ପୁରୀରେ ଅସମ୍ଭାଳ ଭିଡ଼: ଠେଲାପେଲାର ଭାଙ୍ଗିଲେ ବ୍ୟାରିକେଡ୍‌

ଭୁବନେଶ୍ୱର,୧।୧(ଅଜିତ୍ କୁମାର ମହାନ୍ତି): ନୂଆବର୍ଷରେ ପୁରୀରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ଲକ୍ଷାଧିକ ଭକ୍ତଙ୍କ ସମାଗମ ଯୋଗୁ ଠେଲାପେଲା ସ୍ଥିତି ସୃଷ୍ଟି ହୋଇଛି। ଲୋକେ ସିଂହଦ୍ବାର ସମ୍ମୁଖ ବ୍ୟାରିକେଡ ଭାଙ୍ଗିଛନ୍ତି । ପୋଲିସକୁ ଧକ୍କା ଦେଇ ଶ୍ରୀମନ୍ଦିରକୁ ଧସେଇ ପଶିଛନ୍ତି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ନିକଟ ଜନସମୁଦ୍ର ପାଲଟିଛି । ରାତି ଅଧରୁ ଶ୍ରଦ୍ଧାଳୁ ଭିଡ଼ ଜମାଇଛନ୍ତି । ଭକ୍ତଙ୍କ ପାଇଁ ରାତି ଅଧରେ ପହଡ଼ ଖୋଲିଥିଲା।
ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ମଧ୍ୟ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଶୃଙ୍ଖଳିତ ଦର୍ଶନ ପାଇଁ ମାର୍କେଟ ଛକ ପର୍ଯ୍ୟନ୍ତ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। କେବଳ ସିଂହଦ୍ବାର ଦେଇ ଭକ୍ତଙ୍କୁ ମନ୍ଦିର ପ୍ରବେଶ ପାଇଁ ଅନୁମତି ମିଳୁଛ।ଅନ୍ୟ ୩ ଦ୍ବାର ଦେଇ ପ୍ରସ୍ଥାନ କରିହେବ । ଭିଡ଼ ନିୟନ୍ତ୍ରଣ ପାଇଁ ୬୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।

 

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ମିଳିଲା, ଧାରଣା ଉଠିଲା

ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଧାନ ଉଠାଣକୁ ଦେଢ଼ମାସ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଧାନବିକ୍ରିରେ ଜିଲାର ଚାଷୀମାନେ ନାନା ସମସ୍ୟାରେ...

ଭବାନୀପାଟଣାରେ ମାଙ୍କଡ଼ ଆତଙ୍କ ଜାରି

ଭବାନୀପାଟଣା,୪ା୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ପୁଣି ମାଙ୍କଡ଼ ଆତଙ୍କ ଦେଖିବାକୁ ମିଳିଛି। ଗୁରୁବାର ସହରର ଗୋଦାମପଡ଼ାରେ ଗୋଟିଏ ମାଙ୍କଡ଼ ପ୍ରାୟ ୧୫ ଜଣଙ୍କୁ...

ଅଦିନିଆ ବର୍ଷା ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୪/୧(ଅନିଲ ଦାସ):ରାଜ୍ୟ ସରକାର ଗତ ଡିସେମ୍ବରରେ ହୋଇଥିବା ‘ଅଦିନିଆ ବର୍ଷା’କୁ ପ୍ରାକୃତିକ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତି। ଅଦିନିଆ ବର୍ଷା ଯୋଗୁ ବ୍ୟାପକ ଫସଲ କ୍ଷୟକ୍ଷତିକୁ...

ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦ ୬ରେ ବିଜେଡିର ଗଣବିକ୍ଷୋଭ

ଭୁବନେଶ୍ୱର,୩ା୧(ଅନିଲ ଦାସ): ଅତ୍ୟାବଶ୍ୟକ ଜିନିଷର ଅହେତୁକ ଦରବୃଦ୍ଧି ଜନସାଧାରଣଙ୍କୁ ଅତିଷ୍ଠ କଲାଣି ଓ ରାଜ୍ୟ ସରକାର ଦରଦାମ୍‌ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି ବୋଲି ବିଜେଡି...

ବରଗଡ ଧନୁଯାତ୍ରା ମହୋତ୍ସବ ଉଦଘାଟିତ: ଉଗ୍ରସେନ ଗାଦିଚ୍ୟୁତ, ଚାଲିଲା କଂସ ରାଜୁତି

ବରଗଡ଼, ୩।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟା ୭ଟା ୩୦ ମିନିଟରେ ଉଦଘାଟିତ ହେଇଛି। ବରଗଡ଼ ଲୋକସଭା ସାଂସଦ...

ହତ୍ୟା ଉଦ୍ୟମ ଘଟଣା: ବାପ,ପୁଅ ସମେତ ୩ ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୩ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଓଡ଼ାସିଙ୍ଗି ଗ୍ରାମର ଶ୍ରୀ ଗୋପୀନାଥ ପାଣି ପଞ୍ଚାୟତ କମିଟି ସଭାପତି ଏସ୍‌. ସହଦେବ ରେଡ୍ଡୀଙ୍କୁ ପୂର୍ବ ଶତ୍ରୁତାକୁ ନେଇ...

ପ୍ରୋଟକଲ୍‌ ଭାଙ୍ଗିଲେ ମୁଖମନ୍ତ୍ରୀ: ନାନୋ ଚଲାଇଲେ କେଭି ସିଂହଦେ, ପାଖରେ ମୋହନ

ଭୁବନେଶ୍ୱର,୩।୧: କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ଶୁକ୍ରବାର ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳଛି। ମୁଖ୍ୟମନ୍ତ୍ରୀ ମୋହନ ମାଝି ନାନୋ କାରରେ ବସି ବରମୁଣ୍ଡା ପଡିଆରୁ ଲୋକସେବା...

ଜାତୀୟ ଖୋ ଖୋ ଟିମ୍‌ର ପ୍ରଯୋଜକ ହେବେ ଓଡ଼ିଶା ସରକାର

ଭୁବନେଶ୍ୱର, ୩।୧: ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ । ଓଡିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri