Categories: ଜାତୀୟ

ଶିକ୍ଷାମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,୧୩।୬: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନ ଦାୟିତ୍ୱ ଗ୍ରହଣ କରିଛନ୍ତି। ଗୁରୁବାର ସେ ମନ୍ତ୍ରଣାଳୟକୁ ଯାଇ ବିଧିବଦ୍ଧ ଭାବେ କାର୍ଯ୍ୟଭାର ସମ୍ଭାଳିଛନ୍ତି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳିରେ ତାଙ୍କୁ ପୁନର୍ବାର ଏହି ଗୁରୁ ଦାୟିତ୍ୱ ଦିଆଯାଇଛି। ପ୍ରଥମ ପାଳିରେ ସେ କେନ୍ଦ୍ର ପେଟ୍ରୋଲିୟମ,କୌଶଳ ବିକାଶ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ।

Share