ସିଙ୍ଗିରି ସରପଞ୍ଚଙ୍କ ଘରେ କେନ୍ଦ୍ରମନ୍ତ୍ରୀ

ଆଳି,୧୩ା୯(ଡି.ଏନ.ଏ.):କେନ୍ଦ୍ରମନ୍ତ୍ରୀ ନିଶିଥ ପ୍ରାମାଣିକ ରବିବାର କେନ୍ଦ୍ରାପଡ଼ା ଜିଲା ରାଜକନିକା ଗସ୍ତରେ ଆସିଥିବା ବେଳେ ଆଳି ବ୍ଲକ ସିଙ୍ଗିରି ସରପଞ୍ଚ ଅକ୍ଷୟ ଦାସଙ୍କ ବାସଭବନରେ ପହଞ୍ଚତ୍ ଥିଲେ। ସିଙ୍ଗିରିଠାରେ କେନ୍ଦ୍ରମନ୍ତ୍ରୀ ପହଞ୍ଚତ୍ବା ପରେ ପତ୍ରପୁର ମଣ୍ଡଳ ପକ୍ଷରୁ ସଭାପତି ତଥା ସରପଞ୍ଚ ଅକ୍ଷୟ ଦାସ ତାଙ୍କୁ ସ୍ବାଗତ କରିଥିଲେ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପ୍ରାମାଣିକ ସରପଞ୍ଚ ଅକ୍ଷୟଙ୍କ ଘରେ ଉପସ୍ଥିତ ଯୁବ ଭୋଟରମାନଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ଏଥିସହ ଆଳି ନିର୍ବାଚନ ମଣ୍ଡଳୀରେ କ୍ରୀଡାର ବିକାଶ ସହ ଯୁବ ଖେଳାଳିମାନଙ୍କୁ ନେଇ ପ୍ରଶିକ୍ଷଣ ଦେବାର ବ୍ୟବସ୍ଥା କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଏହି ସମୟରେ ଭାଜପା ଜିଲା ସଭାପତି କିଶୋର ପଣ୍ଡା, ଉପସଭାପତି କୃଷ୍ଣଚନ୍ଦ୍ର ପଣ୍ଡା, ଜିଲା ସାଧାରଣ ସମ୍ପାଦକ ଶଶାଙ୍କ ସେଠୀ, ଅଭିମନ୍ୟୁ ଗୋଛାୟତ, ସଂଖ୍ୟାଲଘୁ ସେଲର ରାଜ୍ୟ ଉପସଭାପତି ସେକ୍‌ ସଲିମ, ସିଙ୍ଗିରି ପଞ୍ଚାୟତର ଦେବବ୍ରତ ନାୟକ, ଯୁବମୋର୍ଚ୍ଚା ପତ୍ରପୁର ମଣ୍ଡଳ ସାଧାରଣ ସମ୍ପାଦକ ମନୋଜ ସେଠୀଙ୍କ ସମେତ ଶତାଧିକ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ରାଇଫଲ ସଂଘର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କଲେ ବିଧାୟକ କଳିକେଶ ନାରାୟଣ ସିଂଦେଓ

ବଲାଙ୍ଗୀର,୨୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ସ୍ପୋର୍ଟ କମ୍ପ୍ଲେକ୍ସଠାରେ ଜିଲା ରାଇଫଲ ସଂଘର ସଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୋମବାର ବଲାଙ୍ଗୀର ବିଧାୟକ...

କାଲି ଘରୁ ବାହାରକୁ ଯାଇ ଆଉ ଫେରି ନ ଥିଲେ ଯୁବକ, ଆଜି ଟ୍ରେନ୍‌ ଲାଇନ୍‌ରୁ ମିଳିଲା ମୃତଦେହ

ପରଜଙ୍ଗ,୨୩ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନୁଗୋଳ-ଡ଼ୁବୁରୀ ନୂତନ ରେଳପଥର ପରଜଙ୍ଗ ରେଳ ଷ୍ଟେଶନଠାରୁ ଅଳ୍ପ ଦୂରରେ ଟ୍ରେନ୍‌ରେ କଟି ରବିବାର ବିଳମ୍ବିତ ରାତିରେ...

୩୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ବିକ୍ରି ପାଇଁ ହୋଇଥିଲା ଡିଲ୍‌: ମାଡ଼ିବସିଲା ବନ ବିଭାଗ

ଟିଟିଲାଗଡ଼,୨୩।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନାଞ୍ଚଳ ଅଧୀନ ବର୍ଣ୍ଣେଇ ରିଜର୍ଭ ଜଙ୍ଗଲରୁ ଏକ ବଜ୍ରକାପ୍ତା ଧରି ବିକ୍ରି କରୁଥିବା ବେଳେ ବନ ବିଭାଗ ହାତରେ...

ପାଟଣାଗଡ଼ ପାର୍ସଲ ବୋମା ମାମଲା: ଆଜି ସାକ୍ଷୀ ଦେବେ କି ଅରୁଣ ବୋଥ୍ରା

ବଲାଙ୍ଗୀର,୨୩ା୧୨: ବଲାଙ୍ଗୀର ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ ବୋମା ମାମଲାରେ ସୋମବାର ପାଟଣାଗଡ଼ ଏଡିଜେ କୋର୍ଟରେ ସାକ୍ଷ୍ୟ ଗହଣ କରାଯିବ। ଏହି ଘଟଣାରେ ତତ୍କାଳୀନ କ୍ରାଇମ୍‌ବ୍ରାଞ୍ଚ ଏଡିଜି...

ଚାଷୀଙ୍କୁ କ୍ଷତିପୂରଣ ଦାଦି କଲା ବିଜେଡି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଛତ୍ରପୁର,୨୩।୧୨(ସନ୍ତୋଷ ପାଢ଼ୀ ): ଅଦିନିଆ ବର୍ଷାର ପ୍ରକୋପରେ ଗଞ୍ଜାମ ଜିଲାର ୨୨ବ୍ଲକର ପାଖାପାଖି ୩,୩୧,୫୦୦ରୁ ଅଧିକ ଧାନ ଚାଷୀ ପରିବାର ସହ ସମସ୍ତ ବର୍ଗର କୃଷକ...

ବ୍ରାଉନସୁଗାର ଧରିବାକୁ ଆସି ଅବକାରୀ ଟିମ୍‌ ହଟହଟା, ଗାଡ଼ି ଚାବି ଛଡ଼ାଇ ନେବା ସହ ମୁଲତାନୀ ମାଟିକୁ କହିଲେ…

ଜଳେଶ୍ୱର,୨୩ା୧୨(ନବୀନ ସାହୁ): ବ୍ରାଉନସୁଗାର ଧରିବାକୁ ଆସି ଜଳେଶ୍ୱର ଅବକାରୀ ଟିମ୍‌କୁ ହଟହଟା ହେବାକୁ ପଡ଼ିଛି। କମର୍ଦ୍ଦା ବଜାର ନିକଟରେ ବ୍ରାଉନସୁଗାର କାରବାର ଚାଲିଥିବା ଅଭିଯୋଗ ଅନୁଯାୟୀ,...

ଗର୍ଜିଲେ ତାରା: ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ଅସମ୍ଭାଳ ହେବ ସ୍ଥିତି

କୋରାପୁଟ,୨୩ା୧୨: କଂଗ୍ରେସର ବରିଷ୍ଠ ନେତା ତଥା ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ରାଜ୍ୟ ସରକାରଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ତାରା କହିଛନ୍ତି, ଆସନ୍ତା ୨୫ ତାରିଖ...

ବାର୍‌ହା ମାଂସ ଜବତ କଲା ବନ ବିଭାଗ, ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ନୂଆପଡ଼ା ସେକ୍ସନ ଯୋଗିଆପଲ୍ଲୀ ଗ୍ରାମର ନୀଳାମ୍ବର ମଳିକଙ୍କଠାରୁ ଲୋମଯୁକ୍ତ ପ୍ରାୟ ୨ କେଜି ବାର୍‌ହା ମାଂସକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri