ମାଲବାହୀ ଟ୍ରେନ୍ ଧକ୍କାରେ ୨ ମୃତ, ୨ ଗୁରୁତର

ରାଉରକେଲା,୧୭ା୧୨: ମାଲବାହୀ ଟ୍ରେନ୍ ଧକ୍କାରେ ୨ ମୃତ ୨ ଗୁରୁତର। ଏଭଳି ଏକ ଦୁଃଖଦ ଦୁର୍ଘଟଣା ଘଟିଛି ରାଉରକେଲାର କଲୁଙ୍ଗା ରେଲୱେ ଫାଟକ ନିକଟରେ। ରେଲୱେ ଟ୍ରାକ୍ ପାର୍ ହେଉଥିବା ବେଳେ ଏକ ମାଲବାହୀ ଟ୍ରେନ୍ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଛି। ଦୁଇଜଣ ଘଟଣାସ୍ଥଳରେ ମୃତ୍ୟୁ ବରଣ କରିଥିବା ବେଳେ ଅନ୍ୟ ଗୁରୁତର ୨ ଯୁବକ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକ ଦିବସ ପାଳନ ନେଇ ବିଭିନ୍ନ ସଂଗଠନ ପକ୍ଷରୁ ଆଲୋଚନା

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ମେ’ ୧ରେ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି...

କୁଲାଡ ବ୍ୟାଘ୍ରଦେବୀ ମନ୍ଦିରରୁ ଚୋରି: ସିସିଟିଭି ରୁ ….

ଭଞ୍ଜନଗର,୨୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅର୍ନ୍ତଗତ କୁଲାଡ ବ୍ୟାଘ୍ରଦେବୀ ମନ୍ଦିରରୁ ଶୁକ୍ରବାର ରାତିରେ ଚୋରି ହୋଇଛି। ଦେବୀଙ୍କ ୩୫ ଟି ରୂପା ଆଖି,...

ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ: ୨୬ ମୃତକଙ୍କ ମଧ୍ୟରୁ ୨୦ ଜଣଙ୍କ ଟ୍ରାଉଜର ଖୋଲିଥିଲେ ଆତଙ୍କବାଦୀ

ଶ୍ରୀନଗର,୨୬ା୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ୨୬ ଜଣ ମୃତକଙ୍କ ପ୍ରାରମ୍ଭିକ ଯାଞ୍ଚରୁ ଏକ ଚାଞ୍ଚଲ୍ୟକର ବା ଆଶ୍ଚର୍ଯ୍ୟକର ତଥ୍ୟ ସାମ୍ନାକୁ ଆସିଛି, ଅଧିକାରୀମାନେ ଜାଣିବାକୁ ପାଇଛନ୍ତି...

ପହଲଗାମ ଆକ୍ରମଣ ପ୍ରତିବାଦରେ ଶୋଭାଯାତ୍ରା

ନୂଆପଡ଼ା,୨୬।୪ (ମକାରୁ ବେମାଲ): ଜମ୍ମୁ କଶ୍ମୀରର ପହଲଗାମଠାରେ ଆତଙ୍କବାଦୀ ଆକ୍ରମଣ ଘଟଣା ପ୍ରତିବାଦରେ ଶୁକ୍ରବାର ନୂଆପଡ଼ା ହିନ୍ଦୁ ଏକତା ମଞ୍ଚ ପକ୍ଷରୁ ଶୋଭାଯାତ୍ରା କରାଯାଇଥିଲା। ଗାୟତ୍ରୀ...

ସୌରଶକ୍ତି ଚାଳିତ ଫ୍ଲୋରାଇଡ ଅପସାରଣ ପ୍ରକଳ୍ପ ଉଦ୍‌ଘାଟିତ

ନୂଆପଡ଼ା,୨୬ା୪ (ମକାରୁ ବେମାଲ): ନୂଆପଡା ଜିଲା କୋମନା ବ୍ଲକ ରଜନା ପଞ୍ଚାୟତ ବେଲଗାଁର ବାଗପଡାଠାରେ ଶୁକ୍ରବାର ସୌରଶକ୍ତି ଚାଳିତ ଫ୍ଲୋରାଇଡ ଅପସାରଣ ପ୍ରକଳ୍ପର ଶୁଭ ଉଦ୍‌ଘାଟନ...

ମହୁଲଫୁଲ ୪୭ ଟଙ୍କାରୁ କମ୍‌ରେ କିଣିଲେ ଲାଇସେନ୍ସ ରଦ୍ଦ: ସତର୍କ କରାଇଲେ ….

ନୂଆପଡ଼ା,୨୬।୪ (ମକାରୁ ବେମାଲ): ଆଦିବାସୀ ଅଧ୍ୟୁଷିତ ନୂଆପଡ଼ା ଜିଲାରେ ୫୦ ପ୍ରତିଶତ ଲୋକ ଲଘୁବନଜାତ ଦ୍ରବ୍ୟ ଉପରେ ନିର୍ଭର କରି ଜୀବିକା ନିର୍ବାହ କରନ୍ତି। ସେମାନେ...

ମୁହଁ ଖୋଲି ଯୁଦ୍ଧ ପାଇଁ ଆହ୍ବନ କଲେ ପାକ୍‌ ପ୍ରଧାନମନ୍ତ୍ରୀ ଶେହବାଜ, ମୋଦିଙ୍କୁ କହିଲେ…

ଇସଲାମବାଦ,୨୬।୪: ପହଲଗାମ ଆକ୍ରମଣ ପରେ ସବୁ ଦିଗରୁ ଚାପ ବୃଦ୍ଧି ପାଇବା ପରେ, ପାକିସ୍ତାନର ପ୍ରଧାନମନ୍ତ୍ରୀ ପାକ୍‌ ସେନାକୁ ସମ୍ବୋଧିତ କରିଛନ୍ତି। ତାଙ୍କ ବିରୋଧରେ ଲଗାଯାଇଥିବା...

୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମଶରେ ଘଟିଛି ଲଜ୍ଜାଜନକ ତଥା ହୃଦୟ ବିଦାରକ ଘଟଣା। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image