ଅଙ୍ଗନବାଡ଼ି ଛତୁଆ ଖାଇ ଦୁଇ ଭଉଣୀ ମୃତ୍ୟୁ ମାମଲା: ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ଗଜପତି,୨୪।୩(ଗିରିଧାରୀ ପରିଛା): ରବିବାର ଗଜପତି ଜିଲା ରାମଗିରି ଠାରେ ଛତୁଆ ଖାଇ ଗୋଟିଏ ପରିବାରର ଦୁଇ ଶିଶୁ ମୃତ୍ୟୁ ହୋଇଥିବା ବେଳେ ଦୁଇ ଗୁରୁତର ବ୍ରହ୍ମପୁର ବଡ ମେଡିକାଲ ରେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ମୃତ ଦୁଇ ଶିଶୁଙ୍କ ଶବ ବ୍ୟବଚ୍ଛେଦ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ହୋଇଛି।

ଘଟଣାର କାରଣ ଓ ସତ୍ୟତା ତଦନ୍ତ ପାଇଁ ଜିଲାପାଳ କହିଛନ୍ତି, ଅତିରିକ୍ତ ଜିଲାପାଳ, ଉପ ଜିଲାପାଳ, ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କୁ ନେ଼ଇ ଏକ ଟିମ ଗଠନ କରଯାଇଛି। ଟିମ ଅତିରିକ୍ତ ଜିଲାପାଳଙ୍କ ନେତୃତ୍ଵରେ ଘଟଣା ସ୍ଥଳକୁ ଯାଇ କ’ଣ ଖାଇ ଖାଦ୍ୟ ବିଷାକ୍ତ ହେଲା ଓ ବଣ୍ଟନ ହୋଇଥିବା ଛତୁଆ ଖାଇଥିବା ଅନ୍ୟ କେହି କିଛି ରୋଗରେ ଆକ୍ରାନ୍ତ କି ନୁହଁ ତାହା ତଦନ୍ତ ହେବା ସହ ଶବ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ, ଛତୁଆ ନମୂନା ଆଦି ବିଭିନ୍ନ ଦିଗ ରୁ ସରଜମିନ୍ ତଦନ୍ତ ହେଉଛି ବୋଲି ଜିଲାପାଳ ବିଜୟ କୁମାର ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓକିଲ ସଂଘ ନିର୍ବାଚନ: ପୂର୍ବାହ୍ନ ୧୧ଟା ସୁଦ୍ଧା ୫୦% ମତଦାନ

ଖୋର୍ଦ୍ଧା,୨୯ା୩(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା କୋର୍ଟ ପରିସରରେ ଖୋର୍ଦ୍ଧା ଜିଲା ଓକିଲ ସଂଘର ମତାମତ ଚାଲିଛି। ୩୬୧ ମତଦାତା ରହିଥିବା ବେଳେ ପୂର୍ବାହ୍ନ ୧୧ଟା ସୁଦ୍ଧା ୫୦%...

୧୯ ପଦବୀ ପାଇଁ ମଇଦାନରେ ୩୬ ପ୍ରାର୍ଥୀ

ବାଲେଶ୍ୱର,୨୯ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ପୂର୍ବାହ୍ନ ୭ଟା ୩୦ରୁ ଆରମ୍ଭ ହୋଇଛି। ଚଳିତ ନିର୍ବାଚନରେ ୧୯ ପଦବୀ ପାଇଁ ୩୬ ଜଣ...

ଗ୍ରାମୀଣ ମହିଳା ସଶକ୍ତିକରଣ ମଡେଲ ଦେଖିଲେ ତ୍ରିପୁରାର ୩୦ ଜଣିଆ ଟିମ୍‌: କଲେ ପ୍ରଶଂସା

ଛତ୍ରପୁର, ୨୯।୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାକୁ ତ୍ରିପୁରା ରାଜ୍ୟର ୩୦ ଜଣିଆ ସଦସ୍ୟଙ୍କ ଟିମ ବୁଲିବାକୁ ଆସିଥିଲେ। ବିଶେଷକରି ଗଞ୍ଜାମ ଜିଲାରେ ଚାଲିଥିବା ଗ୍ରାମୀଣ ମହିଳା...

ସୌନ୍ଦର୍ଯ୍ୟ ହରାଉଛି ହିଲ୍‌ଭିୟୁ ଘାଟି, କୁଢ଼କୁଢ଼ ଆର୍ବଜନା ଦେଖି ପର୍ଯ୍ୟଟକ କ୍ଷୁବ୍ଧ

ଦାରିଙ୍ଗବାଡ଼ି,୨୯ା୩(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ତଥା ପର୍ଯ୍ୟଟନ କ୍ଷେତ୍ର ପାଇଁ ଦାରିଙ୍ଗବାଡ଼ି ଦେଶ ଓ ବିଦେଶରେ ପରିଚିତ। ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବୁଲିବାକୁ...

ବିଭିନ୍ନ ଦାବି ନେଇ ଡିଏଭି ମହାବିଦ୍ୟାଳୟର ତାଲା ପକାଇଲେ କର୍ମଚାରୀ

ଟିଟିଲାଗଡ଼,୨୯ା୩(ଶରତ ମିଶ୍ର): ଟିଟିଲାଗଡ଼ ଡିଏଭି ସ୍ବୟଂ ଶାସିତ ମହାବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ବିଭିନ୍ନ ଦାବି ନେଇ ଶନିବାର ମହାବିଦ୍ୟାଳୟର ଗେଟ୍‌ ସମ୍ମୁଖରେ ଧାରଣା ଦେଇଛନ୍ତି।...

କୋଟିଆରେ ଆନ୍ଧ୍ର କରୁଛି E-KYC, ଓଡ଼ିଶା ବ୍ଲକ ପ୍ରଶାସନ ନିକଟରେ ନାହିଁ ଖବର

ପଟ୍ଟାଙ୍ଗି,୨୯ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମବାସୀଙ୍କ ନିକଟରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟର ସରକାରୀ କର୍ମଚାରୀ...

ଶିକୁଳାରେ ଦଣ୍ଡ ବାହାରିଲେ ମୁଣ୍ଡ ଗଡୁଛି, ପୁଣି ଜଣେ ଯୁବକଙ୍କୁ ବୀଭତ୍ସ ହତ୍ୟା

ପୁରୁଷୋତ୍ତମପୁର,୨୯ା୩(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଦଣ୍ଡଯାତ୍ରା ବାହାରିଲେ ମୁଣ୍ଡ ଗଡିବାରେ ଲାଗିଛି। ଏଠାରେ ଥିବା ଅପରାଧୀ ଗୋଷ୍ଠୀମାନେ ଯାତ୍ରା...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ୧୬ ମାଓବାଦୀ ନିହତ

ମାଲକାନଗିରି,୨୯ା୩: ସୀମାନ୍ତରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୧୬ ମାଓବାଦୀ ନିହତ ହୋଇଛନ୍ତି।-ସୁକ୍‌ମା ଜିଲା ଅପମ୍ପଲି ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image