ଦୁଇ ନାବାଳକ ଜୀବନ୍ତ ଦଗ୍ଧ

ବୌଦ୍ଧ,୧୧।୧: ବୌଦ୍ଧ ଜିଲା ବାଉଁଶୁଣୀ ଥାନା ବଲାକିରା ଗାଁରେ ଶନିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁ ପୋଇଁବା ବେଳେ ୨ଜଣ ନାବାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ୨ ନାବାଳକ ସମ୍ପର୍କରେ ମାମୁ ଓ ଭଣଜା ହୋଇଥିବା ସୂଚନା ମିଳିଛି। ଏନେଇ ଗାଁରେ ଶୋକାକୂଳ ପରିସ୍ଥିତି ସୃଷ୍ଟି ହୋଇଛି।

ଖବର ପାଇ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ କହିଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି। ଅନ୍ୟପକ୍ଷେ ପୋଲିସ ଏକ ମାମଲା ରୁଜୁ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଧୀନତା ସଂଗ୍ରାମୀମାନଙ୍କ ଉପରେ ମନ୍ତବ୍ୟରୁ ବିରତ ରହିବାକୁ ନିର୍ଦ୍ଦେଶ: ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୨୫।୪: ସୁପ୍ରିମକୋର୍ଟ ଶୁକ୍ରବାର କଂଗ୍ରେସ ନେତା ତଥା ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ସ୍ୱାଧୀନତା ସଂଗ୍ରାମୀ ବୀର ସାଭରକରଙ୍କ ବିଷୟରେ ଦିଆଯାଇଥିବା ମନ୍ତବ୍ୟ...

ଛୁଟିରେ ସ୍କୁଲ ଖୋଲିଲେ କଡ଼ା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର,୨୫ା୪: ବେସରକାରୀ ସ୍କୁଲ ଓ କଲେଜକୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସରକାରଙ୍କ ଗ୍ରୀଷ୍ମ ପ୍ରବାହ ଏସ୍‌ଓପି ନ...

ଆମେରିକା ପାଇଁ ଏହି ଘୃଣ୍ୟ କାମ କରାଯାଇଛି: ଆତଙ୍କବାଦୀଙ୍କୁ ସମର୍ଥନ, ତାଲିମ ଦେବା କଥା ସ୍ୱୀକାର କଲେ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫ ଏକ ସାକ୍ଷାତକାରରେ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି କରିଛନ୍ତି। ସେ କହିଛନ୍ତି ଯେ ପାକିସ୍ତାନ ଗତ ତିନି ଦଶନ୍ଧି ଧରି...

ବିନା କାମରେ ୫୭ ଲକ୍ଷ ଟଙ୍କା ହଡ଼ପ କରି ବନ୍ଧା ହେଲେ ଠିକାଦାର

ଭୁବନେଶ୍ୱର,୨୫ା୪: ସରକାରୀ ଅର୍ଥ ହଡ଼ପ ମାମଲାରେ ଠିକାଦାର ଲକ୍ଷ୍ମୀଧର ରାଉତରାୟଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ନୂଆପଡ଼ା ଜିଲା ଖଡ଼ିଆଳରେ ବିନା କାମରେ ସେ...

ଧାରଣା ବେଳେ ଚାଷୀ ବେହୋସ

ଆନନ୍ଦପୁର,୨୫ା୪(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ପୌରପରିଷଦ ୧ ନଂ ଆଉ ୨ ନଂ ଓ୍ବାର୍ଡର ଚାଷୀମାନେ ଶୁକ୍ରବାର ସକାଳ ୧୦.୩୦ରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନିଜର...

ଅନ୍ତ୍ୟୋଦୟ ଯୋଜନାରେ ସାମିଲ୍‌ ହେବେ ଆଉ ଲକ୍ଷେ ହିତାଧିକାରୀ, ମେ’ ଶେଷ ଯାଏ ଚାଲିବ ଆବାସ ସର୍ଭେ

ଭୁବନେଶ୍ୱର,୨୫।୪: ଓଡ଼ିଶା ସରକାର ଆଗାମୀ ମାସରେ ଅନ୍ତୋଦୟ ଗୃହ ଯୋଜନା ଅଧୀନରେ ଆଉ ଏକ ଲକ୍ଷ ଘର ହିତାଧିକାରୀଙ୍କୁ ଯୋଗାଇ ଦେବାକୁ ପ୍ରସ୍ତୁତି କରୁଛନ୍ତି, ବୋଲି...

ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ, ଆଗାମୀ ୧୦ ବର୍ଷରେ ୧୦୦ ଟାର୍ଗେଟ

ଭୁବନେଶ୍ୱର,୨୫।୪: ମୟୁରଭଞ୍ଜ ଜିଲାର ଶିମିଳିପାଳ ଅଭୟାରଣ୍ୟକୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିବା ପରେ ଆସିଛି ଆଉ ଏକ ଖୁସି ଖବର। ଶୁକ୍ରବାର ବନ୍ୟପ୍ରାଣୀ ପିସିସିଏଫ ପ୍ରେମ...

ରାଜ୍ୟରେ ଗଠିତ ହେଲା ୪୬ ସିଭିଲ ଜଜ୍‌ କୋର୍ଟ

ଭୁବନେଶ୍ୱର,୨୫ା୪: ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟଗୁଡ଼ିକ ବାଲେଶ୍ୱର ଜିଲାର ବାଲିଆପାଳ, ସିମୁଳିଆ, ସୋର, ବାହାନଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image