Categories: ଫୁରସତ

ଖୋଲା ଆକାଶ ତଳେ ମଣିଷ ହାତରୁ ଏପରି ସେଓ ଖାଉଛି ଶୁଆ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ଶୁଆ ଖୋଲା ଆକାଶ ତଳୁ ମଣିଷ ହାତରୁ ସେଓ ଖାଉଛି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହା ଭାଇରାଲ ହେବାରେ ଲାଗିଛି।

 

Share