ମୋ ବସକୁ ଧକ୍କା ଦେଲା ଦୁଇଟି ଟ୍ରକ୍, ଦୁର୍ଘଟଣାରେ ୨୦ ଜଣ ଆହତ

ଭୁବନେଶ୍ୱର,୮ା୬: କଟକ ତେଲେଙ୍ଗାପେଣ୍ଠ ନିକଟରେ ଶନିବାର ମୋ ବସ ଦୁର୍ଘଟଣା ସମ୍ମୁଖୀନ ହୋଇଛି। ଏକାଥରକେ ଦୁଇଟି ଟ୍ରକ ମୋ ବସକୁ ଧକା ଦେବାରୁ ପ୍ରାୟ ୨୦ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ତୁରନ୍ତ କଟକ ଏସସିବି ମେଡିକାଲ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ପରେ ଦୁଇ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ସୂଚନା ମିଳିଛି।

Share