୀନ୍ ଏନର୍ଜି ପାଇଁ ₹୪,୫୦୦ କୋଟି ନିବେଶ ପ୍ରସ୍ତାବ, ସୃଷ୍ଟି ହେବ ୩,୦୦୦ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୧୬.୪: ଆପୋଲୋ ଗ୍ରୀନ୍ ଏନର୍ଜି ଲିମିଟେଡ୍ ସବୁଜ ଶକ୍ତି ଭିତ୍ତିଭୂମି ବିକାଶ ପାଇଁ ଓଡ଼ିଶାରେ ₹୪,୫୦୦ କୋଟି ନିବେଶ କରିବାକୁ ଆଗ୍ରହ ପ୍ରକାଶ କରିଛି। ଓଡ଼ିଶାର...

ସରକାରୀ କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ, ଅଫିସ୍‌ ବିଳମ୍ବରେ ପହଞ୍ଚିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୫ା୪(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ କର୍ମଚାରୀମାନେ ଠିକ୍‌ ସମୟରେ ଅଫିସ୍‌ ଆସୁନାହାନ୍ତି। ଫଳରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହ ବିଳମ୍ବ...

କେମିତି ମିଳିବ ନୂଆ LPG କନେକ୍ସନ, ଖର୍ଚ୍ଚରୁ ନେଇ ଆବେଦନ ଯାଏ; ଜାଣନ୍ତୁ ପୁରା ପ୍ରକ୍ରିୟା…

ନୂଆଦିଲ୍ଲୀ,୧୬।୪: ଭାରତରେ ରୋଷେଇ ପାଇଁ ଅନେକ ପରିବାର ପାଇଁ ଏଲପିଜି ଗ୍ୟାସ ସଂଯୋଗ ଏବେ ଏକ ଅତ୍ୟାବଶ୍ୟକ ସେବା ପାଲଟିଛି। ଯଦି ଆପଣ ଏକ ନୂତନ...

ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ପେଟପୁରା ଖାଦ୍ୟ ନ ଦେଇ ଚାଉଳ ବଳକାଇ ଆତ୍ମସାତ କରୁଛି ସୟଂସେବା ଗ୍ରୁପ

କେସିଙ୍ଗା,୧୬.୪(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଅଧମୁଣ୍ଡା ଗ୍ରାମ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ, ଅନୁସୂଚିତ ଜନଜାତି,ଅନୁସୂଚିତ ଜାତି ଉନ୍ନୟନ ବିଭାଗର ବାଳକ...

ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ ଅଭିଯୋଗ କଲେ ପୋଖରା ଗ୍ରାମବାସୀ, ସୋଲାର ପମ୍ପ ଟ୍ୟାଙ୍କ ଦାରା ପାନୀୟ ଜଳ ଯୋଗାଣ ପାଇଁ ଦାବି

ଥୁଆମୂଳ ରାମପୁର,୧୬।୪-(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ପଞ୍ଚାୟତ ସ୍ଥିତ ପୋଖରା ଗ୍ରାମରେ ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ...

ଥଣ୍ଡା ଭଲ କରିବା ପାଇଁ ୪ବର୍ଷର ଶିଶୁକୁ ସିଗାରେଟ ପିଆଇଲେ ଡାକ୍ତର

ନୂଆଦିଲ୍ଲୀ,୧୬।୪: ଉତ୍ତର ପ୍ରଦେଶର ଜଲାଉନ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଓ ନିନ୍ଦନୀୟ ଘଟଣା ସାମ୍ନାକୁ ଆସିଛି। ଏକ ସାମୁଦାୟିକ ସ୍ବାସ୍ଥ୍ୟ କେନ୍ଦ୍ର (ସିଏଚସି)ରେ କାର୍ଯ୍ୟ କରୁଥିବା...

ରାସ୍ତାକଡ଼ ପାଉଁଶରେ ପଡି ଶିଶୁ ମୃତ୍ୟୁ ଘଟଣା: ଗିରଫ ହେଲେ ରାଇସ୍ ମିଲ୍ ମାଲିକ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ମହୁଲେ ଅଞ୍ଚଳର ଏକ ରାଇସ ମିଲରୁ ନିଷ୍କାସିତ ଉତ୍ତପ୍ତ ପାଊଁଶ ଗୁଣ୍ଡରେ ପଡି ବଇପୁର ଗ୍ରାମରାଜଣେ...

Video: ନଦୀରେ ପଶି ରିଲ୍ ଶୁଟିଂ କରୁଥିଲେ ମହିଳା, ପ୍ରବଳ ସ୍ରୋତରେ ଭାସିଗଲେ

ନୂଆଦିଲ୍ଲୀ,୧୬ା୪: ଉତ୍ତରାଖଣ୍ଡରେ ଏକ ରିଲ୍ ସୁଟିଂ କରୁଥିବା ସମୟରେ ଜଣେ ମହିଳା ନଦୀରେ ବୁଡ଼ି ଭାସି ଯାଇଛନ୍ତି। ଯାହା ନେପାଳର ଏକ ପରିବାର ପାଇଁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image