ଋଣ ଭାର ସହି ନ ପାରି ଆତ୍ମହତ୍ୟା କଲେ ଶ୍ରମିକ

ପାଟଣା, ୨୦।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କପୁଣ୍ଡି ପଞ୍ଚାୟତ ଧାନବେଣୀ ଗ୍ରାମର ରାମ ମୁଣ୍ଡା(୫୦)ଋଣ ଭାର ସହି ନ ପାରି କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି। ଶନିବାର ସେ ଗୁରୁତର ହୋଇ ପ୍ରଥମେ ପାଟଣା ଓ ପରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର ହୋଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ କେନ୍ଦୁଝରରେ ମୃତ୍ୟୁ ଘଟିଛି। ଏନେଇ ପାଟଣା ଥାନା ୨୮/୨୪ ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ପାଟଣା ଥାନା ଏଏସଆଇ ସରୋଜ କୁମାର ସେଠୀ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତଦେହ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି।
ସୂଚନା ଅନୁଯାୟୀ, ରାମ ମୁଣ୍ଡା ଓ ତାଙ୍କ ସ୍ତ୍ରୀ ରୁକ୍ମଣୀ ମୁଣ୍ଡା ୨ଟି ଘରୋଇ ଅର୍ଥଲଗାଣ ସଂସ୍ଥା ରୁ ଋଣ କରିଥିଲେ। ଘରୋଇ ସଂସ୍ଥାର କର୍ମଚାରୀମାନେ ଋଣ ପରିଶୋଧ କରିନଥିବାରୁ ବାରମ୍ବାର ରାମଙ୍କ ଘରକୁ ଆସି ତାଗିଦ କରୁଥିବାରୁ ଏନେଇ ଶନିବାର ଅପରାହ୍ନ ଉଭୟ ସ୍ବାମୀସ୍ତ୍ରୀଙ୍କ ମଧ୍ୟରେ କଳହ ହୋଇଥିଲା। ଏହାପରେ ରାମ ମାନସିକ ଭାରସାମ୍ୟ ହରାଇ ବିଷପାନ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୁମୁଡ଼ିବନ୍ଧରେ ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ତୁମୁଡ଼ିବନ୍ଧ,୧୫।୪(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ସଭାଗୃହରେ ମଙ୍ଗଳବାର ପୂର୍ବାହ୍ନରେ କନ୍ଧମାଳ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ...

କାହିଁକି ୪୦ରୁ ଅଧିକ ବୟସ୍କ ଲୋକଙ୍କୁ ଚାକିରିରୁ କରାଯାଉଛି ଛଟେଇ? ବଡ଼ ଖୁଲାସା

ନୂଆଦିଲ୍ଲୀ,୧୫।୪: ବମ୍ବେ ସେଭିଂ କମ୍ପାନୀର ସିଇଓ ଶାନ୍ତନୁ ଦେଶପାଣ୍ଡେ ସମ୍ପ୍ରତି ଏକ ଗମ୍ଭୀର ସମସ୍ୟା ପ୍ରତି ଦୃଷ୍ଟି ଆକର୍ଷଣ କରିଛନ୍ତି, ଯାହା ଆଜିର ସମୟରେ ଏକ...

PhonePe UPI Circle Feature: ୟୁପିଆଇରେ ଆସିଲା ନୂଆ ଫିଚର୍‌, ଏବେ ପେମେଣ୍ଟ କରିବା ହୋଇଯିବ ସହଜ… 

ନୂଆଦିଲ୍ଲୀ,୧୫।୪: ଭାରତରେ ଡିଜିଟାଲ ପେମେଣ୍ଟର ଯୁଗ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ବର୍ତ୍ତମାନ ସମୟରେ ଆପଣ ଗାଁରୁ ସହର ପର୍ଯ୍ୟନ୍ତ ଅନଲାଇନ୍‌ ପେମେଣ୍ଟର ବିକଳ୍ପ ପାଇବେ।...

Gold Down: କମିଲା ସୁନାଦର! ଏବେ ସୁନା ଅଳଙ୍କାର ତିଆରି କଲେ GST-ମେକିଂ ଚାର୍ଜ ମିଶାଇ ଦେବାକୁ ପଡିବ ମାତ୍ର ଏତିକି ଟଙ୍କା

ନୂଆଦିଲ୍ଲୀ,୧୫।୪: ଲଗାତାର ବୃଦ୍ଧି ପରେ ଆଜି ପୁଣି ସୁନା ଦରରେ ହ୍ରାସ ଦେଖିବାକୁ ମିଳିଛି । ମଙ୍ଗଳବାର ୧୫ ଏପ୍ରିଲରେ ସୁନା ଦର ୨୫୦ ଟଙ୍କା...

୧୬ ପିଲା…ପ୍ରେମିକଙ୍କ ପାଇଁ ବଡ଼ କାମ କଲେ ସ୍ମୃତି ମନ୍ଧାନା

ନୂଆଦିଲ୍ଲୀ,୧୫।୪: ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା କ୍ରିକେଟରୁ ବିରତି ନେଇ ଏବେ ତାଙ୍କ ଜନ୍ମସ୍ଥାନ ସାଙ୍ଗଲିରେ ଛୁଟି କାଟୁଛନ୍ତି। ଏହାର ଟିକିନିକି ଅପ୍‌ଡେଟ୍‌ ସେ...

ଜନସଂଖ୍ୟା ବିସ୍ଫୋରଣ ଏକ ସମସ୍ୟା ଓ ଆହ୍ବାନ ଶୀର୍ଷକ ଆଲୋଚନାଚକ୍ର

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜ ଅର୍ଥନୀତି ବିଭାଗ ପକ୍ଷରୁ ମଙ୍ଗଳବାର ଭାରତର ଜନସଂଖ୍ୟା ବିସ୍ଫୋରଣ...

ଚାଷୀଙ୍କ ଚେତାବନୀ ସମାବେଶ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରଣହୁଙ୍କାର

ବରଗଡ଼, ୧୫।୪(ପ୍ରେମାନନ୍ଦ ଖମାରୀ): ଜୟ କିସାନ ଆନ୍ଦୋଳନ ଏବଂ ପଶ୍ଚିମ ଓଡିଶା କୃଷକ ସଂଗଠନ ସମନ୍ବୟ ସମିତିର ମିଳିତ ଆହ୍ୱାନରେ ଆଜି ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ...

କ’ଣ ସତରେ ମଣିଷଙ୍କୁ ପଥର କରିଦେବେ ଏଲିଅନ? ଆମେରିକା ଗୁଇନ୍ଦା ଏଜେନ୍ସିର ରିପୋର୍ଟ ଲିକ୍‌

ଆମ ଦୁନିଆ ବ୍ୟତୀତ ଆହୁରି ଅନେକ ଦୁନିଆ ଥାଇପାରେ। ଯାହା ପୂର୍ବରୁ ଅନେକ ଥର ଶୁଣିଛୁ ଏବଂ ଅନେକ ହଲିଉଡ ଚଳଚ୍ଚିତ୍ରରେ ମଧ୍ୟ ଦେଖିଛୁ। ଅନେକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image