Uncategorized

ଓଡ଼ିଶା: ଆଜିର ଫଟୋ ( ଜୁନ୍ ୯ , ୨୦୨୩ )

     ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ନନ୍ଦିନୀ ଶତପଥୀଙ୍କ ୯୨ତମ ଜନ୍ମ ଜୟନ୍ତୀ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ରାଜଭବନ ନିକଟସ୍ଥ ଏଲଆଇସି…

1 year ago

ବୟସ୍କଙ୍କ ପ୍ରତି ସମ୍ବେଦନଶୀଳ ହେବା

ବୃଦ୍ଧାବସ୍ଥା, ମାନବ ଜୀବନର ଅନିବାର୍ଯ୍ୟ ସୋପାନ। ଜୀବନର ହାରାହାରି ବୟସ ବୃଦ୍ଧି କାରଣରୁ କେବଳ ଆମଦେଶ ଭାରତରେ ନୁହେଁ ବରଂ ବିଶ୍ବର ବିଭିନ୍ନ ଦେଶରେ ବୃଦ୍ଧାବୃଦ୍ଧଙ୍କ ସଂଖ୍ୟା…

1 year ago

୧୩୦ ମୃତଦେହର ଫଟୋ ଉଠାଇଛନ୍ତି ପ୍ରସନ୍ନ

ଭୁବନେଶ୍ୱର,୭।୬(ବ୍ୟୁରୋ): ବାଲେଶ୍ୱର ବାହନଗାରେ ଟ୍ରେନ ଦୁର୍ଘଟଣା ହୋଇଥିବା ଖବର ପାଇ ମୁଁ ସଙ୍ଗେ ସଙ୍ଗେ ସେଠାରେ ପହଞ୍ଚତ୍ଥିଲି। ହେଲେ ସେହି ବେଳର କିଛି ଦୃଶ୍ୟ ଦେଖି କିଛି…

1 year ago

୩୦ବର୍ଷ ପରେ ଲକ୍ଷ୍ମୀଙ୍କୁ ସ୍ବୀକାର କଲେ ବାପା

ଭବାନୀପାଟଣା,୭।୬(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚିକିଲି ଗ୍ରାମର ବୈକୁଣ୍ଠ ଦୁର୍ଗା ତାଙ୍କ ଝିଅକୁ ୩୦ ବର୍ଷ ପରେ ନିଜ ସନ୍ତାନ ଭାବେ ଗ୍ରହଣ କରିଛନ୍ତି। ୧୯୮୫ରେ…

1 year ago

ଆହତଙ୍କୁ ଭେଟି ଖାଦ୍ୟ ବାଣ୍ଟିଲେ ଶିକ୍ଷୟିତ୍ରୀ ଶିକ୍ଷକ

ଭଦ୍ରକ,୫।୬(ସ୍ବ.ପ୍ର.): ଭଦ୍ରକ ନୂଆବଜାରସ୍ଥିତ ମଞ୍ଜୁଳ ମଞ୍ଜରୀ ସରସ୍ବତୀ ଶିଶୁମନ୍ଦିର  ପକ୍ଷରୁ ଶିକ୍ଷୟିତ୍ରୀ ଶିକ୍ଷକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ବାହାନଗା ରେଳ ଦୁର୍ଘଟଣାରେ ଆହତ ଯାତ୍ରୀମାନଙ୍କୁ ଭେଟି…

1 year ago

କ୍ଷତିକାରକ ଏକକ ବ୍ୟବହୃତ ପ୍ଲାଷ୍ଟିକ

ଏକ ଅଧ୍ୟୟନରୁ ଏହା ମଧ୍ୟ ଜଣାପଡ଼ିଛି ଯେ, ମନୁଷ୍ୟ ସମାଜରେ ବଢୁଥିବା କ୍ୟାନ୍‌ସର ପାଇଁ ମଧ୍ୟ ଏହି ଅତି କ୍ଷୁଦ୍ର ପ୍ଲାଷ୍ଟିକ ଦାୟୀ। କରୋନା ଭୂତାଣୁ ବ୍ୟାପିବାରେ…

1 year ago

ଅମିତ ଶାହାଙ୍କୁ ଭେଟି ବ୍ରିଜ୍‌ ଭୂଷଣଙ୍କ ବିରୋଧରେ ଶୀଘ୍ର ଚାର୍ଜସିଟ ଦାଖଲ କରିବାକୁ ଦାବି କଲେ କୁସ୍ତି ଯୋଦ୍ଧା

ନୂଆଦିଲ୍ଲୀ,୫।୬: ଭାରତୀୟ କୁସ୍ତି ମହାସଂଘ(ଡବ୍ଲୁଏଫଆଇ)ର ଅଧ୍ୟକ୍ଷ ବ୍ରିଜ୍‌ ଭୂଷଣ ଶରଣ ସିଂଙ୍କ ବିରୋଧରେ ପ୍ରଦର୍ଶନ ଜାରି ରଖିଥିବା ଅଲିମ୍ପିୟାନ କୁସ୍ତିଯୋଦ୍ଧା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି।…

1 year ago

୪ ଦିନ ପାଇଁ ୨୮ ଟ୍ରେନ୍‌ ବାତିଲ

ଭୁବନେଶ୍ୱର, ୪।୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ହୋଇଥିବା ଟ୍ରେନ୍‌ ଦୁର୍ଘଟଣା ପରେ ଦକ୍ଷିଣ ପୂର୍ବ ରେଳପଥ ଓ ପୂର୍ବତଟ ରେଳପଥ ପକ୍ଷରୁ ଆସନ୍ତା ୪…

1 year ago

ବାହାନଗା ଟ୍ରେନ ଦୁର୍ଘଟଣା: ୮୦ ମୃତ

ବାହାନଗା ଷ୍ଟେସନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚତ୍ଛି। ଆହତ ସଂଖ୍ୟା ୮୦୦ରୁ ଅଧିକ ହେବ ରାଜ୍ୟ ସରକାରଙ୍କ…

1 year ago

ଉଚ୍ଚଶିକ୍ଷା ପାଇଁ ଆଦିବାସୀ ଛାତ୍ରଙ୍କୁ ଅର୍ଥ ସାଜିଛି ବାଧକ

କର୍ଲାମୁଣ୍ଡା,୨।୬(ଡିଏନଏ): ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାରେ ଭଲ ନମ୍ବର ରଖି କୃତକାର୍ଯ୍ୟ ହୋଇଥିବା ଜଣେ ଛାତ୍ରଙ୍କ ଉଚ୍ଚ ଶିକ୍ଷା ପାଇଁ ଅର୍ଥ ବାଧକ ସାଜିିଛି। ସୂଚନାଯୋଗ୍ୟ, କଳାହାଣ୍ଡି…

1 year ago