ବଦଳିଲା ୟୁନିଫର୍ମ ରଙ୍ଗ, ଏଣିକି ଛାତ୍ରୀଛାତ୍ର ପିନ୍ଧିବେ…

ଭୁବନେଶ୍ୱର, ୨।୧୦: ସରକାରୀ ମାଧ୍ୟମିକ ବିଦ୍ୟାଳୟର ୟୁନିଫର୍ମ ରଙ୍ଗ ବଦଳିଛି। ସବୁଜ ରଙ୍ଗ ବଦଳରେ ଏଣିକି ବାଦାମୀ ରଙ୍ଗର ୟୁନିଫର୍ମ ପିନ୍ଧିବେ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରୀଛାତ୍ର । ମୁଖ୍ୟମନ୍ତ୍ରୀ ଛାତ୍ରୀଛାତ୍ର ପରିଧାନ ଯୋଜନା ଅଧୀନରେ ଥିବା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକରେ ଏହା ଲାଗୁହେବ ।
ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ଡିଜାଇନ ଓ ରଙ୍ଗର ୟୁନିଫର୍ମ ଲାଗୁ ହେବ। ଯେଉଁଠାରେ ପୁରୁଣା ଡିଜାଇନ ୟୁନିଫର୍ମ ବଣ୍ଟନ ହୋଇନି ସେଠାରେ ଏହା ପ୍ରଥମେ ଲାଗୁ ହୋଇପାରିବ। ତେବେ ଏହା କେବେଠୁ ଲାଗୁ ହେବ ନୂଆ ଶିକ୍ଷା ବର୍ଷ ଆରମ୍ଭରୁ କି ଏବେଠାରୁ ତାକୁ ନେଇ କୌଣସି ସୂଚନା ମିଳିପାରି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଉପରେ ବର୍ଷିଲେ ନବୀନ, ସୁଭଦ୍ରାକୁ ନେଇ କହିଲେ ବଡ଼ କଥା…

ଭୁବନେଶ୍ୱର,୨।୧୦: ଆରମ୍ଭ ହୋିଛି ବିଜେଡିର ଜନ ସମ୍ପର୍କ ପଦଯାତ୍ରା। ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀରୁ ଜନସମ୍ପର୍କ ପଦଯାତ୍ରା...

ଦଳର ଭିତିରି କଥା କହିଲେ ମନ୍ମଥ, ବିଜେଡିରେ ବଡ଼ ହଲଚଲ!

ଭୁବନେଶ୍ୱର,୨।୧୦: ବିଜେଡିର ଭିତିରି କନ୍ଦଳ ଏବେ ପଦାରେ ପଡିଲାଣି। ବଡ଼ ବଡ଼ ନେତା ଏବେ ପରାଜୟର କାରଣ ମୁହଁ ଖୋଲି କହୁଛନ୍ତି। ଏହାରି ଭିତରେ ମୁହଁ...

ଧବଳମୁଖୀ ବେଶରେ ଦର୍ଶନ ଦେଲେ ମାଁ ସମଲେଶ୍ୱରୀ

ବରଗଡ଼,୨।୧୦(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଗ୍ରାମ୍ୟଦେବୀ ମାଁ ସମଲେଶ୍ୱରୀ ବୁଧବାର ଆଶ୍ୱିନ ମହାଳୟା ତିଥି ଅବସରରେ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି । ସକାଳୁ ଦେବୀଙ୍କ...

ଆଜି ପବିତ୍ର ମହାଳୟା: ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦେଲେ ଶ୍ରଦ୍ଧାଳୁ

ଭୁବନେଶ୍ୱର,୨।୧୦: ଆଜି ପବିତ୍ର ମହାଳୟା । ପିତୃପୁରୁଷଙ୍କ ମୋକ୍ଷ ପ୍ରାପ୍ତି ପାଇଁ ପିଣ୍ଡଦାନ କରୁଛନ୍ତି ଶ୍ରଦ୍ଧାଳୁ । ଏଥିପାଇଁ ପୁରୀ ଓ ଭୁବନେଶ୍ବର ବିନ୍ଦୁସାଗର କୂଳରେ...

ଆଜିଠୁ ବିଜେଡି କରିବ ଜନସମ୍ପର୍କ ପଦଯାତ୍ର: ସମସ୍ତଙ୍କୁ ଏକଜୁଟ ହେବାକୁ…

ଭୁବନେଶ୍ୱର,୨।୧୦: ଆଜିଠୁ ବିଜେଡି କରିବ ଜନସମ୍ପର୍କ ପଦଯାତ୍ରା। ରାଜ୍ୟରେ ବିଭିନ୍ନ ସ୍ଥାନରେ ଲୋକଙ୍କ ସହ ଯୋଡିହେବାକୁ ଦଳୀୟ କାର୍ଯ୍ୟକ୍ରମ କରିବ ବିଜେଡି। ବୁଧବାର ଦଳ ପକ୍ଷରୁ...

ଶଙ୍ଖ ଭବନରେ ପୁଣି କାହିଁକି ହେଲା କଥା କଟାକଟି, କାହିଁକି ବିରୋଧର ଶିକାର ହେଲେ …

ଭୁବନେଶ୍ୱର,୨।୧୦: ଏବେ ପ୍ରାୟ ସବୁବେଳେ ଶଙ୍ଖ ଭବନ ସରଗରମ। ଥମିବାର ନାଁ ନେଉନି ମୁହାଁମୁହିଁ ସ୍ଥିତି। ଭୁବନେଶ୍ବର କର୍ପୋରେଟରଙ୍କ ମଧ୍ୟରେ ବିବାଦ ପରେ ସୋମବାର ଖୋର୍ଦ୍ଧା...

ମଧ୍ୟରାତ୍ରିରୁ ଭଦ୍ରକରେ ଇଣ୍ଟରନେଟ୍‌ ସେବା ସ୍ବଭାବିକ

ଭଦ୍ରକ,୨।୧୦: ଭଦ୍ରକରେ ସ୍ଥିତି ଧୀରେଧୀରେ ସୁଧୁରିବାରେ ଲାଗିଛି। ୪ ଦିନ ପରେ ମଙ୍ଗଳବାର ମଧ୍ୟରାତ୍ରିରୁ ଭଦ୍ରକରେ ଇଣ୍ଟରନେଟ ସେବା ସ୍ବଭାବିକ ହୋଇଛି। ସୋସିଆଲ ମିଡିଆ ପୋଷ୍ଟକୁ...

ଆଜି ଆସିବେ ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷା

ବ୍ରହ୍ମପୁର,୨।୧୦(ନରସିଂହ ସାହୁ): ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ ମଣ୍ଡଳୀ ମଧ୍ୟରୁ ୨୦୨୪ ନିର୍ବାଚନରେ ୧୧ ଆସନରେ ଭାଜପା ପ୍ରାର୍ଥୀମାନେ ନିର୍ବାଚିତ ହୋଇଛନ୍ତି। ଫଳରେ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri