Posted inଜାତୀୟ

ସୁପ୍ରିମକୋର୍ଟ ଗଲେ ଉଦ୍ଧବ ଗୋଷ୍ଠୀ

ନୂଆଦିଲ୍ଲୀ,୧୫।୧: ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ରାହୁଲ ନରଭେକରଙ୍କ ବିଧାୟକଙ୍କ ଅଯୋଗ୍ୟତା ଆବେଦନକୁ ପ୍ରତ୍ୟାଖ୍ୟାନ କରିବା ନିଷ୍ପତ୍ତି ଉପରେ ଉଦ୍ଧବ ଠାକରେଙ୍କ ଦଳ ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି।
ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ରାହୁଲ ନାରଓ୍ବେକର ଜାନୁଆରୀ ୧୦ରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଶିବସେନା ଗୋଷ୍ଠୀକୁ ପ୍ରକୃତ ରାଜନୈତିକ ଦଳର ମାନ୍ୟତା ଦେଇଥିଲେ। ଏଥିସହ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା ୟୁବିଟି ପକ୍ଷରୁ ଦାବି ହୋଇଥିବା ୧୬ ବିଦ୍ରୋହୀ ବିଧାୟକଙ୍କ ବିଧାନସଭା ସଦସ୍ୟତା ରଦ୍ଦ କରିବାକୁ ମନା କରିଦେଇଥିଲେ।
ବାଚସ୍ପତି ନାରଓ୍ବେକର ଶିନ୍ଦେ ଏବଂ ବିରୋଧୀ ଉଦ୍ଧବ ଗୋଷ୍ଠୀ ପକ୍ଷରୁ ପରସ୍ପର ବିରୋଧରେ ଆଗତ ଅଯୋଗ୍ୟ ଆବେଦନଗୁଡ଼ିକ ଉପରେ ନିଜ ରାୟ ଶୁଣାଇଛନ୍ତି। ସେ କହିଛନ୍ତି, ୨୦୨୨ ଜୁନ୍‌ରେ ଆବିର୍ଭାବ ହୋଇଥିବା ଶିବସେନା ହିଁ ପ୍ରକୃତ ଶିବସେନା। ୨୦୨୨ ଜୁନ୍‌ ୨୧ରେ ଶିବସେନା ୟୁବିଟିର ସୁନୀଲ ପ୍ରଭୁ ସଚେତକ ପଦ ହରାଇସାରିଥିଲେ ଏବଂ ଶିନ୍ଦେ ଗୋଷ୍ଠୀର ଭରତ ଗୋଗାଓ୍ବାଲେ କ୍ଷମତାପ୍ରାପ୍ତ ହୁଇପ୍‌ ହୋଇଥିଲେ। ତେଣୁ ଶିନ୍ଦେଙ୍କୁ ଶିବସେନା ନେତା ନିଯୁକ୍ତ କରିବା ବୈଧ ନିଷ୍ପତ୍ତି। ତାଙ୍କ ସହ ମିଶି ବିଦ୍ରୋହ କରିଥିବା ବିଧାୟକମାନଙ୍କ ସଦସ୍ୟତା ରଦ୍ଦ କରାଯାଇପାରିବ ନାହିଁ। ଶିନ୍ଦେଙ୍କୁ ହଟାଇବା କ୍ଷମତା ଉଦ୍ଧବଙ୍କର ନ ଥିଲା। ଏପରି କି ଦଳର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଆୟୋଜନ କରିବା କ୍ଷମତା ମଧ୍ୟ ଶିବସେନା ପ୍ରମୁଖଙ୍କର ନ ଥିଲା। ଶିବସେନାର ୧୯୯୯ ସମ୍ବିଧାନ ଅନୁସାରେ ଶିନ୍ଦେଙ୍କ ନେତୃତ୍ୱ ବଜାୟ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି: ୧୬୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୨୬ା୧୦: ପଶ୍ଚିମବଙ୍ଗ ସ୍କୁଲ୍‌ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଦ୍ୱାରା ଗ୍ରୁପ୍‌ ସି ଏବଂ ଡି କର୍ମଚାରୀ ନିଯୁକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏହାର ମନିଲଣ୍ଡରିଂ ଦିଗ...

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ...

ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…

ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ...

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

ସ୍ବାମି ଅଭିମୁକ୍ତେଶ୍ୱରାନନ୍ଦଙ୍କଠାରୁ ଆଶୀର୍ବାଦ ନେଲେ ପରିଣିତି-ରାଘବ

ନୂଆଦିଲ୍ଲୀ,୨୬।୧୦: ଶନିବାର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ମହାରାଜ ଆମ ଆଦମୀ ପାର୍ଟି ରାଜ୍ୟ ସଭା ଏମପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ...

ବିମାନକୁ ବୋମା ଧମକ ପରେ ସହାୟତା ଲୋଡ଼ିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬ା୧୦: କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଶନିବାର ବିମାନ କମ୍ପାନୀଗୁଡ଼ିକ ପ୍ରତିଦିନ ବୋମା ଧମକ ଦେଉଥିବା ଗୁଜବ ସମ୍ପର୍କରେ ଏକ ଆଡ୍‌ଭାଇଜରି ଜାରି...

ଲରେନ୍ସ ବିଷ୍ଣୋଇଙ୍କ ଗ୍ୟାଙ୍ଗର ଟାର୍ଗେଟରେ ଅଛନ୍ତି ୟୁପିର ବିଧାୟକ!

ମୁମ୍ବାଇ,୨୬।୧୦: ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଏପର୍ଯ୍ୟନ୍ତ ଅନେକ ରାଜନେତାଙ୍କୁ ଟାର୍ଗେଟ କରି ହତ୍ୟା କରିନ୍ତି। ନିକଟରେ ମୁମ୍ବାଇରେ ବାବା ସିଦ୍ଦିକୀଙ୍କ ହତ୍ୟା ମାମଲା ସମଗ୍ର ଦେଶରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri