ଜଳିଗଲା ଦୁଇ ମହଲା କୋଠା: ଯୁବତୀ, ଯୁବକ ଗୁରୁତର

କଟକ,୭।୩: କଟକ ସିଡିଏ ସେକ୍ଟର-୭ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଏକ ଦୁଇ ମହଲା କୋଠା ଜଳି ଯାଇଛି। ନିଆଁରେ ପୋଡ଼ିହୋଇ ୨ଜଣ ଯୁବତୀ, ଯୁବକ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷେ ନିଆଁ ଲାଗିବାର ସ୍ପଷ୍ଟ କାରଣ ଜଣାପଡି ନ ଥିବା ବେଳେ କେହି ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି।

ଅଗ୍ନିକାଣ୍ଡରେ ଘରଟି ସମ୍ପୂର୍ଣ୍ଣ ଜଳି ଯାଇଥିବା ବେଳେ ବହୁ ଆସବାବପତ୍ର ସାଙ୍ଗକୁ ଗୋଟିଏ କାର ଏବଂ ୨ଟି ବାଇକ୍‌ ଜଳି ପାଉଁଶ ହୋଇଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇଥିଲେ। ହେଲେ ଅଗ୍ନିକାଣ୍ଡରେ ଘରଟି ପୋଡି ନଷ୍ଟ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟରେ ବାୟୁସେନା ଲଢୁଆ ବିମାନ ଦୁର୍ଘଟଣଗ୍ରସ୍ଥ, ସମଗ୍ର ଅଞ୍ଚଳରେ ଖେଳିଗଲା ନିଆଁ

ଜାମନଗର,୨।୪: ଗୁଜରାଟ ଜାମନଗରରେ ବାୟୁସେନା ଲଢୁଆ ବିମାନ ଜାଗୁଆର ଦୁର୍ଘଟଣଗ୍ରସ୍ଥ ହୋଇଛି। ରକ୍ଷା ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଏହି ଦୁର୍ଘଟଣା ସୁବରଡ଼ା ଗାଁ’ରେ...

ସିଏଜିଙ୍କ ହାତରେ ଖଣି ଦୁର୍ନୀତି: ସରକାରଙ୍କ ବିପୁଳ ପରିମାଣର ରାଜସ୍ବ ହାନି

ଭୁବନେଶ୍ୱର,୨ା୪(ରବିନାରାୟଣ ଜେନା): ରାଜ୍ୟରେ ଗତ ୨୨ ବର୍ଷରେ ଖଣିଜ ଅଞ୍ଚଳରେ ଲିଜ୍‌ଧାରୀମାନେ କିଭଳି ମନଇଚ୍ଛା ଖଣିଜ ପଦାର୍ଥ ଉତ୍ତୋଳନ କରିଛନ୍ତି ତା’ର ଦସ୍ତାବିଜ୍‌ ରାଜ୍ୟ ମହାଲେଖାକାରଙ୍କ...

Breaking: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଆଖି ବୁଜିଲେ ପତ୍ନୀ

ମୁମ୍ବାଇ: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିଛି। ତାଙ୍କ ପତ୍ନୀ ରେଶମ କୌରଙ୍କ ଦେହାନ୍ତ ହୋଇଯାଇଛି। ସେ ବହୁତ ଦିନ ଧରି...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଲକ୍ଷେ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ଭୁବନେଶ୍ୱର,୨।୪: ଗ୍ରାମୀଣ କାର୍ଯ୍ୟ ବିଭାଗର ସହକାରୀ ଯନ୍ତ୍ରୀ କାମ ବିଲ୍ ପରିଶୋଧ କରିବା ପାଇଁ ଲାଞ୍ଚ ଦାବି ଏବଂ ଗ୍ରହଣ କରୁଥିବା ସମୟରେ ଓଡ଼ିଶା ଭିଜିଲାନ୍ସ...

ଲାଞ୍ଜିଗଡ଼ରେ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ

ଲାଞ୍ଜିଗଡ, ୨ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁରସ୍ଥିତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ବୁଧବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ...

ବେଆଇନ ମଦ କାରବାର ବିରୋଧରେ ଜନ ଆନ୍ଦୋଳନ: ୪ ମଦ ଦୋକାନ ସିଲ କଲା ପୋଲିସ

ଦିଗପହଣ୍ଡି/ସାନଖେମୁଣ୍ଡି,୨।୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମର ମେଡ଼ିକାଲ ଛକ, ବଜାର ଛକ ସମେତ ଗାଁ’ର ଗଳିକନ୍ଦିରେ ବେଆଇନ ଭାବେ...

ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପରେ ତାଲା: ତେଜିଲା ଚାଷୀ ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ବରଗଡ଼, ୨।୪(ପ୍ରେମାନନ୍ଦ ଖମାରୀ) – ଅଣଜଳସେଚିତ ଅଞ୍ଚଳର ଚାଷଜମିକୁ ପାଣି ମଡାଇବା ପାଇଁ ପାର୍ବତୀ ଗିରି ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଥିଲା। ମାତ୍ର ଜିଲାର...

ଦେଶବ୍ୟାପୀ UPI ଡାଉନ୍: ପେମେଣ୍ଟ କରିବାକୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ୟୁଜର

ନୂଆଦିଲ୍ଲୀ,୨।୪: UPI ସର୍ଭର ଡାଉନ ହେବାରୁ ଦେଶବ୍ୟାପୀ ଅନଲାଇନ୍ ପେମେଣ୍ଟ କରିବାରେ ୟୁଜରମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗୁଗୁଲ୍ ପେ, ପେଟିଏମ୍ ଏବଂ ଷ୍ଟେଟ୍ ବ୍ୟାଙ୍କ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image