କଟକରେ ଚାଞ୍ଚଲ୍ୟ: ମା’ଙ୍କ ଗଳାକାଟି ଦେଲେ ଦୁଇ ପୁଅ

କଟକ,୧୪।୯: କଟକ ଚାଉଳିଆଗଞ୍ଜ ଥାନା ଅଧୀନ ମହାନଦୀ ବିହାର ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଅତି ନୃଶଂସ ଭାବେ ମା’ଙ୍କ ଗଳାକାଟି ହତ୍ୟା କରିଛନ୍ତି ଦୁଇ ଜହ୍ଲାଦ ପୁଅ। ମୃତଦେହ ରକ୍ତାକ୍ତ ଅବସ୍ଥାରେ ଘରେ ପଡ଼ି ରହିଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି।

ଅନ୍ୟପକ୍ଷେ ଜଣେ ପୁଅ ଫେରାର୍‌ ହୋଇଯାଇଥିବା ବେଳେ ଅନ୍ୟ ଜଣେ ଅଭିଯୁକ୍ତ ପୁଅଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟପକ୍ଷେ ହତ୍ୟାର କାରଣ ଜଣାପଡି ନ ଥିବା ବେଳେ ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ତରଣରେ ବିଶ୍ୱ ରେକର୍ଡ ସୃଷ୍ଟି କଲେ ଜର୍ମାନୀର ଏହି ଅଲିମ୍ପିକ ଚାମ୍ପିୟନ

ଷ୍ଟକ୍‌ହାମ,୧୪ା୪: ଜର୍ମାନୀର ଅଲିମ୍ପିକ ଚାମ୍ପିୟନ ଲୁକାସ ମାର୍ଟେନ୍ସ ପୁରୁଷ ୪୦୦ ମିଟର ଫ୍ରିଷ୍ଟାଇଲ ରେକର୍ଡ ଭଙ୍ଗ କରିଛନ୍ତି। ସ୍ବିମ୍‌ ଓପନ୍‌ ଷ୍ଟକ୍‌ହାମରେ ସେ ଏହି ସଫଳତା...

ବ୍ଲକ ପ୍ରଶାସନର ନିର୍ଦ୍ଦେଶ ପରେ ମଧ୍ୟ ଡିଏସସି ଫେରସ୍ତ କରୁନାହାନ୍ତି ପଦଚ୍ୟୁତ ସରପଞ୍ଚ:ଉନ୍ନୟନ ମୂଳକ କାର୍ଯ୍ୟରେ ବାଧାସୃଷ୍ଟି

ଥୁଆମୂଳ ରାମପୁର,୧୪।୪-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଳକ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ସମ୍ବାରୀ ମାଝୀ ଅନାସ୍ଥା ଭୋଟରେ ହାରି ଯାଇଥିବା...

ବାଇକ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ଼ ମୁଖ୍ୟ ରାସ୍ତାରେ ବାଇକ ଧକ୍କାରେ ଜଣେ ମହିଳା ମୃତ୍ୟୁବରଣ କରିଛନ୍ତି। ସେ ହେଲେ କୁଲାଡର ସୁଷମା...

ଶେଷ ହେଲା ପ୍ରସିଦ୍ଧ ମା’ଦଣ୍ଡକାଳୀ ଯାତ୍ରା

ପୁରୁଷୋତ୍ତମପୁର,୧୪।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସୋମବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଯାଇଛି। ଏନେଇ ପୁରୁଷୋତ୍ତମପୁର...

ମହୁମାଛି ଆକ୍ରମଣରେ ୩ ଶ୍ରଦ୍ଧାଳୁ ଗୁରୁତର, ୨୦ରୁ ଊର୍ଦ୍ଧ୍ୱ ଆହତ

ମୋହନା,୧୪।୪(ମନ୍ମଥ ମିଶ୍ର): ଆଜି ପବିତ୍ର ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଏବଂ ହନୁମାନ ଜୟନ୍ତୀ। ଏହି ପବିତ୍ର ଦିନରେ ଉତ୍ସବ ମୁଖର ହୋଇ ଉଠିଛି...

ହାଇଦ୍ରାବାଦ: SRH ଖେଳାଳି ଥିବା ପଞ୍ଚ ତାରକା ହୋଟେଲରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧୪।୪: ସୋମବାର ହାଇଦ୍ରାବାଦର ୫-ତାରକା ହୋଟେଲରେ ଅଗ୍ନିକାଣ୍ଡ ପରେ SRH ଖେଳାଳିମାନଙ୍କୁ ପାର୍କ ହାୟାତରୁ ସ୍ଥାନାନ୍ତରିତ କରାଯାଇଛି। ଗୋଟିଏ ମହଲାରେ ନିଆଁ ଲାଗିବା ମାତ୍ରେ ଅଗ୍ନିଶମ...

ଶିମିଳିପାଳ ବଫର ଜୋନ୍‌ରେ ବୁଲୁଛି କଳା ମହାବଳ

ବାରିପଦା,୧୪।୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ବଫର ଜୋନ୍‌ରେ କଳା ମହାବଳ ବାଘ ବୁଲୁଛି। ଯାହାର ଭିଡିଓ ସୋସିଆଲ ମିଡିିଆରେ...

ତେଜିଲା ନ୍ୟାୟ ପ୍ରଦାନ ଦାବି: ୧୭ ଘଣ୍ଟା ପରେ ଛାତ୍ରୀଙ୍କ ମୃତଦେହ ନେଲେ ପରିବାର

ଉଦଳା,୧୩ା୪(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଶାଳଖୁଣ୍ଟା ଏସ୍‌ଏସ୍‌ଡି ଆଶ୍ରମ ବିଦ୍ୟାଳୟରେ ରବିବାର ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image